ଗଞ୍ଜାମ

ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ

ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା ଚୋରି ଘଟଣାରେ ଗଞ୍ଜାମ ପୋଲିସକୁ ବଡ ସଫଳତା ମିଳିଛି। ନିଜେ ଗଞ୍ଜାମ ଏସପି...

କୋର୍ଟରେ ହାଜର ହେଲେ ଏମ୍‌ପି ପ୍ରଦୀପ, ପାଠକ ବାପପୁଅ

ବ୍ରହ୍ମପୁର, ୧୪ା୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ଏକାଧିକ ଯୁବକଙ୍କଠାରୁ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବହିଷ୍କୃତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ...

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…

ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇବେ। କାର୍ଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠିନଂ ୨୨୧ ରେ ମ୍ୟୁନିସିପାଲିଟି...

ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଦାୟିତ୍ୱ ନେବେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ଅଧ୍ୟକ୍ଷାଙ୍କ…

ପୁରୁଷୋତ୍ତମପୁର,୧୩ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଦାୟିତ୍ୱ ନେବେ ବୋଲି ଜଣାପଡ଼ିଛି। ଏଥିନେଇ ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠି ନଂ ୨୨୧ରେ ମ୍ୟୁନିସିପାଲିଟି ଆଇନର ଧାରା ୮୯ (ଏ)ପ୍ରକାରେ...

ପୋଲିସଙ୍କ ପାଇଁ ଆସିଲା ଖୁସିଖବର: ଏଣିକି ୭ ବର୍ଷ ପରେ…

ଭୁବନେଶ୍ୱର,୧୩।୧୧: ଆସିଲା ଏସ୍‌ଆଇଙ୍କ ପାଇଁ ଖୁସି ଖବର। ଏଣିକି ୭ ବର୍ଷ ପରେ ଜଣେ ଏସଆଇ ହୋଇପାରିବେ ଇନ୍ସପେକ୍ଟର। ପଦୋନ୍ନତିକୁ ୧୦ ବର୍ଷ ସ୍ଥାନରେ ୭ ବର୍ଷକୁ  ରାଜ୍ୟ ସରକାର କମାଇ  ଦେଇଛନ୍ତି। ପୂର୍ବରୁ ୧୦ ବର୍ଷ ପରେ ଜଣେ...

ଚାଷଜମିରେ ବଡ଼ଭାଇଙ୍କ ଜୀବନ ନେଇଗଲେ ସାନଭାଇ, ପଛେ ପଛେ ଭାଉଜ ବି…

ଆସିକା,୧୩।୧୧: ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ ପାତ୍ର(୫୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ରାଜୁ ତାଙ୍କ ପତ୍ନୀଙ୍କ ସହ ଚାଷଜମିରେ...

ରାଧାକୃଷ୍ଣ ମନ୍ଦିର ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌

ହିଞ୍ଜିଳିକାଟୁ, ୧୩/୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲାରେ ବିଭିନ୍ନ ମନ୍ଦିର ହୁଣ୍ଡି ଓ ସମ୍ପତ୍ତି ଉପରେ ଲୁଟେରାଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମଙ୍ଗଳବାର ରାତିରେ ହିଞ୍ଜିଳିକାଟୁ ଘୋଡାହାଡ ନଦୀ ନିକଟ ପରିବା ପାଲି ବଜାରରେ ଅବସ୍ଥିତ ରାଧାକୃଷ୍ଣ ମନ୍ଦିର ଦାନ ହୁଣ୍ଡିକୁ...

ଏମ୍‌କେସିଜିରେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବ୍ରହ୍ମପୁର,୧୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜି ମେଡିକାଲରେ ପଜେଟିଭ ବଦଳରେ ନେଗେଟିଭ ଗ୍ରୁପର ରକ୍ତ ଦିଆଯିବା ସହ ଠିକ ସମୟରେ ଚିକିତ୍ସା କରା ନଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି।...

ଲଗେଜ ବ୍ୟାଗରେ ଯାଉଥିଲା ଗୋମାଂସ ପରେ…

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନିର୍ମଳଝର ନିକଟରେ ମଙ୍ଗଳବାର ମଦ ଚୋରାଚାଲାଣ ରୋକିବାକୁ ଅବକାରୀ ବିଭାଗ ପକ୍ଷରୁ ଗାଡ଼ିମୋଟର ଯାଞ୍ଚ ଚାଲିଥିଲା। ଏହି ସମୟରେ ଜଣେ ବ୍ୟକ୍ତି ସ୍କୁଟିରେ ଦୁଇଟି ଲଗେଜ ବ୍ୟାଗ ଧରି...

ଦିଗପହଣ୍ଡିକୁ ପୁଣି ଲେଉଟିଲା ମହାବଳ, ଗାଁ ନିକଟରେ ବାଘ ପାଦ ଚିହ୍ନ ଠାବ, ଭୟରେ ଲୋକେ

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ଜକର ପଞ୍ଚାୟତ ଚୈତନ୍ୟ ପ୍ରସାଦ ଗ୍ରାମ ସଂଲଗ୍ନ ରତନେଇ ଜଙ୍ଗଲରେ ସୋମବାର ବନବିଭାଗ ମହାବଳ ବାଘର ପାଦ ଚିହ୍ନ ଚିହ୍ନଟ ହୋଇଛି। ଖବର ପାଇ ବ୍ରହ୍ମପୁର ସହକାରୀ...

ମହିଳାଙ୍କୁ ବଳାତ୍କାର ପରେ ଆପତ୍ତିଜନକ ଫଟୋ ଭାଇରାଲ କରି ଗଲେ ଜେଲ      

ଦିଗପହଣ୍ଡି,୧୧ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର ପରେ ବ୍ଲାକମେଲ୍‌ କରି ବିଭିନ୍ନ ପର୍ଯ୍ୟାୟରେ ୧ ଲକ୍ଷ ୪୦ ହଜାର ଟଙ୍କା ଠକି ନେବା ଓ ତାଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଅଭିଯୁକ୍ତଙ୍କୁ...

ସରପଞ୍ଚଙ୍କୁ ମାଡ଼ ମାରି ସର୍ଟ ଚିରିବା ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି

ବୁଗୁଡ଼ା:୧୧।୧୧(କାଳିଚରଣଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ମୋଟାବାଡି ପଞ୍ଚାୟତର ସରପଞ୍ଚ ତଥା ସରପଞ୍ଚ ସଂଘର କୋଷାଧକ୍ଷ ପିଣ୍ଟୁ କୁମାର ସେଠୀଙ୍କୁ ରବିବାର ଦୀପକ ରାଉତ ନାମକ ଜନୈକ ଯୁବକ ଦ୍ବାରା ମରଣାନ୍ତକ ଆକ୍ରମଣ ହୋଇଥିଲେ। ସରପଞ୍ଚ ପିଣ୍ଟୁ ବୁଗୁଡା ମେଡିକାଲରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri