ଗଞ୍ଜାମ

ପ୍ରଶାସନର ମୁଣ୍ଡବ୍ୟଥା ସାଜିଛି ହଳଦିଆପଦର ବସ୍‌ଷ୍ଟାଣ୍ଡ

ବ୍ରହ୍ମପୁର ଅଫିସ,୧୭ା୭-ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ସିଟି ବସ୍‌ ଟର୍ମିନାଲ ଉଦ୍‌ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି। ତଥାପି ଏହାକୁ କାର୍ଯ୍ୟକ୍ଷମ କରିବାରେ…

5 years ago

ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ସ୍ବତନ୍ତ୍ର ବୈଠକ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ମଙ୍ଗଳବାର ଏକ ସ୍ବତନ୍ତ୍ର ବୈଠକ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଜିଲାପାଳ ବିଜୟ…

5 years ago

ଅସୁସ୍ଥ ସ୍ବାମୀଙ୍କୁ ମେଡିକାଲରୁ ପାଇଲେନି ସ୍ତ୍ରୀ

ପାତ୍ରପୁର,୧୬ା୭(ଡି.ଏନ୍‌.ଏ.)-ଜରଡ଼ା ଥାନା ଅନର୍ଗତ ପାତ୍ରପୁର ଗ୍ରାମ ସାଗର ସାହିର ତ୍ରିନାଥ ସୁବୁଦ୍ଧି ଜ୍ୱରରେ ପୀଡିତ ଥିବାରୁ ରବିବାର ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ତ୍ରୀ…

5 years ago

ଭାରିଯାନ ଚଳାଚଳ ବନ୍ଦ ଦାବି :ପ୍ରଶାସନ ପକ୍ଷରୁ ତ୍ରିପାକ୍ଷିକ ଆଲୋଚନା ବୈଠକ

ଛତ୍ରପୁର,୧୬ା୭(ଡି.ଏନ.ଏ)-ଛତ୍ରପୁର ବ୍ଲକ କାଳିଆବାଲି ଛକଠାରୁ ମାଟିଖାଲ ରାସ୍ତାରେ ଗୋପାଳପୁର ପୋର୍ଟର ଭାରୀଯାନ ଚଳାଚଳ ବନ୍ଦ ଓ ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଶନିବାର ଲୋକେ ରାସ୍ତା ଅବରୋଧ…

5 years ago

ବିଏସ୍‌ଏନ୍‌ଏଲ୍‌ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ

ଭଞ୍ଜନଗର,୧୬।୭(ଡି.ଏନ.ଏ)-କର୍ମଚାରୀଙ୍କ ୬ମାସର ବକେୟା ଦରମା ପ୍ରଦାନ, ଚାକିରି ନିୟମିତ କରିବା ଆଦି ଦାବିନେଇ ରାଜ୍ୟବ୍ୟାପୀ ବିଏସ୍‌ଏନ୍‌ଏଲ୍‌ ଅସ୍ଥାୟୀ କର୍ମଚାରୀମାନେ ସୋମବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲେ। ସେବା ପ୍ରଭାବିତ…

5 years ago

ପ୍ରଥମ ଦିନରେ ନାମ ଲେଖାଇଲେ ୧୩୬ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ୍‌,୧୬ା୭-ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ମାତ୍ର ୧୩୬ଜଣ ଛାତ୍ରୀଛାତ୍ର ନାମ ଲେଖାଇଥିବା ସାମ୍‌ସ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ଦ୍ୱିତୀୟ…

5 years ago

ମା’ ଭଳି ମାତୃଭାଷାକୁ ଆଦର କର

ବ୍ରହ୍ମପୁର ଅଫିସ୍‌,୧୬ା୭-ଦିନ ଥିଲା, ବ୍ରହ୍ମପୁର ସହରସ୍ଥିତ ବିଦ୍ୟାଳୟଗୁଡ଼ିକରେ ପ୍ରଥମଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ହଜାର ହଜାର ଛାତ୍ରୀଛାତ୍ର ତେଲୁଗୁ ଭାଷାରେ ଅଧ୍ୟୟନ କରୁଥିଲେ । ହେଲେ ଇଂଲିଶ…

5 years ago

ବାଇକ-ସାଇକେଲ ଧକ୍କାରେ ୨ ମୃତ

ଗୋପାଳପୁର,୧୫ ।୭-ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟ ତୁଳୁ ରାସ୍ତାରେ ରବିବାର ରାତିରେ ବାଇକ୍‌ ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ଘଟିଛି । ସେମାନେ ହେଲେ ହିଞ୍ଜିଳାପଲ୍ଲୀ…

5 years ago

ହାଣ୍ଡି ମାଠିଆ ଧରି ରାସ୍ତାରେ ବସିଲେ ମହିଳା

ପୁରୁଷୋତ୍ତମପୁର,୧୫।୭(ଡି.ଏନ୍‌.ଏ.)-ପୁରୁଷୋତ୍ତମପୁର ବ୍ଲକ ବଡ ବରଗାଁରେ ଦୀର୍ଘଦିନ ହେଲା ପାନୀୟ ଜଳର ସଙ୍କଟ ଦେଖାଦେଇଛି। ଲୋକେ ପୋଖରୀ ପାଣିପିଇ ରୋଗାକ୍ରାନ୍ତ ହେଉଛନ୍ତି। ସମସ୍ୟା ସମାଧାନ ପାଇଁ ବ୍ଲକ ପ୍ରଶାସନ…

5 years ago

ପିଲା ଚୋରି ଅଭିଯୋଗରେ ଯୁବକଙ୍କୁ ମାଡ଼

ଗଞ୍ଜାମ,୧୫। ୭(ଡି.ଏନ.ଏ.)-ଗଞ୍ଜାମ ଥାନା ବଡ଼ନୋଳିଆ ନୂଆଗାଁରେ ରବିବାର ରାତି ପ୍ରାୟ ସାଢ଼େ ୮ଟାରେ ଜଣେ ବ୍ୟକ୍ତି ପିଲା ଚୋରି କରି ନେଇ ଯାଉଥିବା ବେଳେ ଗ୍ରାମବାସୀ ଧରି…

5 years ago