Advertisement

ଗଞ୍ଜାମ

ପୋଲିସ ଅଫିସରଙ୍କୁ ଆକ୍ରମଣ ଘଟଣା: ଜେଲ ଗଲେ ଯୁବକପୋଲିସ ଅଫିସରଙ୍କୁ ଆକ୍ରମଣ ଘଟଣା: ଜେଲ ଗଲେ ଯୁବକ

ପୋଲିସ ଅଫିସରଙ୍କୁ ଆକ୍ରମଣ ଘଟଣା: ଜେଲ ଗଲେ ଯୁବକ

ଦିଗପହଣ୍ଡି,୩୦/୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ପୋଲିସ ଗଞ୍ଜାମ ଜିଲା ବୁଗୁଡ଼ା ରାଣୀ ସାହିର ଗଣେଶ ବେହେରାଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୫୦୭/୨୪…

4 months ago
ସ୍କୁଟିକୁ ଧକ୍କା ଦେଲା ବାଲି ବୋଝେଇ ହାଇଓ୍ବା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତରସ୍କୁଟିକୁ ଧକ୍କା ଦେଲା ବାଲି ବୋଝେଇ ହାଇଓ୍ବା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ସ୍କୁଟିକୁ ଧକ୍କା ଦେଲା ବାଲି ବୋଝେଇ ହାଇଓ୍ବା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ହିଞ୍ଜିଳିକାଟୁ,୨୯ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ୫୯ନଂ ରାଜପଥ ହିଞ୍ଜିଳିକାଟୁ ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର…

4 months ago
ଘର ଭାଙ୍ଗି ଖାଇଗଲେ ୧୦ ବସ୍ତା ଧାନଘର ଭାଙ୍ଗି ଖାଇଗଲେ ୧୦ ବସ୍ତା ଧାନ

ଘର ଭାଙ୍ଗି ଖାଇଗଲେ ୧୦ ବସ୍ତା ଧାନ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ଗୁଣ୍ଡିରିବାଡ଼ି ନିକଟରେ ହାତୀପଲ ଜଣେ ଚାଷୀଙ୍କ ଜମିରେ ଥିବା ଘରକୁ ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ କରିଦେବା…

4 months ago
ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କୁ ଦେଲେ ବଡ଼ ପ୍ରତିଶ୍ରୁତିଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କୁ ଦେଲେ ବଡ଼ ପ୍ରତିଶ୍ରୁତି

ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କୁ ଦେଲେ ବଡ଼ ପ୍ରତିଶ୍ରୁତି

ଗୋପାଳପୁର,୨୯ା୧୨(ନବୀନ ରାଜ ଆଚାରୀ): ଖରିଫ ଧାନଫସଲ ଅମଳ ସମୟରେ ଅଦିନିଆ ବର୍ଷାମାଡ଼ରେ ଧାନଫସଲ ନଷ୍ଟ ହୋଇଛି। ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଧାରିତ ସମୟ…

4 months ago
ଡାକ୍ତରଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: ଜଣେ ଆସିଷ୍ଟାଣ୍ଟ ପ୍ରଫେସର-୩ ସିନିୟର ରେସିଣ୍ଟେଣ୍ଟ ଚାକିରିରୁ ବହିଷ୍କୃତ; ଜଣଙ୍କୁ ୬ ମାସ ହଷ୍ଟେଲ ମନାଡାକ୍ତରଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: ଜଣେ ଆସିଷ୍ଟାଣ୍ଟ ପ୍ରଫେସର-୩ ସିନିୟର ରେସିଣ୍ଟେଣ୍ଟ ଚାକିରିରୁ ବହିଷ୍କୃତ; ଜଣଙ୍କୁ ୬ ମାସ ହଷ୍ଟେଲ ମନା

ଡାକ୍ତରଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: ଜଣେ ଆସିଷ୍ଟାଣ୍ଟ ପ୍ରଫେସର-୩ ସିନିୟର ରେସିଣ୍ଟେଣ୍ଟ ଚାକିରିରୁ ବହିଷ୍କୃତ; ଜଣଙ୍କୁ ୬ ମାସ ହଷ୍ଟେଲ ମନା

ବ୍ରହ୍ମପୁର,୨୯।୧୨(ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି( ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡ଼ାକ୍ତର ମାଡ ମାରିବା ଏଂ ଶିଶୁ…

4 months ago
ଟ୍ରାନ୍ସଫର୍ମରକୁ ପିଟଲା ପରିବା ବୋଝେଇ ପିକ୍‌ଅପ, ପରେ….ଟ୍ରାନ୍ସଫର୍ମରକୁ ପିଟଲା ପରିବା ବୋଝେଇ ପିକ୍‌ଅପ, ପରେ….

ଟ୍ରାନ୍ସଫର୍ମରକୁ ପିଟଲା ପରିବା ବୋଝେଇ ପିକ୍‌ଅପ, ପରେ….

ପୋଲସରା,୨୯।୧୨: ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ ଲକ୍ଷ୍ମଣପଲ୍ଲୀ ଗ୍ରାମ ନିକଟରେ ଏକ ପରିବା ବୋଝେଇ ଗାଡ଼ି ଦୁର୍ଘଟଣା ହୋଇଛି। ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ୍‌…

4 months ago
ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ କ୍ଷୟକ୍ଷତିର…

4 months ago
ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମାଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ ପୁଡ଼ିଆକୁ…

4 months ago
ଗଞ୍ଜେଇ ଭର୍ତ୍ତି ୨ କାର୍‌ ଜବତ, ୩ ଜଣଙ୍କୁ ବାନ୍ଧିଲା ପୋଲିସଗଞ୍ଜେଇ ଭର୍ତ୍ତି ୨ କାର୍‌ ଜବତ, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଗଞ୍ଜେଇ ଭର୍ତ୍ତି ୨ କାର୍‌ ଜବତ, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୨୮ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଟିମ୍‌ ଶନିବାର ଚଢ଼ାଉ କରି ୨ଟି ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଥିବାବେଳେ ୩ ଜଣଙ୍କୁ…

4 months ago
ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରିରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର - ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ ଔଷଧ…

4 months ago