ଗଞ୍ଜାମ

୨୫ ବର୍ଷ ପରେ ତତ୍କାଳୀନ ଜିଲାପାଳଙ୍କ ସମେତ ୧୦ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୫।୨: ଗଜପତି ଜିଲାରେ ୨୫ ବର୍ଷ ତଳେ ହୋଇଥିବା ଏକ ସରକାରୀ ଅର୍ଥ ହେରଫେର ମାମଲାର ମଙ୍ଗଳବାର ଶୁଣାଣି କରିଛନ୍ତି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ । ପ୍ରମାଣ ଅଭାବରୁ ସେ ତତ୍କାଳୀନ ଜିଲାପାଳଙ୍କ ସମେତ ୧୦ ଜଣଙ୍କୁ...

ସପ୍ତାହେ ହେଲା ବିନା ଡାକ୍ତରରେ ଚାଲିଛି ରୋଗୀ ସେବା

ବେଗୁନିଆପଡା,୧୪।୨(ଡି.ଏନ.ଏ.): ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏକ ସପ୍ତାହରୁ ଅଧିକ ସମୟ ହେବ ବିନା ଡାକ୍ତରରେ ଚାଲିଛି। ଆଇପିଏଚ ଷ୍ଟାଣ୍ଡାର୍ଡ ୧ର ମାନ୍ୟତା ପାଇଥିବା ଏହି ଡାକ୍ତରଖାନାଟି ଉପରକୁ ଚକ୍‌ାଚକ ଭିତର ଫମ୍ପା। ଅର୍ଥାତ୍‌ ଜଣେ ବି...

ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୧୪ା୨: ବିଷ୍ଣୁ ଗୌଡ଼ ହତ୍ୟା ମାମଲାର ଅନ୍ୟତମ ସାକ୍ଷୀ ଥିବା ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ ପ୍ରଦୀପ କୁମାର ମହାରଣା ସୋମବାର ଅତିରିକ୍ତ ଜିଲା ଜଜ୍‌-୩ (ଏଡିଜେ) ଡ. ଇନ୍ଦୁ ଶର୍ମାଙ୍କ କୋର୍ଟରେ ହାଜର ହୋଇଥିଲେ। ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା...

କଲେଜରେ ରହିବ ଏନ୍‌ସିସି ଜିଇ ପାଠ୍ୟକ୍ରମ

ଭଞ୍ଜନଗର,୧୪।୨(ଡି.ଏନ.ଏ): ଏନ୍‌ସିସି ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟ ନେଇ ସରକାର ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷଠାରୁ ସ୍ନାତକରେ ଏନ୍‌ସିସି ଜେନେରାଲ ଇଲେକ୍ଟିଭ୍‌ (ଜିଇ) ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ନିଷ୍ପତ୍ତିି ନେଇଛନ୍ତି । ଏଥିଲାଗି ଆଗାମୀ ପଦକ୍ଷେପ ନେବାପାଇଁ...

ଚତୁର୍ଥୀରେ ନବଦମ୍ପତିଙ୍କ ମୃତ୍ୟୁ

ଗୋପାଳପୁର,୧୪ା୨(ଡି.ଏନ.ଏ.):ଚାରିଦିନ ଦିନ ପୂର୍ବେ ପଡ଼ିଥିଲା ହାତଗଣ୍ଠି। ପାଦରୁ ଅଳତା ଲିଭିନି। ଘରୁ ମଧ୍ୟ ବିଦା ହୋଇନାହାନ୍ତି ବନ୍ଧୁବାନ୍ଧବ। ହେଲେ ଚତୁର୍ଥୀ ଦିନରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ ଦୀପ। ସୋମବାର ସଡ଼କ ଦୁର୍ଘଟଣାରେ ନବଦମ୍ପତିଙ୍କ ମୃତ୍ୟୁ ଘଟଣା ଗଞ୍ଜାମ ଜିଲା...

ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁରର ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ସୋମବାର ଏକ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ସେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ପାଟପୁର ଥାନା ଅନ୍ତର୍ଗତ ପାଣ୍ଡୁରୁଖଲି ଗ୍ରାମର ଭଗବାନ ସେଠୀ। ପ୍ରକାଶ...

ଥାନା ସମ୍ମୁଖରୁ ମିଳିଲା ଝୁଲନ୍ତା ମୃତଦେହ

ବ୍ରହ୍ମପୁର ଅଫିସ,୧୩।୨: ଗୋଶାଣିନୁଆଗାଁ ଥାନା ସମ୍ମୁଖରୁ ପୋଲିସ ସୋମବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତକଙ୍କ ପରିଚୟ ମିଳି ନ ଥିବା ପୋଲିସ କହିଛି। ଏପରି କି ସେ ପିନ୍ଧିଥିବା ଏକ ପ୍ୟାଣ୍ଟ ଅଣ୍ଟାରୁ ଖସି ତଳେ...

ଜାଗର ଦୀପ ପ୍ରସ୍ତୁତିରେ ବ୍ୟସ୍ତ କୁମ୍ଭକାର

ବୁଗୁଡ଼ା,୧୩ା୨(ଡି.ଏନ.ଏ.):ମହାଶିବରାତ୍ରୀ ବା ଜାଗର ଆସନ୍ତା ୧୮ ତାରିଖ ଶନିବାର ପାଳନ ହେବାକୁ ଯାଉଥିବା ବେଳେ ବୁଗୁଡ଼ା ଅଞ୍ଚଳର ବହୁ କୁମ୍ଭକାର ପରିବାର ମାଟିଦୀପ ତିଆରିରେ ବ୍ୟସ୍ତଥିବା ଦେଖିବାକୁ ମିଳୁଛି। ପୂର୍ବ ପୁରୁଷରୁ ମାଟିରୁ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତିକୁ କୌଳିକ ବୃତ୍ତି...

୫ଶହ ଟଙ୍କା ଭଡ଼ାଘରେ ସୋସାଇଟି କାର୍ଯ୍ୟାଳୟ

ଭଞ୍ଜନଗର,୧୩।୨(ଡି.ଏନ.ଏ.):କୃଷକମାନଙ୍କ ଉନ୍ନତି ପାଇଁ ବିଭିନ୍ନ ସେବା ସମବାୟ ସମିତି ସଂସ୍ଥା କାର୍ଯ୍ୟ କରୁଛି। ଭଞ୍ଜନଗର ବ୍ଲକରେ ୧୩ଟି ସେବା ସମବାୟ ସମିତି କାର୍ଯ୍ୟାଳୟ ଅଛି । ସେଥିମଧ୍ୟରୁ ୧୦ଟି କାର୍ଯ୍ୟାଳୟର ନିଜସ୍ବ କୋଠା ବର୍ତ୍ତମାନ ଭଗ୍ନ ଅବସ୍ଥାରେ ରହିଛି। ତେଣୁ...

ଡକାୟତି ଯୋଜନା ପଣ୍ଡ, ବନ୍ଧା ହେଲେ ୪ ଯୁବକ

ବେଗୁନିଆପଡ଼ା,୧୨।୨(ଡି.ଏନ୍‌.ଏ.): ଏକ ବଡ଼ ଧରଣର ଡକାୟତି ଯୋଜନାକୁ ପଣ୍ଡ କରିଛି ବେଗୁନିଆପଡ଼ା ଥାନା ପୋଲିସ। ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅଧୀନ ତିରିଡା ରାସ୍ତାର ପାଣିଟାଙ୍କି ନିକଟରେ ୪ଜଣ ଯୁବକ ଡକାୟତି ଯୋଜନା କରୁଥିଲେ। ସେତିକିବେଳେ ବେଗୁନିଆପଡ଼ା ପୋଲିସ ଚଢାଉ...

ବିଷ ପିଇ ଚିକିତ୍ସାଧୀନ ଅବସ୍ଥାରେ ଜିପିଓଙ୍କ ମୃତ୍ୟୁ

ଭଞ୍ଜନଗର,୧୨ା୨(ଡି.ଏନ୍‌.ଏ.): ବିଷ ପିଇ ଗୁରୁତର ଥିବା ଭଞ୍ଜନଗର ବ୍ଲକର ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ଅଧିକାରୀ(ଜିପିଓ) ପ୍ରମୋଦ ପଟ୍ଟନାୟକଙ୍କ ରବିବାର ମୃତ୍ୟୁ ଘଟିଛି। ସେ ଗତ ୧ ତାରିଖରେ ବିଷ ପିଇ ଗୁରୁତର ହୋଇଥିଲେ। ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ...

ଯୁବକଙ୍କୁ ମଦ ବୋତଲରେ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୨ା୨: ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଜଗବନ୍ଧୁ ସାହିରେ କାହ୍ନା ପାତ୍ର ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୪୩/୨୩) ରୁଜୁ କରିଛି। ମିଳିଥିବା ସୂଚନା ମୁତାବକ, ପ୍ରହଲ୍ଲାଦନଗର ୪ର୍ଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri