ଗଞ୍ଜାମ

ପୂର୍ବ ଶତ୍ରୁତାରୁ ଆକ୍ରମଣ: ଭାଇଙ୍କୁ ନ ପାଇ ଭଉଣୀଙ୍କୁ ହାଣିଲେ, ୬ ଅଟକ

ବ୍ରହ୍ମପୁର ଅଫିସ,୧୭ା୮: ବଡବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଗୋଟିଏ ଗୋଷ୍ଠୀର ମୁଖିଆ ଲବ ସେଠୀଙ୍କୁ ଗୁରୁବାର ରାତିରେ ଅନ୍ୟ ଏକ ଗୋଷ୍ଠୀର କେତେଜଣ ଆକ୍ରମଣ କରିବାକୁ…

5 years ago

ବୀମା ଅର୍ଥ ନ ମିଳିବା, ଡାକ୍ତର ଅଭାବ ନେଇ ଉଦ୍‌ବେଗ

ଛତ୍ରପୁର,୧୭ା୮(ଡି.ଏନ.ଏ)-ଗଞ୍ଜାମ ଜିଲାପରିଷଦର ସାଧାରଣ ଅଧିବେଶନ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ ଅଧ୍ୟକ୍ଷତା କରିଥିଲେ ା ଚାଷୀଙ୍କୁ ଫସଲ…

5 years ago

ଜୁଆର ମାଡ଼ରେ ୩୦ ପରିବାରର ଘର ନଷ୍ଟ

ଚିକିଟି,୧୭ା୮(ଡି.ଏନ.ଏ.)-ଚିକିଟି ବ୍ଲକ୍‌ କତୁରୁ ପଞ୍ଚାୟତର ସମୁଦ୍ରତଟବର୍ତ୍ତୀ ରାମେୟାପାଟଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ୫ ଫୁଟର ସମୁଦ୍ର ଜୁଆର ମାଡିଯାଇ ୩୦ ପରିବାରର ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା…

5 years ago

ମୃତକଙ୍କୁ ବଞ୍ଚାଇବାକୁ ଶ୍ମଶାନରେ ପୂଜାପାଠ

କବିସୂର୍ଯ୍ୟନଗର,୧୭ା୮- ଡାକ୍ତର ମୃତ ଘୋଷଣା କଲେ, ମାତ୍ର ମାନିଲେନି ବନ୍ଧୁ ପରିଜନ। ବଞ୍ଚାଇବାକୁ ଗୁଣିଆର ସହାୟତା ନେଲେ। ମୃତ୍ୟୁର ୧୬ ଘଣ୍ଟା ପର୍ଯ୍ୟନ୍ତ ମୃତଦେହ ରଖି ଚାଲିଲା…

5 years ago

ଶିକ୍ଷୟିତ୍ରୀଙ୍କ ଗହଣା ଲୁଟ୍‌, ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୭୮(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ବିଫଳ ହେଉଛି। ଗୁରୁବାର ଜଣେ ଶିକ୍ଷୟିତ୍ରୀଙ୍କୁ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ ଲୁଟ୍‌…

5 years ago

ଜାତୀୟ ପତାକାକୁ ଅସମ୍ମାନ, ଥାନାରେ ଅଭିଯୋଗ

ଭଞ୍ଜନଗର,୧୭।୮(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ସ୍ଥାନୀୟ ଜେଲ ପଡ଼ିଆରେ ଗୁରୁବାର ଚାଲିଥିଲା। ଏହି ସମୟରେ ସହରର ଜଣେ ବ୍ୟବସାୟୀ ନିଜ ପୋଷା କୁକୁର ବେକରେ ଓ ଚେନରେ…

5 years ago

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

କବିସୂର୍ଯ୍ୟନଗର,୧୭ା୮-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଏକ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୬ ବର୍ଷିୟା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ…

5 years ago

ଶିକ୍ଷୟିତ୍ରୀଙ୍କ ଗହଣା ଲୁଟିନେବା ପରେ ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୬ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ବୋମା ମାଡ଼, ହତ୍ୟା ଉଦ୍ୟମ, ଲୁଟ, ଛିନ୍‌ତାଇ ଭଳି ଘଟଣା ସମ୍ପୃକ୍ତ ଅଞ୍ଚଳରେ…

5 years ago

ବାହୁଦା ନଦୀରେ ବୁଡ଼ି ଯୁବକ ମୃତ

ପାତ୍ରପୁର,୧୬ା୮(ଡି.ଏନ୍‌.ଏ.): ଖାରିଆଗୁଡ଼ା ଫାଣ୍ଡି ଆମୁଣ୍ଡି ଗ୍ରାମ ନିକଟ ଦେଇ ପ୍ରବାହିତ ବାହୁଦା ନଦୀରେରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକଜଣକ ହେଲେ ଶ୍ୟାମ ବେହେରା (୩୯)।…

5 years ago

ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ ଘଟଣା: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମହୁଡ଼ା ଗ୍ରାମ ନିକଟ ଶେଖାଓ୍ବତ ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଦାଦାବଟି ଲାଗି କରାଯାଇଥିବା ଆକ୍ରମଣ ଘଟଣାରେ ଶୁକ୍ରବାର ଦିଗପହଣ୍ଡି ପୋଲିସ ୨ ଅଭିଯୁକ୍ତଙ୍କୁ…

5 years ago