ଗଞ୍ଜାମ

ଶିକ୍ଷୟିତ୍ରୀଙ୍କୁ ଆକ୍ରମଣ କରି ଅଳଙ୍କାର ଲୁଟ୍‌

ବ୍ରହ୍ମପୁର ଅଫିସ,୧୫/୮- ମୋହଡା ନିକଟ ନରସିଙ୍ଗପୁର ଗ୍ରାମରେ ଥିବା ପ୍ରାଥମିକ ସ୍କୁଲର ଶିକ୍ଷୟିତ୍ରୀ ଏଲ. ଶୋଭନାଙ୍କୁ ଗୁରୁବାର ଦୁର୍ବୃତ୍ତମାନେ ଅକ୍ରମଣ କରି ସୁନା ଅଳଙ୍କାର ଲୁଟି ନେଇଛନ୍ତି।…

5 years ago

ଜେଲ୍‌ରେ ଭାଇଙ୍କୁ ରାଖୀ ବାନ୍ଧିଲେ ଭଉଣୀ

ବ୍ରହ୍ମପୁର ଅଫିସ୍‌,୧୫।୮-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଗୁରୁବାର ରାଖୀ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ବିଭିନ୍ନ ମାମଲାରେ ସଜା କାଟୁଥିବା ଅନ୍ତେବାସୀଙ୍କୁ ସେମାନଙ୍କ ଭଉଣୀମାନେ ରାଖୀ ବାନ୍ଧିଥିଲେ। ଏଥିପାଇଁ ମଣ୍ଡଳ…

5 years ago

ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜିଲାପାଳ

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ପୋଲିସ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲାପାଳ…

5 years ago

ବରିଷ୍ଠ ନାଗରିକଙ୍କୁ ମାଡ଼ ଅଭିଯୋଗ: ୪ ଦିନ ପରେ ବି ଅଭିଯୁକ୍ତଙ୍କୁ ଧରିନି ପୋଲିସ

ଦିଗପହଣ୍ଡି,୧୫ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଚାଉଳିଆ ସାହିର ବୃଦ୍ଧ ସୁଦାମ ସାହୁଙ୍କୁ ୪ ଜଣ ଯୁବକ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ସୁଦାମଙ୍କୁ ଉଦ୍ଧାର ପାଇଁ…

5 years ago

ବନ୍ୟଜନ୍ତୁକୁ ଗିଳିଲା ବୋଡ଼ା ସାପ

ବୁଗୁଡ଼ା,୧୫ା୮(ଡି.ଏନ୍‌.ଏ.)- ବୁଗୁଡ଼ା ଥାନା ମୋଟାବାଡ଼ି ନିକଟସ୍ଥ ପଡ଼ିଆରେ ବୁଧବାର ସନ୍ଧ୍ୟାରେ ଏକ ବନ୍ୟଜନ୍ତକୁ ଗିଳିବା ଅବସ୍ଥାରେ ବୋଡ଼ା ସାପକୁ ଦେଖିବାକୁ ମିଳିଛି। ଲୋକେ ବିଲରେ କାମ କରି…

5 years ago

ବିନା ହେଲମେଟରେ ପେଟ୍ରୋଲ ମନା

ଭଞ୍ଜନଗର,୧୫।୮(ଡି.ଏନ.ଏ)- ସେପ୍ଟେମ୍ବର ୧ରୁ ହେଲମେଟ୍‌ ବ୍ୟବହାର ଆଇନକୁ କଡ଼ାକଡ଼ି କରିବାକୁ ଯାଉଛି ଜିଲା ପ୍ରଶାସନ। ଏନେଇ ବୁଧବାର ଅପରାହ୍ନରେ ସ୍ଥାନୀୟ ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ସମୀକ୍ଷା…

5 years ago

ବିନା ଲିଜ୍‌ରେ ପଥର ଖାଦାନ: ବଢୁଛି ପଥର ଫଟା, ହ୍ରାସ ପାଉଛି ସବୁଜିମା

ବ୍ରହ୍ମପୁର ଅଫିସ,୧୫ା୮-ଗଞ୍ଜାମ ଜିଲା କୁକୁଡାଖଣ୍ଡି ତହସିଲ ଅଞ୍ଚଳରେ ଥିବା କେରାଣ୍ଡିମାଳ ପର୍ବତକୁ ଏବେ ପଥର ମାଫିଆମାନେ ନିଜ କବଜାକୁ ନେଇ ବେଧଡକ ଓ ବେଆଇନ ଭାବେ ପଥର…

5 years ago

ବସୁଛି ବୈଠକ, ହେଉନି ସମାଧାନ: ହଳଦିଆପଦର ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ପ୍ରସଙ୍ଗ ବିଧାୟକ, ଏମ୍‌ପି – ବସ୍‌ମାଲିକ ସଂଘ ଆଲୋଚନା

ବ୍ରହ୍ମପୁର ଅଫିସ,୧୫ା୮-ବ୍ରହ୍ମପୁର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ବସ୍‌ ଟର୍ମିନାଲ ଉଦ୍‌ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି ା ତଥାପି ଟର୍ମିନାଲରୁ ବସ୍‌ ଚଳାଚଳ ତଥା…

5 years ago

ଦିଗପହଣ୍ଡି ରେଞ୍ଜର ନିଲମ୍ବିତ

ବ୍ରହ୍ମପୁର ଅଫିସ୍‌,୧୫ା୮-ଗଞ୍ଜାମ ଜିଲା ଦିଗପହଣ୍ଡିର ଭାରପ୍ରାପ୍ତ ରେଞ୍ଜର ପରମାନନ୍ଦ ପାଣିଗ୍ରାହୀ ବୁଧବାର ନିଲମ୍ବିତ ହୋଇଛନ୍ତି। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ସୁରେଶ ପନ୍ଥ ତାଙ୍କୁ ନିଲମ୍ବିତ କରିଛନ୍ତି।…

5 years ago

ଧୁମ୍‌ଧାମ୍‌ରେ ୭୩ତମ ସ୍ବାଧୀନତା ଦିବସ ପାଳିତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ଧୁମ୍‌ଧାମ୍‌ରେ ପାଳନ କରାଯାଇଛିା ବ୍ଳକର ବିଭିନ୍ନ ବିଦ୍ୟାଳୟ ଗୁଡ଼ିକରେ ସକାଳୁ ଛାତ୍ରୀଛାତ୍ରମାନେ ପହଞ୍ଚିଥିଲେ। ସକାଳ…

5 years ago