ଗଞ୍ଜାମ

କଲେଜ ପ୍ରତିଷ୍ଠା ଦିବସରେ ଅଧ୍ୟକ୍ଷଙ୍କ ବିୟୋଗ

ଭଞ୍ଜନଗର,୨୬ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ ଅମୂଲ୍ୟ ଦାସ (୫୯)ଙ୍କ ଶୁକ୍ରବାର ରାତିରେ ଅକାଳ ବିୟୋଗ ଘଟିଛି। ପ୍ରତିଷ୍ଠା ଦିବସ…

5 years ago

ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗ ନେବାକୁ କଳାକାରଙ୍କ ଗୋଆ ଗସ୍ତ

ବ୍ରହ୍ମପୁର ଅଫିସ,୨୬।୭: ଗୋଆଠାରେ ଚଳିତମାସ ୨୮ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗନେବାକୁ ଗଞ୍ଜାମ ଜିଲାର ଏକ ୧୬ ଜଣିଆ ନାଟ୍ୟ…

5 years ago

କେନ୍ଦ୍ର ଅବହେଳାରୁ ମହେନ୍ଦ୍ରଗିରି ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୬ା୭- ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଭୁକ୍ତ ଗଜପତି ଜିଲାରେ ଥିବା ପୁରାଣ ପ୍ରସିଦ୍ଧ ଓ ଐତିହାସିକ ସ୍ଥଳି ମହେନ୍ଦ୍ରଗିରି ପର୍ବତର ବିକାଶ ପ୍ରତି କେନ୍ଦ୍ର…

5 years ago

ଜନସ୍ବାସ୍ଥ୍ୟ ବିଭାଗର ଦାୟିତ୍ୱହୀନତା: ଜଣ୍ଡିସ୍‌କୁ ଡାକୁଛି ଗୋଳିଆପାଣି

ବ୍ରହ୍ମପୁର ଅଫିସ୍‌,୨୬ା୭- ସ୍ବଚ୍ଛ ପାଣି ଯୋଗାଇବାରେ ଜନସ୍ବାସ୍ଥ୍ୟ ବିଭାଗର ବିଫଳତାକୁ ନେଇ ଏବେ ଅସନ୍ତୋଷ ଚରମସୀମାରେ ପହଞ୍ଚିଛି। ଦୁଇ ଦିନ ହେଲା ପାଇପ୍‌ରେ କେବଳ ଗୋଳିଆ ପାଣି…

5 years ago

ଅଶ୍ଳୀଳ ମେସେଜ ପଠାଇ ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୬ା୭- ଟୁର ଆଣ୍ଡ ଟ୍ରାଭେଲସ ମାଲିକଙ୍କୁ ଅଶ୍ଳୀଳ ମେସେଜ ପଠାଇବା ସହ ଧମକ ଚମକ ଦେବା ଅଭିଯୋଗରେ ଗୋଷାଣୀନୂଆଗଁା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି।…

5 years ago

ଡରାଇଲାଣି ଡେଙ୍ଗୁ:ଗଞ୍ଜାମରେ ୧୫

ବ୍ରହ୍ମପୁର ଅଫିସ୍‌,୨୬ା୭- ଗଞ୍ଜାମ ଜିଲାରେ ଡେଙ୍ଗୁ ଧୀରେ ଧୀରେ ମାରାତ୍ମକ ହେବାରେ ଲାଗିଲାଣି। ସ୍ବାସ୍ଥ୍ୟ ବିଭାଗର ସତର୍କତା ଏବଂ ବ୍ୟାପକ ପଦକ୍ଷେପ ସତ୍ତ୍ୱେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି।…

5 years ago

ସମ୍ମୁଖରେ ଜଗିଛି ପୋଲିସ, ପଛପଟୁ ଚୋରି

ଭଞ୍ଜନଗର,୨୬।୭(ଡି.ଏନଏ)-ଭଞ୍ଜନଗର ଷ୍ଟେଟବ୍ୟାଙ୍କ ଛକ ସହରର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ। ବ୍ୟାଙ୍କ ଥିବା ଯୋଗୁ ଏଠାରେ ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାତିସାରା…

5 years ago

ବିପଦସଙ୍କୁଳ ଅବସ୍ଥାରେ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ

ସୋରଡ଼ା,୨୫ା୭(ଡି.ଏନ.ଏ.)- ସୋରଡା ବ୍ଲକ ସୁରମଣି ପଞ୍ଚାୟତ ବିଷ୍ଣୁପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ, ପାଚେରି, କାନ୍ଥ, କାର୍ଯ୍ୟାଳୟ ଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି । ବାରମ୍ବାର ପ୍ରଶାସନକୁ…

5 years ago

ହୁମ୍ମର ଗାଁ ରାସ୍ତା ନିର୍ମାଣ ନିମ୍ନମାନର: ପୁନଃ ନିର୍ମାଣ ନିର୍ଦ୍ଦେଶ ଦେଲେ ବିଡିଓ

ଛତ୍ରପୁର,୨୫ା୭(ଡି.ଏନ.ଏ)-ଗୋପବନ୍ଧୁ ଗ୍ରାମୀଣ ଯୋଜନାରେ ଛତ୍ରପୁର ବ୍ଲକ ପୋଡାପଦର ପଞ୍ଚାୟତ ହୁମ୍ମର ଗାଁରେ ଅତି ନିମ୍ନମାନର କଂକ୍ରିଟ୍‌ ରାସ୍ତା ନିର୍ମାଣ ହେଉଥିବା ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା।…

5 years ago

ଭୁଶୁଡିଲା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସ କୋଠା

ବ୍ରହ୍ମପୁର ଅଫିସ,୨୫ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁରୁବାର ଅପରାହ୍ନରେ ଘଟିଛି ଏକ ବଡ ଦୁର୍ଘଟଣା ା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ପରିସରସ୍ଥ ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ କୋଠାର ଏକ…

5 years ago