ଗଞ୍ଜାମ

ଗଞ୍ଜାମ ସହରରେ ପନିପରିବା ଦର ଆକାଶଛୁଆଁ,ଗରିବ ଖାଉଟି ମୁଣ୍ଡରେ ଚଡକ

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ ): ଗତ କିଛିଦିନ ହେବ ଗଞ୍ଜାମ ସହରରେ ପନିପରିବା ଦର ବୃଦ୍ଧି ହେବାରେ ଲାଗିଛି । ଅଦିନରେ ଏଭଳି ନିତ୍ୟ ଅପରିହାର୍ଯ୍ୟ ଜିନିଷର ଦରବୃଦ୍ଧି ଗରିବ ଖଟିଖିଆ ଜନସାଧାରଣ ମୁଣ୍ଡରେ ଚଡ଼କ ପଡିଛି । ବର୍ତ୍ତମାନ ଟମାଟ...

ଶିଶୁକନ୍ୟାଙ୍କୁ ବିଷ ପିଆଇ ନିଜେ ପିଇଦେଲେ

ବୁଗୁଡ଼ା,୨୭ା୬ (କଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ପୋଚାଲୁଣ୍ଡି ଗ୍ରାମରେ ଜନ୍ମିତ ଶିଶୁକନ୍ୟାଙ୍କୁ ବିଷ ପିଆଇ ମା’ ନିଜେ ପିଇଦେବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଉଭୟ ମା’ ଓ ଶିଶୁଙ୍କ ମୃତ୍ୟୁ ଘଟିଛି।...

ନଦୀରେ ଗାଧୋଉଥିବା ବେଳେ ଛାତ୍ରଙ୍କୁ ଟାଣିନେଲା କୁମ୍ଭୀର

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ସେବକ ଟିକରପଡ଼ା ଗ୍ରାମ ଘୋଡାହାଡ ନଦୀ ଗଣ୍ଡରେ ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଗାଧୋଉଥିବା ବେଳେ ଜଣେ ୫ମ ଶ୍ରେଣୀ ଛାତ୍ରଙ୍କୁ ଏକ କୁମ୍ଭୀର ଟାଣି ନେଇଥିଲା। ବହୁ ସମୟ...

ବେଆଇନ ପରିବହନ ୧୧ ଜୀବନ ନେଲା

ବ୍ରହ୍ମପୁର (ସୁବାସ ଚନ୍ଦ୍ର ପାଢ଼ୀ)/ ଦିଗପହଣ୍ଡି (ଅଶେଷ ନାଥ ମିଶ୍ର)/ ପାଟପୁର(ସୀମାଞ୍ଚଳ ସାହୁ),୨୭ା୬: ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟରେ ଓଏସ୍‌ଆର୍‌ଟିସି ବସ୍‌ ସହ କନ୍ୟାଯାତ୍ର୍ରୀ ମିନିବସ୍‌ ମୁହଁାମୁହିଁ ଧକ୍କା ହେବା ଯୋଗୁ ବଡ଼ଧରଣର ଦୁର୍ଘଟଣା ଘଟିଛି।...

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ଘଟଣାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ...

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଥିବା ବେଳେ...

ଅବ୍ୟବସ୍ଥାରେ ପୁରାତନ ଭାରତୀ ବିଦ୍ୟାପୀଠ

ଗଞ୍ଜାମ,୨୬ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ ବଜାରଠାରେ ବହୁ ପୁରାତନ ଭାରତୀ ବିଦ୍ୟାପୀଠ ଅବସ୍ଥିତ। ଏହି ସ୍କୁଲକୁ ୬୭ ପୂରି ୬୮ବର୍ଷ ଚାଲିଛି। ବର୍ତ୍ତମାନ ଏହି ପୁରାତନ ସ୍କୁଲଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ମିଳିଛି ସ୍ମାର୍ଟ ସ୍କୁଲ...

ଦୁଇ ବସ୍‌ ମୁହାଁମୁହିଁ ଘଟଣା: ଆହତଙ୍କୁ ଭେଟିଲେ ଜିଲାପାଳ, ଏସ୍‌ପି

ବ୍ରହ୍ମପୁର,୨୬ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ମୁହାଁମୁହିଁ ଧକ୍କା ହେବା ଫଳରେ ଏଯାବତ ୧୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ରୁ...

ଭୟଙ୍କର ବସ୍‌ ଦୁର୍ଘଟଣା: ୧୨ ମୃତ

ଦିଗପହଣ୍ଡି,୨୬ା୬(ଅଶେଷ ନାଥ କର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ରବିବାର ବିଳମ୍ବିତ ରାତିରେ ଦୁଇ ବସ୍‌ ମଧ୍ୟରେ ମୁହାଁମିୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ମହିଳା...

ଗଞ୍ଜାମ ସହରରେ ବଢୁଛି ନକଲି ଔଷଧ କାରବାର, ରୋଗୀ ହନ୍ତସନ୍ତ

ଗଞ୍ଜାମ,୨୫ା୬(ବିଦ୍ୟାଧର ସାହୁ): ଦିନକୁ ଦିନ ଗଞ୍ଜାମ ସହରରେ କାୟାବିସ୍ତାର କରିଚାଲିଛି ନକଲି ଔଷଧ। ସ୍ବାସ୍ଥ୍ୟ ବିଭାଗ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ସହରର କିଛି ଔଷଧ ଦୋକାନୀ। ଜଣେ ଫାର୍ମାସିଷ୍ଟଙ୍କ ଉପସ୍ଥିତିରେ ମେଡିସିନ ଷ୍ଟୋର ଖୋଲା ଔଷଧ ବିକ୍ରି କରିବା...

ରାଜନୈତିକ ହିଂସା: ବର୍ଷକରେ ଗଲାଣି ୮ ଜୀବନ

ବ୍ରହ୍ମପୁର,୨୫।୬(ସୁବାସ ଚନ୍ଦ୍ର ପାଢ଼ୀ)ପଞ୍ଚାୟତ ଓ ପୌର ନିର୍ବାଚନ ସମୟରୁ ଏପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ନିର୍ବାଚନ ପରବର୍ତ୍ତୀ ହିଂସା, ରକ୍ତପାତ, ସୁପାରି କିଲିଂ ଭଳି ଘଟଣା ଥମୁନାହିଁ। ହାତ ମୁଠାରେ ଶାସନ କ୍ଷମତା ରଖିବା ଓ ପରାଜୟର ପ୍ରତିଶୋଧ ନେବା ପାଇଁ...

ବହୁତଳ ଆପାର୍ଟମେଣ୍ଟ ବର୍ଷାଜଳ ନିଷ୍କାସନର ପ୍ରତିବନ୍ଧକ

ବ୍ରହ୍ମପୁର,୨୫।୬(ସ୍ମୃତି ରଞ୍ଜନ ମହାଲିକ)ମୌସୁମୀ ପ୍ରଭାବରେ ଗତ ୩ ଦିନ ଧରି ବ୍ରହ୍ମପୁରରେ ଲାଗି ରହିଥିବା ଳଗାଣ ବର୍ଷା କାରଣରୁ ସହରତଳି ଅଞ୍ଚଳଗୁଡିକ ନର୍ଦ୍ଦମା ପାଣିରେ ଉବୁଟୁବୁ ହେଉଥିବା ଦେଖିବାକୁ ମିଳିଛି। ସହରତଳି ଅଞ୍ଚଳ ଗୁଡିକରେ ବ୍ୟବସ୍ଥିତ ଡ୍ରେନର ଅଭାବ, ବିପର୍ଯ୍ୟସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri