ଗଞ୍ଜାମ

ଭାଇଙ୍କୁ ପିଟି ହତ୍ୟା କଲେ ଭାଇ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ଗୋଷାଣୀନୂଆଗାଁ ଥାନା ପଛପାଖରେ ଥିବା ରାଜୀବ ଆବାସ ଯୋଜନା ଘରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନଭାଇଙ୍କୁ ଡମ୍ବଲ୍ସ(ବାୟାମ ଲୁହା)ରେ ଛେଚି ମଝିଆ ଭାଇ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କରିଛନ୍ତି। ମୃତକ ହେଲେ...

ଅସ୍ଥାୟୀ ମଣ୍ଡପରେ ବିଜେ ହେଲେ ମା’ ସାଆନ୍ତାଣୀ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାରରୁ ଆରମ୍ଭ ହୋଇଛି। ଦେଶୀ ବେହେରା ସାହିଠାରେ ଅସ୍ଥାୟୀ ମଣ୍ଡପରେ ସାଜସଜ୍ଜା ସରିଥିଲା। ମା’ଙ୍କ ଆଗମନ ନେଇ ମଙ୍ଗଳବାର ପୂର୍ବାହ୍ନରେ ଦେଶୀ ବେହେରାସାହିଠାରେ ସକାଳ ୮ଟାରେ...

ଗଞ୍ଜାମ ଜିଲାରେ ଖୋଲିବ ୩ ଟ୍ରମା କେୟାର ସେଣ୍ଟର

ଛତ୍ରପୁର,୫ା୪(ଡି.ଏନ୍‌.ଏ): ୨୦୨୨ରେ ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ଓଡିଶାରେ ସର୍ବାଧିକ ରହିଛି। ଠିକ୍‌ ସମୟରେ ଦୁର୍ଘଟଣାରେ ଆହତଙ୍କୁ ଆବଶ୍ୟକୀୟ ଚିକିସତ୍। ଏବଂ ଏଥିପାଇଁ ଆବଶ୍ୟକ ପଡୁଥିବା ହସ୍ପିଟାଲରେ ଭର୍ତ୍ତି କରାଇବାରେ ବିଳମ୍ବ ଯୋଗୁଁ ମଧ୍ୟ ମୃତ୍ୟୁ ସଂଖ୍ୟା ବଢୁଛି।...

ମୃତ ଶିଶୁକନ୍ୟାକୁ ୧୦ କି.ମି. ବୋହିଲେ ବାପା

ପାତ୍ରପୁର,୫।୪(ଡି.ଏନ୍‌.ଏ): ଗଁାକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ନ ଯାଇପାରିବା ଫଳରେ ମୃତ ଦେଢ଼ବର୍ଷର ଝିଅକୁ ଡାକ୍ତରଖାନାରୁ ଦୀର୍ଘ ୧୦ କି.ମି. କାନ୍ଧରେ ବୋହି ନେଇଛନ୍ତି ବାପା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକରେ।...

ମାଷ୍ଟରମାଇଣ୍ଡ ଯୁବତୀଙ୍କ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ବଡବଜାର ଥାନା ଶ୍ରୀକ୍ଷେତ୍ରବିହାର ରାସ୍ତାରେ ଗତ ୨୭ ତାରିଖରେ ପି.ରାଜେଶ ରାଓଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ ହୋଇଥିଲା। ବଡବଜାର ପୋଲିସ ତଦନ୍ତ କରି ଏଥିରେ ସଂପୃକ୍ତ ଥିବା ଜଣେ ଯୁବତୀ ସମେତ ୩ଜଣଙ୍କୁ ଗିରଫ...

ବଜ୍ରପାତରେ ୧୨ ଛେଳି ମୃତ

ଆସିକା/ଦିଗପହଣ୍ଡି/କବିସୂର୍ଯ୍ୟନଗର, ୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ବ୍ଲକର ରିଷିପୁର ଗ୍ରାମ ଉପକଣ୍ଠରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହେବାରୁ ୧୨ ଛେଳିଙ୍କର ମୃତ୍ୟୁ ଘଟିଥିଲା ବେଳେ ୪ ଦଣ୍ଡୁଆଙ୍କ ସମେତ ୧୨ ଜଣ ଆହତ ହୋଇଛନ୍ତି। ରିଷିପୁର ଗ୍ରାମ ଉପକଣ୍ଠରେ...

ସ୍ବାମୀଙ୍କୁ କିରୋସିନ ଢାଳି ଜାଳିଦେଲେ ଦ୍ୱିତୀୟ ସ୍ତ୍ରୀ

ଭଞ୍ଜନଗର,୫।୪(ଡି.ଏନ୍‌.ଏ): ବୟସର ଅପରାହ୍ଣରେ ବୃଦ୍ଧ ଦମ୍ପତି ମିଳିମିଶି ରହିଥା’ନ୍ତି। କିନ୍ତୁ ବେଳେବେଳେ ପାରିବାରିକ କଳହ ଅସହ୍ୟ ହୋଇପଡ଼ିଥାଏ, ଯାହାର କରୁଣ ପରିଣତି ଭୋଗିଛନ୍ତି ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ଼ ଗ୍ରାମର ଜଣେ ବୃଦ୍ଧ ସ୍ବାମୀ। ମଙ୍ଗଳବାର ସ୍ବାମୀଙ୍କ...

ମେ ୨ରେ ୫ ପଞ୍ଚାୟତରେ ୱାର୍ଡ ମେମ୍ବର ନିର୍ବାଚନ

ଗଞ୍ଜାମ, ୪।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକରେ ୧୫ ପଞ୍ଚାୟତ ମଧ୍ୟରୁ ସୁବଳୟା, ମଲାଡ଼, ପାଲଙ୍ଗ, ସାନ ରାମଚନ୍ଦ୍ରପୁର ଏବଂ ହୁମା ଆଦି ୫ଟି ପଞ୍ଚାୟତରେ ୱାର୍ଡ ମେମ୍ବର ନିର୍ବାଚନ ହୋଇ ନ ଥିଲା। ପଞ୍ଚାୟତର ବିଭିନ୍ନ ୱାର୍ଡ ସଭ୍ୟ ପାଇଁ ଏସ୍‌ଟି...

ସରିଲା ଚୈତ୍ର ଯାତ୍ରା: ଆର ବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଶେଷ ଚତୁର୍ଥ ପାଳି ହୋଇଥିବା ବେଳେ ଭକ୍ତ ଆର ବର୍ଷକୁ ଅପେକ୍ଷା କରିଛନ୍ତି। ଅନ୍ୟପକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କ ଆର୍ଶିବାଦ ଭିକ୍ଷା କରୁଛନ୍ତି।...

ଦଣ୍ଡନାଚ ରେକର୍ଡ ଡାନ୍ସବେଳେ ଗୋଷ୍ଠୀସଂଘର୍ଷ: ୧୦ ଆହତ

ଭଞ୍ଜନଗର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁ ମହୁଲିଆରେ ରବିବାର ବିଳମ୍ବିତ ରାତିରେ ଦଣ୍ଡନାଚରେ ରେକର୍ଡ ଡାନ୍ସ ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷର ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ...

୮୦ ବଦଳରେ ଆସିଲା ୪୦ ମାର୍କ ପ୍ରଶ୍ନପତ୍ର

ଭଞ୍ଜନଗର, ୪ା୪(ଡି.ଏନ.ଏ): ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ବର୍ତ୍ତମାନ ଯୁକ୍ତ ୩ ତୃତୀୟ ସେମିଷ୍ଟର୍‌ ପରୀକ୍ଷା ଚାଲିଛି। ସୋମବାର କଳା ଓ ବିଜ୍ଞାନ ଛାତ୍ରୀଛାତ୍ରଙ୍କ କମ୍ୟୁନିକେଟିଭ ଇଂଲିଶ ଥିଲା। ବାଣିଜ୍ୟ ଛାତ୍ରୀଛାତ୍ରଙ୍କ ଇ କମର୍ସ ପରୀକ୍ଷା ଥିଲା। ତେଣୁ ସୋମବାର ଯୁକ୍ତ...

ଜିଲାରେ ୮୭୩ ହେକ୍ଟର ସୂର୍ଯ୍ୟମୁଖୀ ଚାଷ

ବ୍ରହ୍ମପୁର ଅଫିସ,୪।୪: ତୈଳବୀଜ ଉତ୍ପାଦନରେ ସୂର୍ଯ୍ୟମୁଖୀର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିରେ ପ୍ରଚୁର ପରିମାଣରେ ଜୀବନଶକ୍ତି ବା ଖାଦ୍ୟପ୍ରାଣ ରହିଛି। ଏଥିରେ ମୁଖ୍ୟତଃ ୨୦.୮% ପୁଷ୍ଟିସାର ଓ ୫୦% ସ୍ନେହସାର ଥିବାରୁ ଖାଇବା ତେଲ ଉତ୍ପାଦନରେ ଏବଂ ସ୍ବାସ୍ଥ୍ୟରକ୍ଷା ଦିଗରେ ଏହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri