ଗଞ୍ଜାମ

ଜାଗା ବିବାଦକୁ ନେଇ ଆକ୍ରମଣ, ଜଣେ ଆହତ

ଗଞ୍ଜାମ,୬ା୭(ବିଦ୍ୟାଧର ସାହୁ): ରମ୍ଭା ଥାନା ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ଗ୍ରାମରେ ଜାଗା ବିବାଦକୁ ନେଇ ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଉକ୍ତ ଗ୍ରାମର ଜେ. ଡମ୍ବରୁ ରେଡ୍ଡି ଆହତ ହୋଇଥିବା ବେଳେ...

ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ୨ ସନ୍ତାନର ବାପା

ଆସିକା,୫ା୭(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ବୁଧବାର ଅଭିଯୁକ୍ତ ଗୌର ଚନ୍ଦ୍ର ବେହେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ବିବାହିତ ଓ ତାଙ୍କର...

ଅଟୋକୁ ଧକ୍କା ଦେଲା ଓଏସ୍‌ଆର୍‌ଟିସି ବସ : ୩ ଗୁରୁତର

ପୁରୁଷୋତ୍ତମପୁର,୪।୭(ସିମାଞ୍ଚଳ ମିଶ୍ର): ରାସ୍ତାରେ ଯିବା ଆସିବା ପାଇଁ ଲୋକେ ଭୟ କରୁଛନ୍ତି। କାରଣ ବାରମ୍ବାର ଦୁର୍ଘଟଣା ଘଟି ଲୋକଙ୍କ ପ୍ରାଣ ହାନୀ ଘଟୁଛି। ମଙ୍ଗଳବାର ହିଞ୍ଜିଳିକାଟୁରୁ ଓଏସ୍‌ଆରଟିସି ବସ ( ଓଡି୧୩ଓ୧୮୨୨)ପୁରୀ ଯାଉଥିବା ବେଳେ ଧୋବାଡ଼ି ପାଟପୁର ନିକଟରେ ଏକ...

ଧରିତ୍ରୀ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ବକୃତା ପ୍ରତିଯୋଗିତା

ଛତ୍ରପୁର,୪।୭(ସନ୍ତୋଷ ପାଢ଼ୀ ): ଧରିତ୍ରୀ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଖଲିକୋଟ ଏକକ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା ମଙ୍ଗଳବାର ଆୟୋଜନ କରାଯାଇଥିଲା। ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢୀ ବିଷୟ...

ବଳାତ୍କାର ମାମଲା, ଫେରାର ଅଭିଯୁକ୍ତଙ୍କ ଘରେ ନୋଟିସ

ଗୋପାଳପୁର,୪ା୭(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ ନାବାଳିକା ଅପହରଣ ଓ ବଳାତ୍କାର ମାମଲାରେ କୋର୍ଟରୁ ଅଭିଯୁକ୍ତ ଜାମିନରେ ଆସି ଫେରାର ଥିବା ଗୋବିନ୍ଦନଗର ଗ୍ରାମରେ ଦେଉଳ ସାହିର ଦେବରାଜ ସାହୁଙ୍କ ଘର ଅଗରେ ଗୋଳନ୍ଥରା ପୋଲିସ ସୋମବାର ନୋଟିସ...

୨ ଫେରାର ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବ୍ରହ୍ମପୁର,୩।୭(ସୁବାସ ଚନ୍ଦ୍ର ପାଢ଼ୀ): ବଡବଜାର ପୋଲିସ ଶ୍ରୀକ୍ଷେତ୍ରବିହାରରେ ଡକାୟତି ଯୋଜନା ଘଟଣାର ଫେରାର ଥିବା ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଗଣପତି ନଗରର ଲାଲା ମହାନ୍ତି(୨୫) ଏବଂ ବାଲାଜି ବେହେରା (୩୦)। ଏନେଇ ପୋଲିସ ଏକ...

ଦୀର୍ଘବର୍ଷ ପରେ ପୂରଣ ହେଲା ଦାବି, ନିଯୁକ୍ତ ହେଲେ ସ୍ଥାୟୀ ଡାକ୍ତର

ଗଞ୍ଜାମ,୩ା୭(ବିଦ୍ୟାଧର ସାହୁ): ଦୀର୍ଘବର୍ଷ ପରେ ହୁମା ସ୍ବାସ୍ଥ୍ୟକେନ୍ଦ୍ରରେ ନୂତନ ଡାକ୍ତର ଡାକ୍ତର ଶାଶ୍ୱତ ପଣ୍ଡା ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଯାହା ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ଏନେଇ ହୁମା ସମିତି ମେମ୍ବର ଧ୍ରୁବ...

୩ ଛୁଆଙ୍କୁ ଧରି କୂଅକୁ ଡେଇଁଲେ ମା’, ଦୁଇ ମୃତ, ଦୁଇ ଗୁରୁତର

ବ୍ରହ୍ମପୁର,୩ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅନ୍ତର୍ଗତ କରଡ଼ାକଣା ପଞ୍ଚାୟତ ଲାଉଗୁଡ଼ା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ଘରୋଇ ଅଶାନ୍ତିକୁ କେନ୍ଦ୍ରକରି ଜଣେ ମହିଳା ଚରମ ପଦକ୍ଷେପ ନେଇଛନ୍ତି। ନିଜେ ତାଙ୍କର ୩...

ଚାହିଦା କମିଲେ ବି ବଞ୍ଚିଛି କଣ୍ଢେଇ ଯାତ୍ରା

ବ୍ରହ୍ମପୁର,୩ା୭(ସ୍ମୃତି ରଞ୍ଜନ ମହାଲିକ): ପୂର୍ବରୁ କଣ୍ଢେଇର ଚାହିଦା ଢେର ଅଧିକ ରହିଥିଲା। କାୈଣସି ଯାତ୍ରା ପଡ଼ିଲେ ମାଟି ଓ କାଠରେ ତିଆରି ଭଳିକି ଭଳି କଣ୍ଢେଇ କିଣିବାକୁ ଛୋଟ ପିଲାଙ୍କ ଭିଡ ଜମୁଥିଲା। ଅଭିଭାବକମାନେ ମଧ୍ୟ କଣ୍ଢେଇ କିଣି ଦେଇ...

ଦୂଷିତ ପାନୀୟଜଳ ଯୋଗାଣ ନେଇ ଅସନ୍ତୋଷ

ପୋଲସରା,୩ା୭(ସୁବ୍ରତ ବେହେରା): ପୋଲସରା ବ୍ଲକ ଅନ୍ତର୍ଗତ ଢୁଙ୍କାପଡା ଗ୍ରାମରେ ଦୂଷିତ ପାନୀୟଜଳ ଯୋଗାଣକୁ ନେଇ ଜନ ଅସନ୍ତୋଷ ଦେଖାଦେଇଛି। ରାଜ୍ୟ ସରକାର ପକ୍ଷରୁ ବସୁଧା ଯୋଜନାରେ ଗ୍ରାମ ମାନଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଣ ପାଇଁ କାର୍ଯ୍ୟ କରୁଛନ୍ତି। ହେଲେ ଢୁଙ୍କାପଡ଼ା...

ଢମଣାକୁ ଗିଳିଲା ରଣା

କବିସୂର୍ଯ୍ୟନଗର,୨ା୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଅଧୀନ ପଥରା ଗ୍ରାମର ସଞ୍ଜୟ କୁମାର ରେଡ୍ଡୀଙ୍କ ବାରିପଟୁ ସ୍ନେକ ହେଲ୍ପ ଲାଇନ ରବିବାର ୫ ଫୁଟର ଏକ ରଣା ସାପ ଓ ଢାମଣା ସାପ ଉଦ୍ଧାର କରିଛି। ରଣା ସାପଟି...

ବାଇକ୍‌କୁ ଧକ୍କା ଦେଇ ଫେରାର ହୋଇଗଲା ଚାଳକ

ବ୍ରହ୍ମପୁର,୨ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗୋପାଳପୁର ଜଙ୍କଶନ ନିକଟ ଜାତୀୟ ରାଜପଥରେ କୌଣସି ଏକ ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ମୃତ୍ୟୁ ଘଟିଛି। ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ କୋଳଥିଗାଁର ଶରତ ଜେନାଙ୍କ ପୁଅ ସୁବ୍ରତ(୩୨)। ଟ୍ରାଫିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri