ଗଞ୍ଜାମ

ଭିଜିଲାନ୍ସ ଜାଲରେ ପ୍ରାଣୀଧନ ଚିକିତ୍ସାଅଧିକାରୀ

ଆସିକା,୧୬ା୬(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବ୍ଲକ ପ୍ରାଣୀଧନ ଚିକିତ୍ସାଅଧିକାରୀ ରବି ନାରାୟଣ ସାହୁ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଛନ୍ତି । ମୋବାଇଲ ଭେଟନାରୀ ୟୁନିଟ ବ୍ୟବହାର ଲାଗି ନିୟୋଜିତ ଏକ ବୋଲେରୋର ଭଡା ନବୀକରଣ ଲାଗି କାଗଜପତ୍ର...

ଗଞ୍ଜାମ ଏସ୍‌ପିଙ୍କୁ ଭେଟିଲେ ୧୧ ବାସନ୍ଦ ପରିବାର

ଛତ୍ରପୁର,୧୬ା୬(ସନ୍ତୋଷ ପାଢ଼ୀ )-ଗଞ୍ଜାମ ଜିଲା ରମ୍ଭା ଥାନା ନୁଆଁପଲ୍ଲୀ ଏବଂ ପୋଇରାସୀ ଗ୍ରାମର ୧୧ଟି ପରିବାରକୁ ବାସନ୍ଦ କରିବା ସହ ପ୍ରାଣରେ ମାରିଦେବା ପାଇଁ ଧମକ ଦିଆଯାଉଥିବା ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ୨ ଗ୍ରାମର ବାସନ୍ଦ ପରିବାର...

ଟଙ୍କା, ଅଳଙ୍କାର ଲୁଟ୍‌ ମାମଲା: ବନ୍ଧା ହେଲେ ଗ୍ୟାଙ୍ଗର ୩ ଅଭିଯୁକ୍ତ

ସୋରଡା,୧୬।୬(ଲମ୍ବୋଦର ପାଣିଗ୍ରାହୀ): ଟଙ୍କା, ଅଳଙ୍କାର ଲୁଟ୍‌ ମାମଲାରେ ଗଞ୍ଜାମ ଜିଲା ସୋରଡା ପୋଲିସକୁ ଏକ ସଫଳତା ମିଳିଛି। ଲୁଟ୍‌ ଘଟଣାରେ ସମ୍ପୃକ୍ତ ସରାବାଡି ପଞ୍ଚାୟତ ଖାରିଗୁଡ଼ା ଗ୍ରାମର ୩ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ସୁଧାଂଶୁ କୁମାର...

ମେସ୍ତା, ଛଣି ଚାଷ ପ୍ରତି ଆଗ୍ରହ ବଢୁଛି

ବ୍ରହ୍ମପୁର,୧୬ା୬ (ସ୍ମୃତି ରଞ୍ଜନ ମହାଲିକ): ଅଧିକ ଉପତ୍ାଦନ ପାଇଁ ଚାଷୀ ଜମିରେ ବିଭିନ୍ନ ସାର ପ୍ରୟୋଗ କରିବା ଦ୍ୱାରା ଅନେକାଂଶ ମାଟିର ଉର୍ବରତା ହ୍ରାସ ପାଉଛି। ଫଳରେ ଉପତ୍ାଦନ କମୁଛି। ଅନ୍ୟପଟେ ଠିକ ସମୟରେ ବର୍ଷା ନ ହେବା ମଧ୍ୟ...

ବରକୋଳି ଗୁମା ଗ୍ରାମରେ ପାଣି ସମସ୍ୟା ଉତ୍କଟ

ଧରାକୋଟ,୧୬ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସରକାର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ବେଶ ତତ୍ପରତା ପ୍ରକାଶ କରୁଛନ୍ତି । ପ୍ରତ୍ୟେକ ଗାଁର ପ୍ରତ୍ୟେକ ପରିବାରକୁ ଡ୍ରିଙ୍କ ଫର ଟେପ ଯୋଜନାରେ ପାଣି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଉଛନ୍ତି। ହେଲେ ଏଠାରେ...

ସୁରଟରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଚିକିଟି,୧୫ା୬(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ କଳବାଡ଼ ପଞ୍ଚାୟତ ଅଧୀନ ପାରସମା ଗ୍ରାମ କୁମ୍ଭାର ସାହିର ଜଣେ ଶ୍ରମିକଙ୍କ ଗୁଜରାଟ ସୁରଟରେ ମୃତ୍ୟୁ ଘଟିଛି। ସେ ହେଲେ ସନ୍ତୋଷ କୁମାର ବେହେରା(୪୨)। ସନ୍ତୋଷ ୮ ବର୍ଷ ହେଲା...

ଆନ୍ତଃରାଜ୍ୟ ଲୁଟେରାଙ୍କୁ ଧରିଲା ପୋଲିସ, ନଗଦ ୯୨ ହଜାର ଟଙ୍କା ଜବତ

ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ରାଜ୍ୟ ତଥା ଆନ୍ଧ୍ର ଓ ଓଡ଼ିଶାର ବିଭିନ୍ନ ଜିଲାରେ ଏଟିଏମ୍‌ଗୁଡିକରୁ ଲୁଟୁଥିଲେ। ବୁଧବାର ରମ୍ଭା ଥାନା ପୋଲିସ ଦୁଇ ଆନ୍ତଃ ରାଜ୍ୟ ଏଟିଏମ୍‌ ଲୁଟେରାଙ୍କୁ ଗିରଫ କରିଛି। ସେମାନଙ୍କଠାରୁ...

ପେସା ହଜାଇ ଦେଇନି ନିଶା

ଛତ୍ରପୁର, ୧୫।୬(ସନ୍ତୋଷ ପାଢ଼ୀ): ବୟସ ୫୦ ଛଇଁଲାଣି। ତଥାପି ନାଚିବା ଓ ନାଚ ଶିଖିବା ନିଶା ଛାଡ଼ିନି। ଏହି ବୟସରେ ଠୁମକା ଲଗାଇବା ସହ ଏବଂ ଅକ୍ଷୟ ମହାନ୍ତିଙ୍କ ସଙ୍ଗୀତରେ ତାଳ ଦେଇ ନାଚୁଛନ୍ତି ଗଞ୍ଜାମ ଜିଲା ଛତ୍ରପୁରର ରାମେଶ୍ୱର...

ଓଭରବ୍ରିଜ୍‌ ନିର୍ମାଣରେ ବିଳମ୍ବ, ବଢୁଛି ଜନଅସନ୍ତୋଷ

ଗଞ୍ଜାମ,୧୪ା୬(ବିଦ୍ୟାଧର ସାହୁ): ଦିନକୁ ଦିନ ଚିନ୍ତା ବଢ଼ାଉଛି ଜାତୀୟ ରାଜପଥ ହୁମ୍ମା ଓଭରବ୍ରିଜ୍‌।ଏନ.ଏଚ୍‌ -୧୬ ହୁମ୍ମା ଛକଠାରେ ନିର୍ମାଣାଧୀନ ଓଭର ବ୍ରିଜ କାମ ଆରମ୍ଭ ହେବାର ଅଦ୍ୟାବଧି ୪ବର୍ଷରୁ ଊର୍ଦ୍ଧ୍ୱ ବିତି ଯାଇଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ କେବେ ସମ୍ପୂର୍ଣ୍ଣ...

ସୋରଡାରେ ଚୋର ଆତଙ୍କ

ସୋରଡା,୧୪।୬(ଲମ୍ବୋଦର ପାଣିଗ୍ରାହୀ ):ଖଜୁରୀପାଲି, କାଲମା, କେନ୍ଦୁପାଲି ଅଞ୍ଚଳରେ ଚୋର ଦଳ ସକ୍ରିୟ ଥିବା ବେଳେ ଗ୍ରାମାଞ୍ଚଳରେ ଚୋର ଆତଙ୍କ ଦେଖାଯାଇଛି। ରବିବାର ସକାଳେ ସୋରଡା ବଡଦାଣ୍ଡରେ ବ୍ୟବସାୟୀ ଦୀନବନ୍ଧୁ ଚୌଧୁରୀଙ୍କ ଦୋକାନରେ ୩ ଯୁବକ ପଶି ବ୍ୟାଗ୍‌ କିଣିବା ବାହାନରେ...

ହାତକୁ ମିଳିଲା ଭତ୍ତା ଟଙ୍କା

ଗଞ୍ଜାମ,୧୫।୬(ବିଦ୍ୟାଧର ସାହୁ): ଚଳିତ ମାସରେ ମଧୁବାବୁ ପେନସନ ତଥା ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ହିତାଧିକାରୀଙ୍କ ଘରକୁ ଯାଇ ପ୍ରଦାନ କରିଛନ୍ତି ପ୍ରଶାସନିକ ଅଧିକାରୀ । ଭତ୍ତା ଟଙ୍କା ମିଳିବା ପରେ ବୁଢ଼ା ବୁଢ଼ୀଙ୍କ ଖୁସି କହିଲେ ନସରେ । ଚାରି...

ତୁଟିଲା ଦୀର୍ଘଦିନର ଜାଗା ବିବାଦ

ଗଞ୍ଜାମ,୧୪ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସାନ ବଜାର କଲେଜ ରୋଡ୍‌ ମାଛ ମାର୍କେଟ ପାର୍ଶରେ ଥିବା ଜାଗାକୁ ନେଇ ଦୀର୍ଘ ବର୍ଷ ହେବ ବିବାଦ ଲାଗି ରହିଥିଲା। ଉକ୍ତ ଜାଗାକୁ ନେଇ ରାଉଳ ସାହିର ପଣ୍ଡା ପରିବାର ଓ ରାଉଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri