ଗଞ୍ଜାମ

ଦିଗପହଣ୍ଡି ସହରରେ କମିଲା ବିଜେଡିର ଭୋଟ

ଦିଗପହଣ୍ଡି,୨୭।୫(ଡି.ଏନ.ଏ.)-ଦିଗପହଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ରାଜ୍ୟ ରାଜନୀତିରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି । ଲଗାତର ଭାବେ ୭ଥର ଏଠାରୁ ସୂର୍ଯ୍ୟନାରାୟଣ ପାତ୍ର ବିଧାୟକ ଭାବେ ନିର୍ବାଚିତ…

5 years ago

ଉଚ୍ଚ ଅଟ୍ଟାଳିକାରେ ଅଗ୍ନିକାଣ୍ଡ ଭୟ

ବ୍ରହ୍ମପୁର ଅଫିସ,୨୭ା୫- ଗୁଜରାଟର ସୁରଟସ୍ଥିତ ଏକ କୋଚିଂ ସେଣ୍ଟରରେ ଶୁକ୍ରବାର ନିଆଁ ଲାଗିଯାଇଥିଲା। ଏଥିରେ ପୋଡ଼ି ହୋଇ ଓ ନିଆଁରୁ ବର୍ତ୍ତିବା ପାଇଁ ତୃତୀୟ ଓ ଚତୁର୍ଥ…

5 years ago

ମା’ ତାରାଦେବୀଙ୍କ ଯାତ୍ରା ୮ମ ଦିନରେ: ୬ ସାହିରେ ଘଟ ପରିକ୍ରମା

ବ୍ରହ୍ମପୁର ଅଫିସ,୨୭ା୫-ବ୍ରହ୍ମପୁରର ଅନ୍ୟତମ ପ୍ରସିଦ୍ଧ ଲାଞ୍ଜିପଲ୍ଲୀ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ରବିବାର ଅଷ୍ଟମ ଦିବସରେ ପହଞ୍ଚିଛି। ଛୁଟିଦିନ ଥିବାରୁ ଅସ୍ଥାୟୀ ପୀଠରେ ମା’ଙ୍କ ଦର୍ଶନ ପାଇଁ…

5 years ago

ତାତି ବଢ଼ାଉଛି ବେଆଇନ ଇଟାଭାଟି

ପାଟପୁର,୨୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଶତାଧିକ ବେଆଇନ ଇଟାଭାଟି ପୋଡ଼ା ଚାଲିଛି। ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ଅସ୍ବାଭାବିକ ଭାବେ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ…

5 years ago

ଫିରିଙ୍ଗିଆ ମେଡିକାଲରେ ଜେନେରେଟର ଅଚଳ: ଲାଇନ କଟିଲେ ରୋଗୀ ହନ୍ତସନ୍ତ

ଫିରିଙ୍ଗିଆ,୨୭ା୫-ଫିରିଙ୍ଗିଆ ମେଡିକାଲ ବହୁ ଅବ୍ୟବସ୍ଥା ନେଇ ଗତି କରୁଛି। ରବିବାର ଏଠାରେ ବିଦ୍ୟୁତ୍‌ କାଟ ହୋଇଥିବାବେଳେ ଜେନେରେଟର ଚାଲୁ ନ ଥିଲା। ରୋଗୀମାନେ ଅସହ୍ୟ ଗରମରେ ନାହିଁ…

5 years ago

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ତ୍ରୁଟି ଯୋଗୁ ଗଣନାରୁ ବାଦ୍‌ ପଡ଼ିଲା ୧୨ ଇଭିଏମ୍‌

ଦିଗପହଣ୍ଡି,୨୭ା୫(ଡି.ଏନ୍‌.ଏ.)-ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସୂର୍ଯ୍ୟ ନାରାୟଣ ପାତ୍ର ୪୦,୪୫୨ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୂର୍ଯ୍ୟ ୭୫,୦୧୬ ଭୋଟ ପାଇଥିବା ବେଳେ…

5 years ago

ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା ଘଟଣା: ୮ ଗିରଫ

ଧରାକୋଟ,୨୬ା୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଅଲେଖ ନାହାକଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିଲା। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ…

5 years ago

ପେଟ୍ରୋଲ୍‌ପମ୍ପରୁ ୨ଲକ୍ଷ ୭୦ହଜାର ଟଙ୍କା ଲୁଟ

ପୁରୁଷୋତ୍ତମପୁର,୨୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ଦିନକୁ ଦିନ ସକ୍ରିୟ ହୋଇ ଗୋଟିଏ ପରେ ଗୋଟିଏ ଲୁଟ୍‌ପାଟ ଚଳାଇଛନ୍ତି। ସହର ଉପକଣ୍ଠରେ ଥିବା ରଘୁନାଥ…

5 years ago

କୂଅ ଖୋଳୁଥିବାବେଳେ ଖସିପଡି ଜଣେ ମୃତ

ଖଜୁରିପଡା,୨୬।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ କଟ୍ରିଙ୍ଗୀଆ ପଞ୍ଚାୟତର ଶ୍ରାକି ଗ୍ରାମରେ ଶନିବାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କାର୍ଯ୍ୟାଦେଶ ପାଇ କୂଅ ଖୋଳୁଥିବାବେଳେ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…

5 years ago

ବ୍ରହ୍ମପୁର ବଡ଼ ମେଡିକାଲସ୍ଥିତ ରକ୍ତଭଣ୍ଡାରରେ ରକ୍ତ ଅଭାବ: ସମସ୍ୟାର ମୁକାବିଲା ପାଇଁ ଅଣ୍ଟାଭିଡିଲା ବିଭିନ୍ନ ସଙ୍ଗଠନ

ବ୍ରହ୍ମପୁର ଅଫିସ,୨୬।୫: ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ ମେଡ଼ିକାଲସ୍ଥିତ ରକ୍ତଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖା ଦେଉଛି। ଏଣୁ ରକ୍ତ ଅଭାବ ଯୋଗୁ ଗୁରୁତର ରୋଗୀଙ୍କୁ ଆବଶ୍ୟକ…

5 years ago