ଗଞ୍ଜାମ

ଖଟିଆରେ ବୁହା ହେଲେ ଗୁରୁତର ମହିଳା

ଦିଗପହଣ୍ଡି,୭ା୭(ଡି.ଏନ.ଏ.)-ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଘାସିଆମ୍ବ ଗାଁରେ ଶନିବାର ସକାଳ ପ୍ରାୟ ୮ଟାରେ ଜଣେ ମହିଳା ବଗଡ଼କୁ କାମ କରିବାକୁ ଯାଇଥିଲେ।…

5 years ago

କୃଷି, ଗ୍ରାମୀଣ ମଜଦୁର ସଂଘ ସମ୍ମିଳନୀ

ବ୍ରହ୍ମପୁର ଅଫିସ୍‌,୭ା୭-ଓଡ଼ିଶା କୃଷି ଏବଂ ଗ୍ରାମୀଣ ମଜଦୁର ସଂଘ ଗଞ୍ଜାମ ଜିଲା ସମ୍ମିଳନୀ ଶନିବାର ସ୍ଥାନୀୟ ଏନ୍‌ଜିଓ ହଲ୍‌ରେ ଅନୁଷ୍ଠିତ ହୋଇଥିଲା। ସଭାପତି ରାଜେନ୍ଦ୍ର ନାଥ ନାୟକ…

5 years ago

ଅଭିନବ ଉପାୟରେ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୭ା୭-ଟାଉନ ଥାନା ଅନ୍ତର୍ଗତ ମିଲିଟାରୀ ଲାଇନରେ ଥିବା କାନାରା ବ୍ୟାଙ୍କରେ ଲୁଟେରାମାନେ ଶନିବାର ଜଣେ ଜମାକାରୀଙ୍କ ୧୮ ହଜାର ୫ଶହ ଟଙ୍କା ଅଭିନବ ଉପାୟରେ ଠକି…

5 years ago

୩ ଫେରାର୍‌ ଅଭିଯୁକ୍ତ ଗିରଫ

ଆସିକା,୬।୭(ଡି.ଏନ୍‌.ଏ)- ଗାଙ୍ଗପୁର ଥାନା ପାଇଲିପଡା ଗ୍ରାମରୁ ଶୁକ୍ରବାର ରାତିରେ ପୋଲିସ ୩ଜଣ ଫେରାର୍‌ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗଁ।ର ସୁଦର୍ଶନ ନାୟକ, ବିପ୍ର…

5 years ago

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର,୬।୭(ଡି.ଏନ.ଏ)-ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ଗ୍ରାମର ନବବଧୂ ଶିବାନୀ ନାୟକଙ୍କ ଶନିବାର ଅପରାହ୍ନରେ ମୃତ୍ୟୁ ଘଟିଛି। କେଉଁ କାରଣ ଓ କିପରି ମୃତ୍ୟୁ ଘଟିଛି ତାହା ଠିକ୍‌…

5 years ago

ଜିଲାପାଳଙ୍କୁ ଭେଟିଲା ମିଳିତ ସଙ୍ଗଠନ କମିଟି

ଛତ୍ରପୁର,୬। ୭(ଡି.ଏନ.ଏ)-ଛତ୍ରପୁରର ବିଭିନ୍ନ ସଂଗଠନକୁ ନେଇ ଗଠିତ କମିଟିର ଏକ ପ୍ରତିନିଧି ଦଳ ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାରେ ବିଳମ୍ବ ଓ ଅନ୍ୟାନ୍ୟ ସମସ୍ୟା ନେଇ ଶନିବାର…

5 years ago

ବନ୍ୟଜନ୍ତୁ ଶିକାର ରୋକିବାକୁ ହେଉନି ପାଟ୍ରୋଲିଂ: ରାତିରେ ବିଦ୍ୟୁତ୍‌ କାଟ, ଲୋକେ ହଇରାଣ

ଭଞ୍ଜନଗର,୬।୭(ଡି.ଏନ.ଏ.)-ବନ୍ୟଜନ୍ତୁ ସୁରକ୍ଷା ପାଇଁ ସାଉଥ୍‌କୋ ଏବଂ ଜଙ୍ଗଲ ବିଭାଗ ମଧ୍ୟରେ ବିଭିନ୍ନ ସମୟରେ ସମନ୍ବୟ ବୈଠକ ହେଉଛି। ମିଳିତ ପାଟ୍ରୋଲିଂ କରିବାକୁ ନିଷ୍ପତ୍ତି ନିଆଯାଇଥିଲେ ମଧ୍ୟ ଏହା…

5 years ago

ଉପଭୋକ୍ତାଙ୍କ ଠାରୁ ଦୂରେଇଯାଉଛି ବିଏସ୍‌ଏନଏଲ୍‌

ଭଞ୍ଜନଗର,୬।୭(ଡି.ଏନ.ଏ.)-ଘରୋଇ କମ୍ପାନୀଙ୍କ ସ୍ବାର୍ଥ ପାଇଁ ସରକାରୀ ସଂସ୍ଥା ବିଏସ୍‌ଏନଏଲ୍‌କୁ ଜାଣିଶୁଣି ଦୁର୍ବଳ କରି ଦିଆଯାଉଥିବା ଅଭିଯୋଗ ହେଉଛି। ଦେଶର ଅଧିକାଶଂ ଅଞ୍ଚଳରେ ୪ଜି ମୋବାଇଲ ସେବା ମିଳୁଛି।…

5 years ago

ମହାଗୁଡ଼ି, ତାଜୁଙ୍ଗିଆ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୬।୭(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ଝିପିଝିପି ବର୍ଷା ଲାଗି ରହିଛି। ଫଳରେ ପକ୍କାରାସ୍ତା ନ ଥିବା ବିଭିନ୍ନ ଗ୍ରାମବାସୀଙ୍କ ସମସ୍ୟା ବଢିଯାଇଛି। ତାଜୁଙ୍ଗିଆ ପଞ୍ଚାୟତକୁ…

5 years ago

ଛତ୍ରପୁର ହସ୍ପିଟାଲରେ ଡାକ୍ତର ଅଭାବ

ଛତ୍ରପୁର,୬।୭(ଡି.ଏନ.ଏ)-ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ଶୁକ୍ରବାର ସନ୍ଧ୍ୟାରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ହସ୍ପିଟାଲର ପରିମଳ ବ୍ୟବସ୍ଥା ସୁଦୃଢ…

5 years ago