ଜମିଜମା ବିବାଦକୁ ନେଇ ଖଣ୍ଡାରେ ମରଣାତ୍ମକ ଆକ୍ରମଣ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ପୁରୁଷୋତ୍ତମପୁର,୨୮।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋଟିଏ ପରିବାର ଉପରେ ସମ୍ପର୍କିୟ ଦାଦାଙ୍କ ପରିବାର ଜମିଜମା ବିବାଦକୁ ନେଇ ଖଣ୍ଡାରେ ହାଣିଥିବା ଅଭିଯୋଗ ହୋଇଛି। ଆହାତ ହୋଇଥିବା...
ଜମିବାଡ଼ିକୁ କେନ୍ଦ୍ର କରି ବୁଲିଲା ଖଣ୍ଡା: ମହିଳାଙ୍କ ସମେତ ୪ ଗୁରୁତର
ପୁରୁଷୋତ୍ତମପୁର,୨୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ଗୋଟିଏ ପରିବାର ଉପରେ ଅନ୍ୟ ଏକ ପରିବାର ଉପରେ ଆକ୍ରମଣ କରି ଖଣ୍ଡା ଏବଂ କଟୁରିରେ ହାଣି ପକାଇଛନ୍ତି। ଗୁରୁତରମାନେ...
ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଜିଲାପାଳ, କହିଲେ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାକୁ…
ଛତ୍ରପୁର,୨୮ା୭(ଦିଲ୍ଲୀପ ସାମଲ): ଗଞ୍ଜାମର ନୂତନ ଜିଲାପାଳ ଭାବେ ଭି.କୀର୍ତ୍ତି ଭାସନ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୧୮ ବ୍ୟାଚ୍ର ଆଇଏଏସ୍ ଏହା ପୂର୍ବରୁ କୋରାପୁଟ ଜିଲାପାଳ ଦାୟିତ୍ୱ ନିର୍ବାହ କରିଥିଲେ। ପୂର୍ବରୁ ମଧ୍ୟ ଗଞ୍ଜାମ ଜିଲାରେ ଆଇଏଏସ୍ ପ୍ରୋବିସନାଲ ରହିବା ସହ...
ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଇ କାର୍ଯ୍ୟରେ ଯୋଗଦେଲେ ଜିଲାପାଳ
ପୁରୁଷୋତ୍ତମପୁର,୨୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମର ନୂଆ ଜିଲାପାଳ ଭାବେ ଭି.କୀର୍ତ୍ତି ଭାସନ କାର୍ଯ୍ୟରେ ଯୋଗ ଦେବା ଅବସରରେ ସୋମବାର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଆସି ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ଜିଲାର ବିକାଶ ପାଇଁ ଲୋକଙ୍କୁ ନେଇ...
ଘର ଆଗରେ ରଖିଥିଲେ ବାଇକ୍: ବିଳମ୍ବିତ ରାତିରେ ଘଟିଗଲା…
ଗଞ୍ଜାମ,୨୮।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ଖଟୁଆକୁଦା ଗ୍ରାମରୁ ଗତ କାଲି ବିଳମ୍ବିତ ରାତିରେ ବାଇକ ଚୋରି ହୋଇଥିବା ଜଣାପଡିଛି। ଏନେଇ ଗାଡି ମାଲିକ ଆଲୋକ ନାହାକ ରବିବାର ହୁମା ଫାଣ୍ଡିରେ...
ଦଳ ପଛେ, ମାଟି ଆଗ: ସବୁ ଦଳର ନେତାଙ୍କୁ ଏକାଠି କଲା ମିଡ଼ିଆ କ୍ଲବ
ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ମିଡ଼ିଆ କ୍ଲବ ରବିବାର ଗାୟତ୍ରୀ ମନ୍ଦିର ନିକଟରେ ମେଗା ରକ୍ତଦାନ ଶିବିର ଆୟୋଜନ କରିଥିଲା । ଶିବିରରୁ ୧୧୬ ପ୍ୟାକେଟ ରକ୍ତ ସଂଗୃହୀତ ହୋଇଥିଲା। ଭଞ୍ଜନଗର ବ୍ଲଡ ବ୍ୟାଙ୍କ କର୍ମଚାରୀ...
ବଜ୍ରପାତ ମୃତ୍ୟୁ ରୋକିବ ତାଳ ଗଛ, ଚଳିତ ବର୍ଷ ପୋତାଯାଉଛି ୭୮ ହଜାର ତାଳ ମଞ୍ଜି
ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଗତବର୍ଷ ବର୍ଷା ଋତୁରେ ମୂଜାଗଡ, ଗାଲେରି, ତାରସିଂ, ଜଗନ୍ନାଥପ୍ରସାଦ ଏବଂ କେନ୍ଦ୍ରୀୟ ବନାଞ୍ଚଳ ଅଧିନରେ ୬୮ ହଜାର ତାଳଗଛ ଲଗାଯାଇଥିଲା। ଚଳିତ ବର୍ଷ ଆଉ ୭୮ ହଜାର...
ଜ୍ଞାନ ବିଜ୍ଞାନ ମେଳାରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର
ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ଷଷ୍ଠୀ ପ୍ରସାଦ ବିଷୋୟୀ ଏବଂ ଭଗବତୀ ପ୍ରସାଦ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ମେଳାରେ...
ଜଳିଗଲା ୮ ବଖରା: ନଗଦ ଟଙ୍କା ସହ ସବୁ ଆସବାବପତ୍ର ପୋଡ଼ି ପାଉଁଶ
ଖଲ୍ଲିକୋଟ,୨୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ରବିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮ ବଖରା ଘର ନଷ୍ଟ ହେବା ସହ ଲକ୍ଷାଧିକ ଟଙ୍କା ଏବଂ ଆସବାବପତ୍ର...
MGNREGA ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କଲେ ସରପଞ୍ଚ
ଗଞ୍ଜାମ,୨୭ା୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଚାଲିଥିବା ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର(ଏମ୍ଜିଏନ୍ଆର୍ଇଜିଏସ୍) ନରେଗା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି ମହିଳା ସରପଞ୍ଚ ମମତା ବେହେରା l ମଲାଡ଼ ପଞ୍ଚାୟତ...
ଭତ୍ତା, ରାଶନ ପାଇଁ ଜଙ୍ଗଲରେ ଚାଲିବାକୁ ପଡ଼େ ୬ କି.ମି.
ପାରଳାଖେମୁଣ୍ଡି,୨୭ା୭(ଗିରିଧାରୀ ପରିଛା): ରାଜ୍ୟ, କେନ୍ଦ୍ର ସରକାର ଉପାନ୍ତ ଅଞ୍ଚଳର ବିକାଶ ଲାଗି ବହୁ ଅର୍ଥ ଖର୍ଚ୍ଚ କରି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଉପାନ୍ତ ଅଞ୍ଚଳର କେତେକ ଗ୍ରାମ ଏବେ ମଧ୍ୟ ବିକାଶଠାରୁ ଦୂରରେ ରହିଛି। ଗ୍ରାମବାସୀ ସର୍ବନିମ୍ନ...
ବିନା ଦରଖାସ୍ତରେ ଛୁଟିରେ ଥିଲେ, ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷୟିତ୍ରୀ
ଗୋପାଳପୁର,୨୬।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନସ୍ଥ ବିକ୍ରମପୁର ଗ୍ରାମଠାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କୁ ରଙ୍ଗେଈଲୁଣ୍ଡା ବିଇଓ ଚାକିରି ରୁ ନିଲମ୍ବିତ କରାଯାଇଛି ନେଇ ସୂଚନା ମିଳିଛି। ପ୍ରଧାନଶିକ୍ଷୟିତ୍ରୀ ଜଣଙ୍କ ହେଲେ ଦମୟନ୍ତୀ କହଁର ବୋଲି...
Archives


