ଗଞ୍ଜାମ

ହିଞ୍ଜିଳିକାଟୁରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ହିଞ୍ଜିଳିକାଟୁ,୮ା୭(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍‌ ଭିନିଲ୍‌ କ୍ରିଷ୍ଣା ହିଞ୍ଜିଳିକାଟୁରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ଓ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ବୁଲି ସମୀକ୍ଷା କରିଛନ୍ତି। ଶନିବାର ହିଞ୍ଜିଳିରେ ପହଞ୍ଚି...

ପାଟପୁର ପୋଲିସ ବିରୋଧରେ ଏସ୍‌ପିଙ୍କୁ ଫେରାଦ

ଛତ୍ରପୁର,୮ା୭(ସନ୍ତୋଷ ପାଢ଼ୀ): ପାଟପୁର ଥାନା ପୋଲିସର ମନମୁଖୀ କାର୍ଯ୍ୟ ବିରୋଧରେ ଗଞ୍ଜାମ ଏସ୍‌ପିଙ୍କ ନିକଟରେ ଯୁବକମାନେ ଫେରାଦ ହୋଇଛନ୍ତି । ପାଟପୁର ଥାନା ପୋଲିସ କିଛି କାରଣ ନ ଥାଇ ନିର୍ଯାତନା ଦେଉଥିବା ପି. ରାମଚନ୍ଦ୍ରପୁରର ଯୁବକମାନେ ଅଭିଯୋଗ ଆଣିଛନ୍ତି।...

ପରିବା ଦରକୁ ନେଇ ଚିନ୍ତାରେ ଖାଉଟି

ବୁଗୁଡ଼ା,୮ା୭(କାଳୀଚରଣ): ସରକାର ଜନସାଧାରଣଙ୍କ ହିତ ସାଧନ ଲକ୍ଷ୍ୟରେ ଯୋଜନାମାନ କରିଚାଲିଛନ୍ତି। ତେବେ କୃଷି ଓ କୃଷକଙ୍କୁ ଅଗ୍ରାଧିକାର ଭିତ୍ତିରେ ସୁବିଧା ଯୋଗାଉଥିବାର ଡିଣ୍ଡିମ ପିଟୁଥିବା ବେଳେ କୃଷିଜାତ ଦ୍ରବ୍ୟ ଅଭାବି ବିକ୍ରି ସମୟରେ କିଭଳି ଗଚ୍ଛିତ ରହିବ ଏବଂ ନିଅଣ୍ଟିଆ...

ଶ୍ରାବଣରେ ବୈଶାଖୀ ଖରା, ଧାନ ବୁଣି ଚିନ୍ତାରେ ଚାଷୀ

ବୁଗୁଡ଼ା,୮ା୭(କାଳୀଚରଣ ଦାଶ): ଅକ୍ଷୟ ତୃତୀୟାରୁ ଧାନ ବୁଣି ଚାଷୀ ତଳି ପକା ଆରମ୍ଭ କରିଥିବା ବେଳେ ଏ ମଧ୍ୟରେ ତିନି ମାସ ବିତି ଯାଇଥିଲେ ସୁଦ୍ଧା ବର୍ଷାର ଦେଖା ମିଳୁ ନ ଥିବା ଯୋଗୁ ବୁଗୁଡ଼ା ଅଞ୍ଚଳରେ ଚାଷ କାର୍ଯ୍ୟ...

ସହର ରାସ୍ତାରେ ନର୍ଦ୍ଦମା ପାଣି

ବ୍ରହ୍ମପୁର,୮ା୭ (ସ୍ମୃତି ରଞ୍ଜନ ମହାଲିକ): ପ୍ରାୟ ୩ ଘଣ୍ଟାର ବର୍ଷା ପରେ ବ୍ରହ୍ମପୁର ସହରବାସୀ ଗରମ ଓ ଗୁଳୁଗୁଳିରୁ କେତେକାଂଶରେ ଆଶ୍ୱସ୍ତି ଲାଭ କରିଛନ୍ତି। ଅନ୍ୟପଟେ ଏହି ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ଡ୍ରେନ ପାଣି ସହ...

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଭାଜପା ନେତା

ଗଞ୍ଜାମ,୭।୭(ବିଦ୍ୟାଧର ସାହୁ ): ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଛତ୍ରପୁର ନିର୍ବାଚନମଣ୍ଡଳୀ ଭାଜପା ନେତା ଓ କର୍ମୀ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ଏହି ଅବସରରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପାଦୁକାଇ ମନ୍ଦିର ପ୍ରାଙ୍ଗଣରେ ଭାଜପା ପକ୍ଷରୁ ଗରିବ କଲ୍ୟାଣ...

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ବୁଲାଇଲେ କଳାକନା

ବ୍ରହ୍ମପୁର,୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ସହରରେ ଲୁଟିଆ ଗ୍ୟାଙ୍ଗ ସକ୍ରିୟ ରହିଛନ୍ତି। ଗୋଷାଣିନୂଆଗାଁ ଥାନା ଅଧୀନ ମୟୂରୀବିହାରରେ ରହୁଥିବା ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ଲୁଟେରା କଳାକାନା ବୁଲାଇଛନ୍ତି। ଏ ନେଇ ଗୃହକର୍ତ୍ତା ଅନିଲ କୁମାର ପାଣିଗ୍ରାହୀ ଥାନାରେ ଅଭିଯୋଗ...

ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ନେଲେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା

ଛତ୍ରପୁର,୭।୭(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ନୂତନ ଦାୟିତ୍ୱ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି।...

ଯାଞ୍ଚ ହେବ ମାଷ୍ଟରମାଇଣ୍ଡ ଶିକ୍ଷକଙ୍କ ଶିକ୍ଷା ପ୍ରମାଣପତ୍ର

ବ୍ରହ୍ମପୁର,୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି କରିଥିବା ବହୁ ଶିକ୍ଷୟିତ୍ରୀ, ଶିକ୍ଷକ ପୂର୍ବରୁ ଧରାପଡ଼ିଛନ୍ତି। ଗତ ପ୍ରାୟ ଦେଢ଼ ମାସ ତଳେ ବ୍ରହ୍ମପୁର ପୋଲିସ ଗଞ୍ଜାମ ଜିଲାରେ ଅପରେଟ୍‌ କରୁଥିବା ଏକ ନକଲି ଜାଲ୍‌...

ଜୋର ଧରିଲା ବିବାଦ: ଚଳଚ୍ଚିତ୍ର ପ୍ରଯୋଜକ, ନିର୍ଦ୍ଦେଶକଙ୍କ ନାଁରେ ଥାନାରେ ଏତଲା

ଛତ୍ରପୁର,୬ା୭(ସନ୍ତୋଷ ପାଢ଼ୀ ): ଓଡ଼ିଆ ଚଳଚ୍ଚିତ୍ର ‘ପ୍ରିୟେ ତୁ ମୋ ସିଏ’ରେ ହରିଜନ ଶବ୍ଦ ପ୍ରୟୋଗ କରି ଜାତିଆଣ ଆକ୍ଷେପକୁ ଭାରତ ମୁକ୍ତି ମୋର୍ଚ୍ଚା ବିରୋଧ କରିଛି। ଗୁରୁବାର ଚଳଚ୍ଚିତ୍ର ପ୍ରଯୋଜକ, ନିର୍ଦ୍ଦେଶକ ଓ ଅଭିନେତ୍ରୀଙ୍କ ନାଁରେ ଭାରତ ମୁକ୍ତି...

ଚଳଚ୍ଚିତ୍ର ପ୍ରଯୋଜକ, ନିର୍ଦ୍ଦେଶକଙ୍କ ନାଁରେ ଥାନାରେ ମାମଲା

ଛତ୍ରପୁର,୬ା୭(ସନ୍ତୋଷ ପାଢ଼ୀ): ଓଡ଼ିଆ ଚଳଚ୍ଚିତ୍ର ‘ପ୍ରିୟେ ତୁ ମୋ ସିଏ’ରେ ହରିଜନ ଶବ୍ଦ ପ୍ରୟୋଗ କରି ଜାତିଆଣ ଆକ୍ଷେପକୁ ଭାରତ ମୁକ୍ତି ମୋର୍ଚ୍ଚା ନାପସନ୍ଦ କରିବା ସହ ବିରୋଧ ହୋଇଛି। ଗୁରୁବାର ସିନେମାର ପ୍ରଯୋଜକ, ନିର୍ଦ୍ଦେଶକ ଓ ଅଭିନେତ୍ରୀଙ୍କ ନାଁରେ...

ଗଞ୍ଜାମରେ ପୋଡ଼ିଲାଣି ତଳି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୬ା୭(ସନ୍ତୋଷ ପାଢ଼ୀ): ଚଳିତବର୍ଷ ବର୍ଷା ଅଭାବରୁ ଗଞ୍ଜାମ ଜିଲାର ଅଧିକାଂଶ ବ୍ଲକରେ ଧାନଫସଲର ଗଜା ମରୁଡ଼ି ଓ ତଳିପୋଡ଼ି ଗଲାଣି। କେତେକ ବ୍ଲକ୍‌ରେ ଧାନରୁଆ ହୋଇଥିବା ଜମି ମଧ୍ୟ ଫାଟି ଗଲାଣି। ଏପରି ପରିସ୍ଥିତିରେ ଧାନତଳିକୁ କିପରି ବଞ୍ଚାଇବେ। ସେଥିପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri