ପୈତୃକ ଗ୍ରାମରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ
ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ନୂଆଗାଁ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୈତୃକ ଗ୍ରାମ। ତେଣୁ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କ ପୈତୃକ ବାସଭବନରେ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ବିଜୁ...