ଗଞ୍ଜାମ

ପୋଷ୍ଟ ଅଫିସ୍‌ ଜମା ଟଙ୍କା ଫେରସ୍ତ ଦାବି: ଅଧିକ୍ଷକଙ୍କୁ ଘେରିଲେ ଜମାକାରୀ

ଆସିକା,୨୫ା୭(ଡି.ଏନ୍‌.ଏ.)- ଆସିକା ଡାକ ମଣ୍ଡଳର କବିସୂର୍ଯ୍ୟନଗର ସବ୍‌ପୋଷ୍ଟ ଅଫିସ୍‌ ଶିଆଳିଆ ଶାଖା ଡାକଘରେ ଜମାକାରୀଙ୍କ ଟଙ୍କା ହେରଫେର୍‌ ହୋଇଥିବା ନେଇ ଜମାକାରୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗକାରୀଙ୍କ…

5 years ago

ତହସିଲଦାରଙ୍କ ଛତୁଆ ପ୍ରସ୍ତୁତି, ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ

ପାତ୍ରପୁର,୨୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପାତ୍ରପୁର ତହସିଲଦାର ଡ଼. ଶ୍ରୀନିବାସ ବେହେରା ଓ ସିଡ଼ିପିଓ ପଦ୍ମିନୀ ସାହୁ ଗୁରୁବାର ପାତ୍ରପୁର ବ୍ଲକରେ ଥିବା ଛତୁଆ ପ୍ରସ୍ତୁତି ପ୍ରକଳ୍ପ…

5 years ago

ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କଲେ ତହସିଲଦାର

ଶେରଗଡ଼,୨୫।୭(ଡି.ଏନ.ଏ.): ଗଞ୍ଜାମ ଜିଲାର ଶେରଗଡ଼ ତହସିଲଦାର ଗୁରୁବାର ଦିନ କୁଲାଗଡ଼ ସେକ୍ଟର ଓ ମହୁପଦର ସେକ୍ଟରରେ ଥେିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡିକୁ ଅଚାନକ ପରିଦର୍ଶନ କରିଛନ୍ତି। ତହସିଲଦାର…

5 years ago

କୁଳସଚିବ, ପରୀକ୍ଷା ନିୟନ୍ତ୍ରକଙ୍କୁ ଘେରିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିିସ,୨୫ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନ ଡିଗ୍ରୀ କଲେଜ ଛାତ୍ରୀଛାତ୍ରଙ୍କ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ ପେପର ପରୀକ୍ଷା ଫଳ ବର୍ଷକ ପରେ ବି ପ୍ରକାଶ…

5 years ago

ବନ୍ଧ ପୁନରୁଦ୍ଧାର ନେଇ ଦୁଇଗୋଷ୍ଠୀ ମୁହାଁମୁହିଁ

ଧରାକୋଟ,୨୫ା୭(ଡି.ଏନ.ଏ.)- ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତ ଜଗନ୍ନାଥପୁର ଶାସନ ଗ୍ରାମର ରଙ୍କିବନ୍ଧ ପୁନରୁଦ୍ଧାର କାର୍ଯ୍ୟକୁ ନେଇ ଗ୍ରାମର ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଗତ ମଙ୍ଗଳବାର ଗଁ।ର ପଶ୍ଚିମ…

5 years ago

ବ୍ୟାଙ୍କ ମ୍ୟାନେଜର କହି ବୃଦ୍ଧଙ୍କଠାରୁ ଟଙ୍କା ଲୁଟ

ଦିଗପହଣ୍ଡି,୨୫ା୭(ଡି.ଏନ.ଏ.)-ଦିଗପହଣ୍ଡି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ନିକଟରୁ ବୁଧବାର ସକାଳ ପ୍ରାୟ ସାଢ଼େ ୯ଟାରେ ଲୁଟେରା ଅଭିନବ ଉପାୟରେ ଜଣେ ବୃଦ୍ଧଙ୍କଠାରୁ ଟଙ୍କା ଲୁଟି ଫେରାର୍‌ ହୋଇଯାଇଛନ୍ତିି।…

5 years ago

ପୋଲିସ,ଅବକାରୀ ବିଭାଗର ମିଳିତ ଚଢାଉ: ମଦ ଜବତ, ୯ ଗିରଫ

ଆସିକା,୨୫ା୭ (ଡି.ଏନ୍‌.ଏ.) - ଆସିକା ଥାନା ଇଲାକାର ବିଭିନ୍ନ ଗ୍ରାମାଞ୍ଚଳରେ ଚାଲିଥିବା ଚୋରା ରନ୍ଧା ମଦ ଭାଟି ଓ ମଦ ଦୋକାନ ଉପରେ ବୁଧବାର ପୋଲିସ ଓ…

5 years ago

ଅଟୋ ଚଳାଇବେ, ପେଟ୍ରୋଲ ପମ୍ପରେ ରହିବେ ମହିଳା

ଛତ୍ରପୁର,୨୫ା୭(ଡି.ଏନ.ଏ.) - ଗଞ୍ଜାମ ଜିଲାରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆହୁରି କ୍ରିୟାଶୀଳ କରିବା ସହ ମହିଳା ସଂଘ ସଦସ୍ୟାମାନଙ୍କୁ ଆମତ୍ନିର୍ଭରଶୀଳ କରାଯିବ। ବୁଧବାର ଏ ନେଇ ଛତ୍ରପୁରସ୍ଥିତ…

5 years ago

ମତ୍ସ୍ୟ ଯାଅଁ।ଳ ବିକ୍ରି ଆରମ୍ଭ:ମାଛ ଚାଷ ପାଇଁ ଏସ୍‌ଏଚ୍‌ଜିକୁ ପ୍ରୋତ୍ସାହନ ମିଳିବ

ଭଞ୍ଜନଗର,୨୫।୭(ଡି.ଏନ୍‌.ଏ.)-ଭଞ୍ଜନଗର ସରକାରୀ ମସତ୍‌ୟ ଯାଅଁ।ଳ ଉପତ୍ାଦନ କେନ୍ଦ୍ରରୁ ଚଳିତ ବର୍ଷ ପାଇଁ ବୁଧବାର ଠାରୁ ବିଭିନ୍ନ କିସମର ଯାଅଁ।ଳ ବିକ୍ରି ଆରମ୍ଭ ହୋଇଛି। ଆସିକା କେନ୍ଦ୍ର ସମବାୟ…

5 years ago

ଅଗ୍ନିକାଣ୍ଡ: ୨୦ ବଖରା ଜଳିଗଲା

ଚିକିଟି/ହାତୀଓଟ,୨୫ା୭(ଡି.ଏନ୍‌.ଏ.)- ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୮ ଆଦିବାସି ପରିବାରଙ୍କ ୧୬ ବଖରା ଜଳିଯାଇଛି। ସେହିପର ପୋଲସରା…

5 years ago