ଗଞ୍ଜାମ

ନକଲି ସାର୍ଟିଫିକେଟ୍‌ରେ ଚାକିରି ଘଟଣା: ଆଉ ୫ ଅଟକ, ୨ କାର୍‌ ଜବତ

ବ୍ରହ୍ମପୁର ଅଫିସ,୨୬ା୪: ନକଲି ସାର୍ଟିଫିକେଟରେ ଚାକିରି ଘଟଣା ଏବେ ସାରା ଓଡ଼ିଶାରେ ଚହଳ ପକାଇଛି। ନକଲି ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ଚାକିରି ହାତେଇବା ଅଭିଯୋଗ ଗଞ୍ଜାମ ଜିଲାରେ ବହୁଦିନ ଧରି ହୋଇଆସୁଛି। ଏବେ ଏହି ରାକେଟ ଗଞ୍ଜାମ ଜିଲାରେ...

ପୂର୍ବତନ ଆର୍‌ଆଇଙ୍କୁ ଜେଲ୍‌

ବ୍ରହ୍ମପୁର ଅଫିସ,୨୬ା୪: ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ରାୟ ୮ବର୍ଷ ପରେ ପ୍ରକାଶ କରିଛନ୍ତି। ସେ ଗଞ୍ଜାମ ଜିଲା ଆସ୍କା ତହସିଲର ତତ୍କାଳୀନ ରାଜସ୍ବ ନିରୀକ୍ଷକ (ଆରଆଇ)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ...

ଗ୍ରାମାଞ୍ଚଳ ଥାନାରେ ନିୟୋଜିତ ହେବେ ୨୧ ନୂଆ ଏଏସ୍‌ଆଇ

ବ୍ରହ୍ମପୁର ଅଫିସ,୨୬ା୪: ଏଏସ୍‌ଆଇ ଭାବେ ନିଯୁକ୍ତି ପାଇଁ ୨ ମାସ ଟ୍ରେନିଂ ନେବା ପରେ ପ୍ରାକ୍ଟିକାଲ ଟ୍ରେନିଂ ନେବାକୁ ବ୍ରହ୍ମପୁର ପୋଲିସ ଜିଲାରେ ଥିବା ବିଭିନ୍ନ ଗ୍ରାମାଞ୍ଚଳ ଥାନାରେ ୨୧ଜଣ ପୋଲିସ ନିୟୋଜିତ ହେବେ। ଏଥିସହ ଗୋଟିଏ ସପ୍ତାହ କୌଣସି...

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୪-ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଗୋଷାଣୀନୂଆଗଁା ଥାନା ଅଞ୍ଚଳର ଶଙ୍କର ଦାସ (୨୮)। ବିଚାରପତି ତାଙ୍କ...

ସର୍ବସାଧାରଣଙ୍କୁ ବତିଘର ପ୍ରବେଶ ମନା, ପର୍ଯ୍ୟଟକ ନିରାଶ

ଗୋପାଳପୁର,୨୫।୪: (ଡି.ଏନ.ଏ.) ଗୋପାଳପୁର ବେଳାଭୂମି ନିକଟରେ ଥିବା ବତୀଘରକୁ ସର୍ବସାଧାରଣ ପାଇଁ ପ୍ରବେଶ ଉପରେ ରୋକ ଲାଗିଛି। ବେଳାଭୂମି ଭ୍ରମଣରେ ଆସୁଥିବା ଦେଶ ତଥା ବିଦେଶୀ ପର୍ଯ୍ୟଟକମାନେ ବତିଘର ଦେଖିବାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ର ବନ୍ଦର ଜାହାଜ ଓ ଜଳପଥ...

ଶିକ୍ଷକ ବାପ, ପୁଅଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୨୫ା୪: ବ୍ରହ୍ମପୁର ପୋଲିସ ଏକ ଆନ୍ତଃରାଜ୍ୟ ଜାଲ୍‌ ସାର୍ଟିଫିକେଟ୍‌ କାରବାରର ପର୍ଦ୍ଦାଫାଶ କରିଛି। ନକଲି ସାର୍ଟିଫିକେଟ୍‌ ପ୍ରଦାନ କରୁଥିବା ଏକ ର଼୍ୟାକେଟକୁ ଧରିଛି। ଏହି ର଼୍ୟାକେଟର ମାଷ୍ଟରମାଇଣ୍ଡ ଶିକ୍ଷକ, ତାଙ୍କ ଡାକ୍ତରୀ ପଢୁଆ ପୁଅଙ୍କ ସମେତ ୪ଜଣଙ୍କୁ ଗିରଫ...

ପୋଖରୀରେ ବୁଡ଼ି ୨ ଭାଇ ମୃତ

ବୁଗୁଡ଼ା,୨୫ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଖୋଳଖାଳି ଗ୍ରାମର ଏକ ପୋଖରୀରେ ବୁଡ଼ି ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଖୋଳଖାଳି ଗ୍ରାମ ମାଳିସାହିର ରଙ୍କନିଧି ଗୌଡ଼ଙ୍କ ବଡ଼ ପୁଅ ପୃଥ୍ବୀରାଜ ଗୌଡ଼(୧୨) ଓ ସାନ ପୁଅ ଅଜୟ...

ଶଙ୍ଖ ଭବନ ଉଦ୍‌ଘାଟନରେ ଯୋଗଦେଇ ଅଡୁଆରେ ୨ ଶିକ୍ଷକ

ବେଗୁନିଆପଡ଼ା,୨୪ା୪: ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦ୍‌ଘାଟନ ହୋଇଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳର ବରିଷ୍ଠ କର୍ମକର୍ତ୍ତା, ଛାମୁଆ ସଂଗଠନର ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ ଜଣ...

ଏମ୍‌କେସିଜିରେ ପୋଲିସ କର୍ମଚାରୀଙ୍କ ସ୍ବତନ୍ତ୍ର ଚିକିତ୍ସା ଆରମ୍ଭ

ବ୍ରହ୍ମପୁର ଅଫିସ, ୨୪/୪: ଏମ୍‌କେସିଜି ମେଡିକାଲରେ ସୋମବାର ଠାରୁ ବ୍ରହ୍ମପୁର ଜିଲାରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ସ୍ବତନ୍ତ୍ର ଚିକିତ୍ସା ଆରମ୍ଭ ହୋଇଛି। ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ ୪୦ ବର୍ଷରୁ ଊଦ୍ଧର୍‌ବ ସମସ୍ତ ପୋଲିସ କର୍ମଚାରୀଙ୍କୁ ଫିଟ ରଖିବା ପାଇଁ...

ଅନ୍ତଃରାଜ୍ୟ ନକଲି ସାର୍ଟିଫିକେଟ ରାକେଟ ପର୍ଦାଫାଶ: ସରକାରୀ ଶିକ୍ଷକ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୨୪।୪: ଓଡ଼ିଶାରେ ଚାଲିଥିବା ଏକ ନକଲି ସାର୍ଟିଫକେଟ ରାକେଟର ପର୍ଦାଫାଶ କରିଛି ବ୍ରହ୍ମପୁର ପୁଲିସ । ଏହି ରାକେଟର ମୁଖ୍ୟ ତଥା ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଲଙ୍ଗଳେଶ୍ବରର ସରକାରୀ ଶିକ୍ଷକ ଦଇତାରୀ ବେହେରାଙ୍କ ସମେତ ଢେଙ୍କାନାଳର ପ୍ରଶାନ୍ତ...

ପଛୁଆ ବର୍ଗଙ୍କ ସାମାଜିକ ସ୍ଥିତିର ତଥ୍ୟ ସଂଗ୍ରହ ପାଇଁ ତାଲିମ କର୍ମଶାଳା

ସୋରଡା,୨୪।୪ (ଡିଏନଏ) ପଛୁଆ ବର୍ଗଙ୍କ ସାମାଜିକ , ଶିକ୍ଷାଗତ ସ୍ଥିତିର ତଥ୍ୟ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ମୁତାବକ ସ୍ଥାନୀୟ ଏନଏସି ପରିସରରେ ସୋମବାର ଗଣନାକାରୀ ଓ ସୁପରଭାଇଜର ମାନକ ତାଲିମ କାର୍ମଶାଳା ଅନଷ୍ଠିତ ହୋଇଯାଇଛି । ଏନଏସି...

ପଦ୍ମପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକୀ ଉତ୍ସବ

ସୋରଡା,୨୪।୪: (ଡିଏନଏ) ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମର ନୂତନଉନ୍ନୀତ ଉଚ୍ଚ ବିଦ୍ୟାଳୟର ଆଜି ଶତବାର୍ଷିକୀ ଉତ୍ସବ ମହାସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ମାନନୀୟା ଆସିକା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋୟୀ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri