ଗଞ୍ଜାମ

ସ୍କର୍ପିଓରେ ଆସି ୪ ଛେଳି ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ

ଜଗନ୍ନାଥପ୍ରସାଦ,୨୬।୧୨(ଡି.ଏନ୍‌.ଏ.): ବର୍ତ୍ତମାନ ଇଂରାଜୀ ନବବର୍ଷ ପାଳନ ଲାଗି ଗ୍ରାମଠାରୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ଏହାକୁ ନେଇ ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଅଞ୍ଚଳରେ ଲୋକଙ୍କ ଭିଡ଼ ଜମୁଛି। ଏପରିସ୍ଥଳେ…

6 years ago

ଓଡ଼ିଆ ସାହିତ୍ୟର ପ୍ରସାରରେ ଇଣ୍ଟରନେଟ୍‌ ବାଧକ

ବ୍ରହ୍ମପୁର ଅଫିସ,୨୬ା୧୨- ଗଞ୍ଜାମ ଜିଲା ଲେଖକ ସାମ୍ମୁଖ୍ୟର ସପ୍ତଦଶତମ ସ୍ବନକ୍ଷତ୍ର ସମାରୋହ ବୁଧବାର ବ୍ରହ୍ମପୁର ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନର ଡିଜିଟାଲ ଓ…

6 years ago

ଘୁମୁସର ଇତିହାସ ବହୁ ପୁରୁଣା

ଭଞ୍ଜନଗର,୨୬ା୧୨(ଡି.ଏନ.ଏ.)- ଘୁମୁସର ଇତିହାସ ଅତି ପୁରୁଣା। ଏହାର ଅଧିକ ଗବେଷଣା ସହ ପ୍ରଚାର ଓ ପ୍ରସାର ଆବଶ୍ୟକ ବୋଲି ଘୁମୁସର ଗବେଷଣା ପ୍ରତିଷ୍ଠାନର ଦ୍ୱିତୀୟ ବାର୍ଷିକୋତ୍ସବରେ ବକ୍ତାମାନେ…

6 years ago

ଜିଲାସ୍ତରୀୟ ଆଥଲେଟିକ୍‌ ମିଟ୍‌ ଉଦ୍‌ଯାପିତ

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଗଞ୍ଜାମ ଓ ଛତ୍ରପୁର ଆଥଲେଟିକ୍‌ ଆସୋସିଏଶନ ପକ୍ଷରୁ ଛତ୍ରପୁର ଷ୍ଟାଡିୟମରେ ୨ ଦିନ ଧରି ଚାଲିଥିବା ଜିଲା ଆଥଲେଟିକ୍‌ ମିଟ୍‌ ବୁଧବାର ଉଦଯାପିତ ହୋଇଯାଇଛି ା…

6 years ago

ଟ୍ରେନ୍‌ରେ ଯାତ୍ରୀ ଛାଡ଼ିଥିବା ବ୍ୟାଗ୍‌ ଦେଲା ଆର୍‌ପିଏଫ୍‌

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ହସ୍ତାନ୍ତର କରାଯାଇଛି। ୨୩ ତାରିଖରେ ଭୁବନେଶ୍ୱରରୁ ବାଲୁଗଁ। ପାଇଁ ହୀରାଖଣ୍ଡ…

6 years ago

ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୧୨- ଗଞ୍ଜାମ ଜିଲା ସ୍ବତନ୍ତ୍ର ପୋକ୍‌ସୋ ଜଜ ତଥା ଅତିରିକ୍ତ ଦୌରା ଜଜ (ଏଡିଜେ)-୨ ଜଗଦୀଶ ପ୍ରସାଦ ମହାନ୍ତି ମଙ୍ଗଳବାର ଏକ ବଳାତ୍କାର ମାମଲାର ଶୁଣାଣି…

6 years ago

ଭୂତସରସିଙ୍ଗି ସମିତିସଭ୍ୟ ପଦବୀ ଅସିଦ୍ଧ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.): ପୁରୁଷୋତ୍ତମପୁର ବ୍ଲକ ଭୂତସରସିଙ୍ଗି ପଞ୍ଚାୟତର ସମିତିସଭ୍ୟ ପଦବୀକୁ ଛତ୍ରପୁର ସିଭିଲ ଜଜ୍‌ (ସିନିୟର ଡିଭିଜନ) ସ୍ବଂୟପ୍ରଭା ଆଚାର୍ଯ୍ୟ ମଙ୍ଗଳବାର ଅସିଦ୍ଧ ଘୋଷଣା କରିଛନ୍ତି। ଭୂତସରସିଙ୍ଗି ସମିତିସଭ୍ୟ…

6 years ago

ମଧୁ ଆପ୍‌କୁ ପ୍ରଶଂସା କଲେ ସଚିବ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.)- ଭୁବନେଶ୍ୱରଠାରେ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଭିଡିଓ କନଫରେନ୍ସିଂ ଜରିଆରେ ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା…

6 years ago

ଗଞ୍ଜାମ ଲୋକକଳା ଓ ସଂସ୍କୃତିର ଭୂମି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୫ା୧୨:ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ୫…

6 years ago

କର୍ନାଟକରୁ ପ୍ରାପ୍ୟ ନ ପାଇ ଫେରିଲେ ଶ୍ରମିକ: ଠିକାଦାର, ୩ ସହଯୋଗୀଙ୍କ ବିରୋଧରେ ଅଭିଯୋଗ

ହିଞ୍ଜିଳିକାଟୁ,୨୪ା୧୨(ଡ଼ି.ଏନ୍‌.ଏ.)- ଜଣେ ଠିକାଦାର ଓ ତାଙ୍କ ୩ ସହଯୋଗୀଙ୍କ କଥାରେ ଅଧିକ ଅର୍ଥ ଲୋଭରେ ପଡ଼ି ଜିଲାର ବିଭିନ୍ନ ଅଞ୍ଚଳରୁ ୬୦ରୁ ଉର୍ଦ୍ଧ୍ୱ ଶ୍ରମିକ କର୍ନାଟକ ରାଜ୍ୟକୁ…

6 years ago