ଜୀବନରୁ ମାରିଦେବି କହି ଡିଟୋନେଟର ଖଞ୍ଜିଥିଲେ, ଶୋଇଥିବା ବେଳେ ହେଲା ବିସ୍ଫୋରଣ, ତା ପରେ…
ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ରକରି ଇ. ମୁନା ଦୋରାଙ୍କ ଘରକୁ ଡିଟୋନେଟର ସାହାଯ୍ୟରେ ବିସ୍ଫୋରଣ ଘଟାଇ ତାଙ୍କ ସପରିବାରକୁ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଗୁରୁବାର ଅଭିଯୁକ୍ତ...
ଭଞ୍ଜନଗରରେ ଏଡିପିଆର୍ଓଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ଭଞ୍ଜନଗର,୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ (ଏଡିପିଆର୍ଓ) ଗୌରୀ ଶଙ୍କର ଶତପଥୀ ଚଳିତ ମାସରେ ସରକାରୀ ଚାକିରିରୁ ଅବସର ନେବେ। ଏହାପୂର୍ବରୁ ଭଞ୍ଜନଗର ପ୍ରେସ କ୍ଲବ ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ...
‘ନିଶା ନୁହେଁ, ଜୀବନକୁ ବାଛ’, ଶୁନ ଦୁର୍ଘଟଣା ଅଭିଯାନରେ ସାମିଲ ହେଲେ …
ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଶୁନ ଦୁର୍ଘଟଣା ଦିବସ ଅଭିଯାନ ଦିବସ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅଭିଯାନରେ...
ନାରୀ ନିର୍ଯାତନାର ପ୍ରତିବାଦ କରି ଯୁବଛାତ୍ରର ବିକ୍ଷୋଭ
ଛତ୍ରପୁର,୨୫ା୬(ଦିଲ୍ଲୀପ ସାମଲ): ରାଜ୍ୟ ବା ଗଞ୍ଜାମ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଥିବା ନାରୀ ନିର୍ଯାତନା, ବଳାତ୍କାରର ଆଜି ଛତ୍ରପୁର ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଏନେଇ ଛତ୍ରପୁର ବିଜ୍ଞାନ...
ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିବ +୨, ବିଧାୟକ-ଉପଜିଲାପାଳଙ୍କ ସହଯୋଗ…
ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଦାୟିତ୍ୱ ପ୍ରଦୀପ କମାନୁ ଆଜକୁ ୬ ମାସ ତଳେ ନେଇଥିଲେ। ସେ ଦାୟିତ୍ୱ ନେବା ପରଠୁ ବିଦ୍ୟାଳୟର କିଛିନା କିଛି ଉନ୍ନତି ପାଇଁ ସର୍ବଦା ଚେଷ୍ଟା କରୁଛନ୍ତି। ଭଞ୍ଜନଗର...
କାର୍ ସହ ପିଟି ହେଲା ଆଉ ଏକ କାର୍, ରାସ୍ତା ମଝିରେ…
ଗଞ୍ଜାମ,୨୫ା୬: ଗଞ୍ଜାମ ଚମାଖଣ୍ଡି ଥାନା ଆଗରେ ବୁଧବାର ଗୋଟିଏ କାରକୁ ଆଉ ଗୋଟିଏ କାର୍ ଧକ୍କା ଦେବାରୁ ହୁତୁହୁତୁ ହୋଇ ଜଳିଗଲା। ଜଳି ଯାଇଥିବା ୨ଟି କାର୍ରୁ ୨ ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି।
ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ
ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍ସିସିଏଫ) ବିଶ୍ୱନାଥ ନିଲାନମ୍ବର୍ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ ଗସ୍ତରେ ଆସି ଦୁଇ ବନଖଣ୍ଡରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉପରେ ସମୀକ୍ଷା...
ଚୋରାଚାଲାଣ ହେଉଥିଲା କାଠ: ମାଡ଼ିବସିଲା ବନବିଭାଗ
ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନବିଭାଗ କର୍ମଚାରୀ ବୃନ୍ଦ ଜକର ପଞ୍ଚାୟତ ତେଣ୍ଟୁଆପଡା ଚୈତନ୍ୟ ପ୍ରସାଦ ଗ୍ରାମ ରାସ୍ତାରେ ଏକ କାଠ ବୋଝେଇ ଟାଟା ଏସିଇ ଡାଲା ଅଟୋକୁ ଜବତ କରିଛନ୍ତି । ବ୍ରହ୍ମପୁର ବନଖଣ୍ଡ ଦିଗପହଣ୍ଡି...
ପୋଲିସ-ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦକୁ ନେଇ ଦିଗପହଣ୍ଡିରେ ଉତ୍ତେଜନା, ବାଦ୍ ପଡ଼ିଲା ପ୍ରଭାବଶାଳୀଙ୍କ ଘର
ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଭ୍ରମରପୁର ଗ୍ରାମ ବଡ଼ଦାଣ୍ଡ ଶ୍ରୀମନ୍ଦିରରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ମୁଖ୍ୟ ରାସ୍ତାର ଉଭୟ କଡ଼ରୁ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ଗ୍ରାମର କିଛି ପ୍ରଭାବଶାଳୀ ବ୍ୟକ୍ତି...
ଗୋ’ଚାଲାଣ ଅଭିଯୋଗରେ ଲଣ୍ଡା କରି ନିର୍ଯାତନା ଦେଇଥିଲେ: ପୀଡ଼ିତଙ୍କ ପରିବାରକୁ ଭେଟି…
ଧରାକୋଟ ୨୪ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ)-ଗଞ୍ଜାମ ଜିଲା ଧରାକୋଟ ତହସିଲ ଅନ୍ତର୍ଗତ ଖାରିଗୁମା ଗ୍ରାମରେ ଗତ ରବିବାର ଅପରାହ୍ନରେ ସିଙ୍ଗିପୁର ଗ୍ରାମର ୨ ଜଣ ଦଳିତ ବ୍ୟକ୍ତି ଗୋରୁ ନେଇ ଯାଉଥିବା ବେଳେ ଖାରିଗୁମାଠାରେ ସେମାନେ ଗୋଚାଲାଣ କରୁଥିବା ଅଭିଯୋଗ କରି...
ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୬ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା କ୍ରାଇମ୍ବ୍ରାଞ୍ଚ
ଗୋପାଳପୁର, ୨୪।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଏବେ କ୍ରାଇମବ୍ରାଞ୍ଚ (ସିଏଡବ୍ଲୁ) ତଦନ୍ତ କରୁଛି। ବ୍ରହ୍ମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜ୍ରିଷ୍ଟେଟ କୋର୍ଟ (ଗ୍ରାମାଞ୍ଚଳ)ଙ୍କଠାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ରିମାଣ୍ଡ ପାଇଁ ଆବେଦନ...
୬୩ ୱାରେଣ୍ଟିଙ୍କ ଘରେ ଲାଗିଲାଣି ନୋଟିସ, କୋର୍ଟରେ ହାଜର ନ ହେଲେ ସମ୍ପତ୍ତି ବ୍ୟାଜାପ୍ତି
ଛତ୍ରପୁର,୨୪।୬(ସନ୍ତୋଷ ପାଢ଼ୀ): ମଙ୍ଗଳବାର ସୁଦ୍ଧା ୬୩ ଜଣ ପଳାତକ ୱାରେଣ୍ଟିଙ୍କ ଘରେ ଗଞ୍ଜାମ ଜିଲାର ବିଭିନ୍ନ ଥାନା ପକ୍ଷରୁ ନୋଟିସ ଲଗାଯାଇଛି। କୌଣସି ୱାରେଣ୍ଟି ନିର୍ଦ୍ଧାରିତ ଦିନ ଓ ସମୟରେ ସମ୍ପୃକ୍ତ କୋର୍ଟରେ ହାଜର ନହେଲେ କିମ୍ବା ଫେରାର ରହୁଥିବା...
Archives


