ସରିଲା ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ହଜାର ହଜାର ଭକ୍ତଙ୍କ ଗହଣରେ ନିଜସ୍ବ ମନ୍ଦିରରେ ପହଞ୍ଚିଲେ…
ପୁରୁଷୋତ୍ତମପୁର,୯ା୬(ସୀମାଞ୍ଚଳ ମିଶ୍ର): ଶେଷ ହୋଇଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚ ଠାକୁରାଣୀ ଯାତ୍ରା। ରବିବାର ବିଳମ୍ବିତ ରାତ୍ରରେ ଭାବ ବିହ୍ବଳହୋଇ ମା’ଙ୍କୁ ବିଦାୟ ଦେଇ ପୁଣି ଦୁଇବର୍ଷ ପରେ ମା’ଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ସହରବାସୀ। ବାଦ୍ୟବାଜଣା...
ଦୁର୍ଗମ ଜଙ୍ଗଲରେ ଚାଲିଥିଲା ମଦ କାରଖାନା: ଭାଙ୍ଗିଲା ଅବକାରୀ ବିଭାଗ
ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ରବିବାର ଅବକାରୀ ଟିମ୍ ଚଢାଉ କରି ବେଆଇନ ଭାବେ ଭାବେ ଚାଲିଥିବା ଏକ ମଦ କାରଖାନାକୁ ଭାଙ୍ଗି...
ମା-ବାପାଙ୍କ ଗଣ୍ଡଗୋଳ ଦେଖି ଜୀବନ ହାରିଲେ କଲେଜ ଛାତ୍ରୀ
ଧରାକୋଟ,୮।୬: ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଧରାକୋଟ ମଝି ସାହିରେ ନିଜ ଘରେ ଜଣେ କଲେଜ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ମୃତ ଛାତ୍ରୀ ଜଣକ ହେଲେ ସ୍ବେତା ସ୍ବାଇଁ ଓରଫ ଲିଜା(୧୯ ) l ସେ ଆସିକା...
ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବ ଘାଟିଶୁଳା, ଚକରା ଘାଟି
ଭଞ୍ଜନଗର,୮ା୬(ବାବୁଲା ପ୍ରଧାନ): ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଘୁମୁସର ଇତିହାସର ମୂକସାକ୍ଷୀ ଚକରା ଘାଟି ଏବଂ ଘାଟିଶୁଳାର ବିକାଶ ପାଇଁ ପଦକ୍ଷେପ ନେଇଛନ୍ତି। ଆଗକୁ ରଣଘଣ୍ଟାର ମଧ୍ୟ ବିକାଶ ହେବ। ତେଣୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିମନ୍ତ୍ରଣ...
ଆଜି ସରୁଛି ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ନାଚଗୀତରେ ଦୁଲୁକୁଛି ସହର
ପୁରୁଷୋତ୍ତମପୁର,୮ା୬(ସୀମାଞ୍ଚଳ ମିଶ୍ର): ଆଜି ଅର୍ଥାତ୍ ରବିବାର ଶେଷ ହେଉଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର କିମ୍ବଦନ୍ତୀ ପୂର୍ଣ୍ଣ ଐତିହାସିକ ଠାକୁରାଣୀ ଯାତ୍ରା। ଏହି ଅବସରରେ ରବିବାର ଛୁଟିଦିନ ଥିବାରୁ ସମଗ୍ର ସହର ଲୋକାରଣ୍ୟ ହୋଇ ପଡ଼ିଥିବା ବେଳେ ନାଚଗିତରେ ସହର ପ୍ରକମ୍ପିତ...
ଭଞ୍ଜନଗର ମେଡିକାଲକୁ ମିଳିବ ଜିଲା ମାନ୍ୟତା: ସ୍ବାସ୍ଥ୍ୟମନ୍ତ୍ରୀ
ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଶନିବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡ଼ିକାଲ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ମେଡ଼ିକାଲର ବିଭିନ୍ନ ୱାର୍ଡ ବୁଲି ଦେଖିବା ସହ ରୋଗୀମାନଙ୍କୁ...
କାଲି ନିଜ ମନ୍ଦିରକୁ ବାହୁଡ଼ିବେ ମା’ ପଞ୍ଚ ଠାକୁରାଣୀ
ପୁରୁଷୋତ୍ତମପୁର,୭ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ପଞ୍ଚ ଠାକୁରାଣୀଙ୍କ ଯାତ୍ରା ରବିବାର ଶେଷ ହେବ। ଲୋକେ ମା’ ପଞ୍ଚଠାକୁରାଣୀ କନକା, କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦରୀଙ୍କୁ ବଡ଼ବଜାରସ୍ଥିତ ଅସ୍ଥାୟୀ ମନ୍ଦିରରେ ଶ୍ରଦ୍ଧାଳୁ ଦର୍ଶନ କରିବା ସହ ଯାତ୍ରାପଡ଼ିଆରେ...
ନାବାଳିକାଙ୍କୁ ଘରୁ ଉଠାଇନେଲେ ସନିଆ, ଏବେ ଝିଅଙ୍କ ବାପା…
ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗାଁର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ସନିଆ ନାୟକ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ଏନେଇ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି...
ଯୁବକଙ୍କୁ ସ୍କୁଲ ନିକଟରେ ଅଟକାଇ ଲୁହାଛଡ଼ରେ ପିଟିଲେ
ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗାଁର ସୁଶାନ୍ତ ବିଷୋୟୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାରୁ ସୁଶାନ୍ତଙ୍କୁ ତାଙ୍କ ପଡ଼ୋଶୀ ବାହାନ ସ୍ବାଇଁ ଏବଂ ତୋଫାନ ସ୍ବାଇଁ ଦୁଇଭାଇ ଶୁକ୍ରବାର ସନ୍ଧ୍ୟାରେ...
ପିଠା ମହକରେ ବାସିଲା ବ୍ଲକ: ପ୍ରଥମ ବିଜେତାଙ୍କୁ ମିଳିଲା…
ଗଞ୍ଜାମ,୭।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁଭଦ୍ରା ଶକ୍ତି ପକ୍ଷରୁ ପାରମ୍ପରିକ ପିଠା ପ୍ରତିଯୋଗିତା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନ, ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ସିଡିପିଓ ଶଲିଳା ପ୍ରଧାନ, ସହକାରୀ ଯନ୍ତ୍ରୀ...
୨ ନାବାଳିକାଙ୍କୁ ଘରୁ ଡାକି ନେଇ କରିଥିଲେ ଗଣବଳାତ୍କାର: ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ବ୍ରହ୍ମପୁର,୭ା୬(ସୁବାସ ପାଢ଼ୀ): ଜନୈକା ୧୪ବର୍ଷର ନାବାଳିକାଙ୍କ ସହ ବନ୍ଧୁତା କରି ତାଙ୍କୁ ଘରୁ ଡାକି ନେଇ ଏକ ନିର୍ଜନ ସ୍ଥାନରେ ବଳାତ୍କାର ପରେ ଅଭିଯୁକ୍ତ ଜଣଙ୍କ ତାଙ୍କର ଅନ୍ୟ ତିନି ସାଙ୍ଗକୁ ଡାକି ଉକ୍ତ ନାବାଳିକାଙ୍କୁ ଜଣଙ୍କ ପରେ ଜଣେ...
ଭଡ଼ା ଘରେ ଚାଲିଛି ଅଙ୍ଗନୱାଡ଼ି କେନ୍ଦ୍ର: ଟଙ୍କା ଫେରାଇବାକୁ ଏନଏସିକୁ ଚିଠି ଲେଖିଲା ବ୍ଲକ
ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଉପଖଣ୍ଡର ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ଉପରେ ସମୀକ୍ଷା ହୋଇଛି। ବୈଠକରେ ଉପଖଣ୍ଡର ବିଭିନ୍ନ ଅଞ୍ଚଳର ବିଡ଼ିଓ ଏବଂ ସିଡ଼ିପିଓମାନେ ଯୋଗ ଦେଇଥିଲେ। ଯେଉଁଠି ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ...
Archives


