ରୋଗୀ ପରିବହନ ସେବା ବାଧାପ୍ରାପ୍ତ: ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲରେ କାର୍ଯ୍ୟରତ ଥିବା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଏକାଧିକ ଦାବିନେଇ ବୁଧବାର ଅପରାହ୍ନରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲିବ ବୋଲି...
ପୁରୁଷୋତ୍ତମପୁରରେ ସ୍ନାନପୂର୍ଣ୍ଣିମା ପାଳିତ
ପୁରୁଷୋତ୍ତମପୁର,୧୧ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜଗନ୍ନାଥଙ୍କୁ ରତ୍ନ ସିଂହାସନରୁ ପହଣ୍ଡି କରି ସ୍ନାନବେଦୀକୁ ଆଣି ମହାସ୍ନାନ କରାଇଥିଲେ। ଏହି ଅବସରରେ ଶ୍ରୀଜିଉଙ୍କ...
ଯୁବପିଢ଼ି ଫାଷ୍ଟ୍ଫୁଡ୍ ମୁହାଁ, ହଜି ଯାଉଛି ପାରମ୍ପରିକ ଖାଦ୍ୟ
ଭଞ୍ଜନଗର,୧୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଶନ ଶକ୍ତି ଭବନରେ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ମଧ୍ୟରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ...
୮ ଦିନ ହେଲା ପୁରୁଷୋତ୍ତମପୁରରେ ମୋବାଇଲ ସେବା ବନ୍ଦ, ଆନ୍ଦୋଳନକୁ ଓହ୍ଲାଇବେ ଉପଭୋକ୍ତା
ପୁରୁଷୋତ୍ତମପୁର,୧୧ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦିନକୁ ଦିନ ବିଏସ୍ଏସ୍ଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିୁଦ୍ୟତ୍ ଚାଲିଗଲେ ମୋବାଇଲ ନେଟ୍ଓ୍ବର୍କ ମଧ୍ୟ ଚାଲିଯାଉଛି। ଏ ପରିସ୍ଥିତି ଏଠାରେ ଦୀର୍ଘଦିନ ହେଲା ଲାଗି ରହିଥିବା ବେଳେ ଗତ ୪ରୁ...
ବହୁ ପ୍ରତୀକ୍ଷାର ଅନ୍ତ, ବ୍ରହ୍ମପୁର ଏମ୍ପି ପ୍ରତିନିଧି ଭାବେ ମନୋନୀତ ହେଲେ ରଞ୍ଜନ
ଗଞ୍ଜାମ,୧୧ା୬(ବିଦ୍ୟାଧର ସାହୁ): ସାଧାରଣ ନିର୍ବାଚନକୁ ପୂରିଛି ଏକ ବର୍ଷ। ନିର୍ବାଚନ ପରଠାରୁ ସ୍ଥାନୀୟ ଅଞ୍ଚଳର ବହୁ ଯୁବକ ଏମ୍ପିଙ୍କ ପ୍ରତିନିଧି ଆଶାୟୀ ଥିବା ବେଳେ ରାମଗଡ଼ ପଞ୍ଚାୟତ ପ୍ରାୟଗି ଗ୍ରାମର ରଞ୍ଜନ କୁମାର ତରାଇ ବ୍ରହ୍ମପୁର ଲୋକ ସଭା ଏମ୍ପିଙ୍କ...
ଚିକିତ୍ସା ଅଭାବରୁ ଆଖି ବୁଜିଲେ ପ୍ରସୂତି-ଶିଶୁକନ୍ୟା, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଚିକିତ୍ସା ଅଭାବରୁ ଜଣେ ପ୍ରସୂତି ଏବଂ ଜନ୍ମିତ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ...
‘ଆମ ସଂକଳ୍ପ ନିଶା ନୁହେଁ ଜୀବନ’
ଦିଗପହଣ୍ଡି,୧୦ା୬(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ଏବଂ ସିଦ୍ଧେଶ୍ୱର ଗ୍ରାମ ଗଣିଆ ନାଳ ଛକ ଠାରେ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ଆମ ସଂକଳ୍ପ ନିଶା ନୁହେଁ ଜୀବନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ସାଙ୍ଗର ଜନ୍ମଦିନ କହି ଘରକୁ ଫେରି ନ ଥିଲେ, ୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ଜେଲ ଗଲେ ଦୀପକ
ଦିଗପହଣ୍ଡି,୧୦ା୬(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଘଟଣାରେ ମଙ୍ଗଳବାର ଦୀପକ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍ଆଇ ଜ୍ୟୋତି ରଞ୍ଜନ ବେହେରା ଗିରଫ କରି ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ମାମଲା...
ବ୍ରହ୍ମପୁର-ଫୁଲବାଣୀ ମଧ୍ୟରେ ରେଳ ଲାଇନ୍ ଦାବି: ଆଜି ପ୍ରସ୍ତୁତି ବୈଠକ, ୧୩ରେ ଭଞ୍ଜନଗରରେ ଶୋଭାଯାତ୍ରା
ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)- ଦକ୍ଷିଣ ଓଡ଼ିଶା ରେଳ ଏବଂ ଉନ୍ନୟନ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବ୍ରହ୍ମପୁର ଫୁଲବାଣୀ ରେଳ ଲାଇନ ଦାବି ନେଇ ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ଏବଂ ଶୋଭାଯାତ୍ରା କରାଯାଉଛି। ଏନେଇ...
ମା’, ପୁଅଙ୍କୁ ହତ୍ୟା ଉଦ୍ୟମ ମାମଲା: ଅଭିଯୁକ୍ତଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ
ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ଝୋଲାରୀ ଗ୍ରାମର ମା’, ପୁଅ ହତ୍ୟା ଉଦ୍ୟମ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ଆସିଷ୍ଟାଣ୍ଡ ସେସନସ ଜଜ ଦେବାଶିଷ ବିଷୋୟୀ ମାମଲାର ବିଚାରଣ କରି ଅଭିଯୁକ୍ତ ରୂପ...
ପ୍ରାଣୀଙ୍କ ଆଶୁ ଚିକିତ୍ସାରେ ପ୍ରାଣୀମିତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର ପ୍ରାଣୀ ସମ୍ପଦ ବିକାଶ ବିଭାଗ କର୍ମଚାରୀ ପ୍ରଶିକ୍ଷଣ ପ୍ରତିଷ୍ଠାନ ଓ ସମ୍ପ୍ରସାରଣ ତାଲିମ କେନ୍ଦ୍ରରେ ମଙ୍ଗଳବାର ଠାରୁ ୧୭ ଦିନିଆ ପ୍ରାଣୀମିତ୍ର ତାଲିମ ଶିବିର ଉଦ୍ଘାଟିତ ହୋଇଯାଇଛି। ଗଞ୍ଜାମ ଜିଲା ପ୍ରାଣୀ ଚିକିତ୍ସା...
ଋଷିକୁଲ୍ୟା ନଦୀ ସୁରକ୍ଷା ପାଇଁ କ୍ଷେତ ମଜଦୁର କିଷାନ ସଭାର ବିକ୍ଷୋଭ
ଭଞ୍ଜନଗର,୯ା୬(ବାବୁଲା ପ୍ରଧାନ): ଅଲ ଇଣ୍ଡିଆ କ୍ଷେତ ମଜଦୁର କିଷାନ ସଭା ଗଞ୍ଜାମ ଜିଲା ପକ୍ଷରୁ ସୋମବାର ଋଷିକୁଲ୍ୟା ନଦୀ ସୁରକ୍ଷା ପାଇଁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆବାହକ ନିରାକାର ନାୟକଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟ...
Archives


