ଗଞ୍ଜାମ

ବସ୍‌ ଧକ୍କାରେ ମହିଳା ମୃତ, କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକୋ

ଗଞ୍ଜାମ,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ପୁଇଁତୋଳା ଗ୍ରାମ ନିକଟରେ ମଙ୍ଗଳବାର ଭୋରରେ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

5 years ago

ଚାଲିଛି ବେଆଇନ ପଥର ଫୁଟା: ଦୁର୍ଘଟଣା ପରେ ଚଢ଼ାଉ, ୬ ଗିରଫ

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଅନେକ ପଥର କ୍ୱାରୀ ବିଭିନ୍ନ କାରଣ ଯୋଗୁ ନିଲାମ ହୋଇପାରୁନାହିଁ। ଏହାର ସୁଯୋଗ ନେଇ ପଥର ମାଫିଆ ବେନିୟମ ଭାବେ ପାହାଡ଼ରୁ ପଥର ଫୁଟାଇ…

5 years ago

୨୦୨୨ ସୁଦ୍ଧା ବାଘ ସଂଖ୍ୟା ଦୁଇଗୁଣା ଯୋଜନା

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ସୋମବାର ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ୫ମ ଆର୍ନ୍ତଜାତିକ ବାଘ ଦିବସ ପାଳିତ ହୋଇଯାଇଛି। ପୃଥିବୀର ୧୩ ଦେଶରେ ମହାବଳ…

5 years ago

ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଭିଡିଓ କନଫରେନ୍ସିଂ:ଦ୍ୱିତୀୟ ପୃଥିବୀ ସନ୍ଧାନରେ ଦିଆଗଲା ସୂଚନା

ଛତ୍ରପୁର,୩୦ା୭(ଡି.ଏନ.ଏ.)-ବ୍ରିଟିଶ ବୈଜ୍ଞାନିକ ଗବେଷଣା କେନ୍ଦ୍ର ପକ୍ଷରୁ ମହାକାଶରେ ଦ୍ୱିତୀୟ ପୃଥିବୀ ସନ୍ଧାନ କରାଯାଇଥିବା କୁହାଯାଉଛି। ଏହା ଉପରେ କେନ୍ଦ୍ର ବୈଜ୍ଞାନିକ ତଥା ପ୍ରଫେସର ଲୁଇସ୍‌ ଭିଡିଓ କନଫରେନ୍ସି…

5 years ago

କାର୍‌ ଓଲଟିଲା, ଗଞ୍ଜେଇ ବୋହିନେଲେ ଲୋକେ

ଶଙ୍କରାଖୋଲ,୩୦ା୭(ଡି.ଏନ୍‌.ଏ.)-ଟିକାବାଲି ଥାନା (ଏଲ୍‌) ବପଲମେଣ୍ଡି ପଞ୍ଚାୟତ ନିକଟ ପାନାବାଡି ଗ୍ରାମ ବୁଲାଣିରେ ସୋମବାର ସକାଳ ପ୍ରାୟ ୯ଟାରେ ଏକ କାର (ନଂ.ଡବ୍ଲ୍ୟୁବି୦୬ବି-୦୮୫୯) ଭାରସାମ୍ୟ ହରାଇ ୨୦ଫୁଟ ତଳକୁ…

5 years ago

କଲେଜ ଶିକ୍ଷା ପ୍ରତି ଆଗ୍ରହ ନାହିଁ

ବ୍ରହ୍ମପୁର ଅଫିସ୍‌,୩୦ା୭-ଚଳିତବର୍ଷ ପାଇଁ ଯୁକ୍ତ ୨ ନାମଲେଖା ଶେଷ ହୋଇଛି। ସୋମବାରଠାରୁ ପାଠପଢ଼ା ସହ ଆରମ୍ଭ ହୋଇଛି ନୂତନ ଶିକ୍ଷା ବର୍ଷ। ବର୍ଷା ଯୋଗୁ ପ୍ରଥମ ଦିନରେ…

5 years ago

ଧାନ ରୋଇଲେ ଜିଲାପାଳ

ଛତ୍ରପୁର,୩୦ା୭(ଡି.ଏନ.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ପୂର୍ବାହ୍ନରେ ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଅଧିନ ଭରସା ଗଁାରେ ଥିବା ଜମିରେ ଧାନ ଗଛ ରୋଇଛନ୍ତି।…

5 years ago

ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ

ହିଞ୍ଜିଳିକାଟୁ,୨୯ା୭(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରାଠାରେ ରବିବାର ସନ୍ଧ୍ୟାରେ ବିଲରେ ହଳ କରୁଥିବାବେଳେ ଏକ ଟ୍ରାକ୍ଟର ଓଲଟି ପଡିବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଉକ୍ତ ଗ୍ରାମର…

5 years ago

ବର୍ଷା କମ୍‌ ଯୋଗୁ ଚାଷ କାର୍ଯ୍ୟ ପ୍ରଭାବିତ

ଭଞ୍ଜନଗର,୨୯।୭(ଡି.ଏନ.ଏ)-ଚଳିତବର୍ଷ ରାଜ୍ୟରେ ଏ ପର୍ଯ୍ୟନ୍ତ ଆବଶ୍ୟକ ପରିମାଣର ବର୍ଷା ହୋଇନାହିଁ। ଫଳରେ ଚାଷ କାର୍ଯ୍ୟ ବିଶେଷ ଭାବେ ପ୍ରଭାବିତ ହୋଇଛି । ଧାନତଳି ପୋଡ଼ି ନଷ୍ଟ ହେବା…

5 years ago

ସୁନା ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ: ଜବତ ୬୮.୧୩ ଲକ୍ଷ ଟଙ୍କାର ଖୋଳତାଡ

ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬ ତାରିଖରେ…

5 years ago