ଗଞ୍ଜାମ

ଶହେବର୍ଷ ପରେ…ସୋରଡା ରଥଯାତ୍ରାରେ ଛେରାପହଁରା କଲେ ରାଜବଂଶୀ

ସୋରଡା,୪ା୭(ଡି.ଏନ୍‌.ଏ.)- ଦୀର୍ଘ ଶହେବର୍ଷ ପରେ ସୋରଡା ରଥଯାତ୍ରାରେ ରାଜବଂଶୀ ଛେରାପହଁରା କରିଛନ୍ତି। ଡ. ଦେବବତ୍ତ ସିଂଦେଓ ଯୋଗଦେଇ ରଥାରୁଢ ଠାକୁରଙ୍କ ନିକଟରେ ଛେରାପହଁରା ନୀତି ସମ୍ପନ୍ନ କରିଛନ୍ତି।…

5 years ago

ହିଞ୍ଜିଳିକାଟୁରେ ଟଣାହେଲା ରଥ

ହିଞ୍ଜିଳିକାଟୁ,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଲକର ବିଭିନ୍ନ ସ୍ଥାନରେ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ରଥଟଣା ଯାଇଛି। ହୁଳହୁଳି, ଶଙ୍ଖଧ୍ୱନି, ହରିବୋଲ ଶବ୍ଦରେ ସହର ପ୍ରକମ୍ପିତ…

5 years ago

ବ୍ରହ୍ମପୁରରେ ଖୋଲିଲା ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୪ା୭: ଗଞ୍ଜାମ - ଗଜପତି ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିମିଟେଡ୍‌ ପକ୍ଷରୁ ରାଜ୍ୟର ପ୍ରଥମ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ ମିଶ୍ରିତ ଏଟିଏମ ଗୁରୁବାର…

5 years ago

ପୋଲିସ ଗୁଳି ଫେଲ୍‌

ଗଞ୍ଜାମ ଜିଲାରେ ଅପରାଧ କମୁନି। ବ୍ରହ୍ମପୁର ଏବଂ ଗଞ୍ଜାମ ଦୁଇଟି ପୋଲିସ ଜିଲାରେ ଦୁଇଜଣ ଏସ୍‌ପି ଏବଂ ମାଳମାଳ ବରିଷ୍ଠ ପୋଲିସ ଅଧିକାରୀଙ୍କ ବିରାଟ ଟିମ୍‌ ଥିବା…

5 years ago

ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୪ା୭-ଫୁଲବାଣୀ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ…

5 years ago

ଶାଗୁଆନ ପଟା ସହ ଅଟୋ ଜବତ, ଚାଳକ ଫେରାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ। ,୪।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଶାଗୁଆନ କାଠପଟା ବୋଝେଇ ଅଟୋକୁ ବନ ବିଭାଗ ଜବତ କରିଛି । ଘଟଣାସ୍ଥଳରୁ ଚାଳକ…

5 years ago

ଏକ ଟଙ୍କାରେ ମିଳିବ ଗୋଟିଏ ଚାରା

ବ୍ରହ୍ମପୁର ଅଫିସ୍‌,୪ା୭-ବ୍ରହ୍ମପୁର ବନଖଣ୍ଡ ତରଫରୁ ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଚାରା ବିକ୍ରୟ କେନ୍ଦ୍ର ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଆଶିଷ କୁମାର ବେହେରା ଆନୁଷ୍ଠାନିକ…

5 years ago

ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୪ା୭-ଗଞ୍ଜେଇ ଚୋରା ଚାଲାଣ ଘଟଣାରେ ଗିରଫ ହୋଇ ବିଚାରାଧୀନ ବନ୍ଦୀ ଭାବେ ଥିବା ଜଣେ ଅସୁସ୍ଥ ବ୍ୟକ୍ତିଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ…

5 years ago

ବିଶ୍ୱର ସବୁଠୁ କ୍ଷୁଦ୍ର ରଥ :ନ୍ୟାଶନାଲ ବୁକ ଅଫ ରେକର୍ଡରେ ସ୍ଥାନିତ ,ଗିନିଜ ବୁକ ଅଫ ରେକର୍ଡ ଦେବ ସ୍ବତନ୍ତ୍ର ମାନ୍ୟତା

ବ୍ରହ୍ମପୁର ଅଫିସ,୪ା୭-ପୁଣି ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା । ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ କାଠରେ ସେ ବିଶ୍ୱର ସବୁଠୁ କ୍ଷୁଦ୍ରରଥ…

5 years ago

ନାବାଳିକା ଗର୍ଭବତୀ, ଅଭିଯୁକ୍ତ ଫେରାର

ବ୍ରହ୍ମପୁର ଅଫିସ,୪ା୭-କେ. ନୂଆଗାଁ ଥାନା ଇଲାକାରେ ଜନୈକା ନାବାଳିକାଙ୍କୁ ଭୟଭୀତ କରି ବାରମ୍ବାର ବଳାତ୍କାର କରିବା ପରେ ସେ ଗର୍ଭବତୀ ହେବା ଜାଣି ଅଭିଯୁକ୍ତ ଫେରାର୍‌ ହୋଇଯାଇଛନ୍ତି।…

5 years ago