ଗଞ୍ଜାମ

ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ ବାରିକଙ୍କ ଅକାଳ ବିୟୋଗ, ନାଟ୍ୟ ଅଭ୍ୟାସ ସାରି ଫେରିବା ପରେ…

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ କୁମାର ବାରିକ (ମିଟୁ ସାର )ଙ୍କ ଗୁରୁବାର ବିଳମ୍ବିତ…

3 months ago

୫ଟି ପଞ୍ଚାୟତବାସୀ ନିର୍ଭର କରୁଥିବା ରାସ୍ତା ଏବେ ବିପଦପୂର୍ଣ: ମାଡି ଆସିଲାଣି ଗଛ ଡାଳ

ଗଞ୍ଜାମ,୧୮।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମଠାରୁ କଲ୍ୟାଣପୁର ପର୍ଯ୍ୟନ୍ତ ରାସ୍ତା ବର୍ତ୍ତମାନ ବିପଦପୂର୍ଣ । ପାଞ୍ଚଟି ପଞ୍ଚାୟତ ତଥା କାଇଁଚପୁର,ମଲାଡ଼,ସନ୍ତୋଷ…

3 months ago

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଗୋପାଳପୁର,୧୮ା୯(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଏକ ଗ୍ରାମର ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ମାମଲାରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି…

3 months ago

ଫାଇନାନ୍ସ ସଂସ୍ଥାର ଏଜେଣ୍ଟଙ୍କୁ ଅପହରଣ କରି କୋଟିଏ ଟଙ୍କା ରଖିଥିଲେ ମୁଣ୍ଡ ଜାମିନ: ଧରାପଡିବା ପରେ…

ଦିଗପହଣ୍ଡି/ଚିକିଟି,୧୮।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଅପହରଣ ଏବଂ ହତ୍ୟା ଉଦ୍ୟମ ଅଭିଯୋଗରେ ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଜଣେ ଫେରାର ଥିବା ଅଭିଯୁକ୍ତଙ୍କୁ ଆନ୍ଧ୍ରପ୍ରଦେଶରୁ ଧରିବାରେ…

3 months ago

ହତ୍ୟା ଉଦ୍ୟମ ଘଟଣା: ୨ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୧୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡିଗାଁର ଭୁକୁଲି ସେଠୀ ଏବଂ ତାଙ୍କ ପ୍ରତିପକ୍ଷ ବି. ତୁରୁବୁଡ଼ିି ପଞ୍ଚାୟତ…

3 months ago

କୋମ୍ବିଂ ଅପରେଶନବେଳେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଯବାନ ଗୁରୁତର

ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ…

3 months ago

ନ୍ୟାଶନାଲ କିକ ବକ୍ସିଂ ପ୍ରତିଯୋଗିତାରେ ଭାଗନେବେ ଗଞ୍ଜାମର ଏହି ୪ ପ୍ରତିଯୋଗୀ, ମନୋନୀତ ହେଲେ ମିଳିବ…

ଗଞ୍ଜାମ,୧୮।୯: (ବିଦ୍ୟାଧର ସାହୁ ) ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ହିମାଞ୍ଚଳ ପ୍ରଦେଶରେ ହେବାକୁ ଥିବା ନ୍ୟାଶନାଲ କିକ ବକ୍ସିଂ ପ୍ରତିଯୋଗିତାରେ ଗଞ୍ଜାମର ୪ ଜଣ ପ୍ରତିଯୋଗୀ…

3 months ago

ପୋତାହେଲା ଲକ୍ଷାଧିକ ଟଙ୍କାର ବାଣ, ବେଆଇନ ଭାବେ ଗଚ୍ଛିତ ରଖି…

ଗଞ୍ଜାମ,୧୮ା୯(ଅଖିଳ ତରାଇ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ଗ୍ରାମରେ ବେଆଇନ ଭାବେ ଗଚ୍ଛିତ ଥିବା ଲକ୍ଷାଧିକ ଟଙ୍କାର ବାଣ ସାମଗ୍ରୀକୁ ପୋଲିସ ଜବତ କରିବା…

3 months ago

ମା’ ରାମଚଣ୍ଡୀଙ୍କ ବିଷ୍ଣୁମାୟା ବେଶ: ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଛତ୍ରପୁର,୧୮।୧୦(ଦିଲ୍ଲୀପ ସାମଲ): କରପଡା ପଞ୍ଚାୟତର ଅନୁଚ ପାହାଡ ଶିଖରେ ଅବସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠରେ ଏକାଦଶୀ ତିଥିରେ ସମ୍ପୂର୍ଣ ଚଣ୍ଡୀ ପୂରାଣ ରୀତିନୀତି ଅନୁସାରେ,ମା ରାମଚଣ୍ଡୀଙ୍କ ଷୋଡ଼ଶ…

3 months ago

ମାଛଧରା ଜେଟି ମୁହାଣ ଖନନ କାର୍ଯ୍ୟ ଆରମ୍ଭ: ଜିଲାପାଳ-ବିଧାୟକ କଲେ ଉଦ୍‌ଘାଟନ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ମାଛଧରା ଜେଟି ମୁହାଣ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଓ ଗଞ୍ଜାମ ଜିଲାପାଳ ଭି.…

3 months ago