ଗଞ୍ଜାମ

ଉଦ୍ଧାରହେଲେ ଷଷ୍ଠଶ୍ରେଣୀ ଛାତ୍ରୀ: ଉଠାଇ ନେଇଥିବା ଦୀପକ ଏବେ ପୋଲିସ ହାତରେ …

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ଦୀପକ କୁମାର ନାୟକ ନାମକ ଜଣେ ଯୁବକ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଛାତ୍ରୀଙ୍କ ମା’ ଦିଗପହଣ୍ଡି ଥାନାରେ...

ଅଭିଯୋଗ ଶୁଣିବାକୁ ପହଞ୍ଚିଲା ପ୍ରଶାସନ , ଦୁଃଖ ଜଣାଇଲେ…

ଦିଗପହଣ୍ଡି,୯ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ବିଡିଓ ଅନାମିକା ପାଣ୍ଡେଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସିଡିଓ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମଧୁମିତା, ଅତିରିକ୍ତ ଜିଲାପାଳ...

ସାଙ୍ଗଙ୍କ ଜନ୍ମଦିନ ପାଇଁ ତାଙ୍କ ଘରକୁ ଯାଇଥିଲେ ୬ଷ୍ଠ ଶ୍ରେଣୀରେ ପଢ଼ୁଥିବା ଝିଅ, ହେଲେ ଉଠାଇନେଲେ…

ଦିଗପହଣ୍ଡି,୯ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅଞ୍ଚଳର ଜଣେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ଜଣେ ଯୁବକ ଅପହରଣ କରି କେଉଁଆଡ଼େ ନେଇ ଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଛାତ୍ରୀଙ୍କ ମା’ ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି...

କମ୍ୟୁନିଷ୍ଟ ପାର୍ଟି (ସିପିଆଇ)ଜୋନ୍‌ସ୍ତରୀୟ ବୈଠକ: ସଦସ୍ୟ ସଂଖ୍ୟା ବୃଦ୍ଧି କରାଇ ପାର୍ଟିକୁ ମଜବୁତ କରି ବିରୋଧୀ ଦଳକୁ …

ପୁରୁଷୋତ୍ତମପୁର,୯ା୬(ସୀମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିସରରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିିପିଆଇ) ପକ୍ଷରୁ ଜୋନସ୍ତରୀୟ କମିଟି ବୈଠକ ସୋମବାର ବ୍ଲକ୍‌ ସମ୍ପାଦକ ସତ୍ୟନାରାୟଣ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଏନ୍‌.ନାରାୟଣ ରେଡ଼ି...

୧୦ ଜଣ ମହିଳାଙ୍କୁ ଭୟ ଦେଖାଇ ଅନୈତିକ  ସମ୍ପର୍କ ରଖୁଥିଲେ ୬୦ ବର୍ଷର ବୃଦ୍ଧ, ସମସ୍ତେ ମିଶିଯାଇ ସିଧା  ଜାଳିଦେଲେ, ପରେ…  

ମୋହନା,୯।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କୁଇହୁରୁ ଗାଁରେ ୬୦ ବର୍ଷର ବୃଦ୍ଧ କାମ୍ବି ମଳିକଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ୧୦ ଜଣଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେମାନଙ୍କ ମଧ୍ୟରୁ ୮ ଜଣ ମହିଳାଥିବା ବେଳେ ଦୁଇଜଣ...

‘ନନ୍ଦିନୀ ଦେବୀ ଥିଲେ ଜଣେ ସାଲିସବିହୀନ ବ୍ୟକ୍ତିତ୍ୱ’

ଭଞ୍ଜନଗର,୯।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରେ ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୪ ତମ ଜୟନ୍ତୀ ପାଳିତ ହୋଇଯାଇଛି। ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସଂସଦର ସଭାପତି କୃତିବାସ ବିଶ୍ବାଳ ଅଧ୍ୟକ୍ଷତା...

ଠାକୁରାଣୀ ଯାତ୍ରାରେ ଅଲୌକିକ ଘଟଣା: ଲୋକେ ହେଲେ ଭାବବିହ୍ବଳ

ପୁରୁଷୋତ୍ତମପୁର,୯।୬(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲା ପରୁଷୋତ୍ତମପୁର ଠାକୁରାଣୀଯାତ୍ରାରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ଏହା ଉପସ୍ଥିତ ହଜାର ହଜାର ଲୋକଙ୍କୁ ଚକିତ କରିଥିଲା। ଏହାକୁ ନେଇ କିଛି ସମୟପାଇଁ ଏକ ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲା। ରାତ୍ରରେ...

ସରିଲା ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ହଜାର ହଜାର ଭକ୍ତଙ୍କ ଗହଣରେ ନିଜସ୍ବ ମନ୍ଦିରରେ ପହଞ୍ଚିଲେ…

ପୁରୁଷୋତ୍ତମପୁର,୯ା୬(ସୀମାଞ୍ଚଳ ମିଶ୍ର): ଶେଷ ହୋଇଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚ ଠାକୁରାଣୀ ଯାତ୍ରା। ରବିବାର ବିଳମ୍ବିତ ରାତ୍ରରେ ଭାବ ବିହ୍ବଳହୋଇ ମା’ଙ୍କୁ ବିଦାୟ ଦେଇ ପୁଣି ଦୁଇବର୍ଷ ପରେ ମା’ଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ସହରବାସୀ। ବାଦ୍ୟବାଜଣା...

ଦୁର୍ଗମ ଜଙ୍ଗଲରେ ଚାଲିଥିଲା ମଦ କାରଖାନା: ଭାଙ୍ଗିଲା ଅବକାରୀ ବିଭାଗ

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ରବିବାର ଅବକାରୀ ଟିମ୍‌ ଚଢାଉ କରି ବେଆଇନ ଭାବେ ଭାବେ ଚାଲିଥିବା ଏକ ମଦ କାରଖାନାକୁ ଭାଙ୍ଗି...

ମା-ବାପାଙ୍କ ଗଣ୍ଡଗୋଳ ଦେଖି ଜୀବନ ହାରିଲେ କଲେଜ ଛାତ୍ରୀ

ଧରାକୋଟ,୮।୬: ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଧରାକୋଟ ମଝି ସାହିରେ ନିଜ ଘରେ ଜଣେ କଲେଜ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ମୃତ ଛାତ୍ରୀ ଜଣକ ହେଲେ ସ୍ବେତା ସ୍ବାଇଁ ଓରଫ ଲିଜା(୧୯ ) l ସେ ଆସିକା...

ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବ ଘାଟିଶୁଳା, ଚକରା ଘାଟି

ଭଞ୍ଜନଗର,୮ା୬(ବାବୁଲା ପ୍ରଧାନ): ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଘୁମୁସର ଇତିହାସର ମୂକସାକ୍ଷୀ ଚକରା ଘାଟି ଏବଂ ଘାଟିଶୁଳାର ବିକାଶ ପାଇଁ ପଦକ୍ଷେପ ନେଇଛନ୍ତି। ଆଗକୁ ରଣଘଣ୍ଟାର ମଧ୍ୟ ବିକାଶ ହେବ। ତେଣୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିମନ୍ତ୍ରଣ...

ଆଜି ସରୁଛି ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ନାଚଗୀତରେ ଦୁଲୁକୁଛି ସହର

ପୁରୁଷୋତ୍ତମପୁର,୮ା୬(ସୀମାଞ୍ଚଳ ମିଶ୍ର): ଆଜି ଅର୍ଥାତ୍‌ ରବିବାର ଶେଷ ହେଉଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର କିମ୍ବଦନ୍ତୀ ପୂର୍ଣ୍ଣ ଐତିହାସିକ ଠାକୁରାଣୀ ଯାତ୍ରା। ଏହି ଅବସରରେ ରବିବାର ଛୁଟିଦିନ ଥିବାରୁ ସମଗ୍ର ସହର ଲୋକାରଣ୍ୟ ହୋଇ ପଡ଼ିଥିବା ବେଳେ ନାଚଗିତରେ ସହର ପ୍ରକମ୍ପିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri