ଗଞ୍ଜାମ

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ ମାଓବାଦୀ ମାନେ ନୟାଗଡ଼ ପୋଲିସ ଅସ୍ତ୍ରାଗାରକୁ ଲୁଟି ନେଇ ଗଞ୍ଜାମ ଜିଲା ତାରସିଂ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ କେ. ନୂଆଗାଁ ଥାନା ଏଏସଆଇ ସି.ତାରକେଶର ରାଓ ଅଭିଯୁକ୍ତ ଭାଇ ତୋଫାନ ନାଇକଙ୍କୁ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ ସୋମବାର ସକାଳେ ମୃତ୍ୟୁବରଣ କରିଥିଲେ। ବୁଧବାର ବିଳମ୍ବିତ ରାତିରେ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି। ସିଏସ୍‌ଓ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ଛତ୍ରପୁର...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା ଅନୁଯାୟୀ ମାଛ ମିଳୁ ନ ଥିବା ଯୋଗୁ ଅନେକ ସମୟରେ ପଡୋଶୀ ଆନ୍ଧ୍ର...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ ଜଣ ମନୋନୀତ ହୋଇଛନ୍ତି। ସେଥିରୁ ଗଞ୍ଜାମ ବ୍ଲକର ଶିବପ୍ରସାଦ ଜେନା କବାଡ଼ି ପ୍ରତିଯୋଗିତାରେ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ ସ୍ଥାନୀୟ ପ୍ରଶାସନ ଏବଂ ଶୀତ ମହୋତ୍ସବ କମିଟି ପକ୍ଷରୁ ନିମନ୍ତ୍ରଣ ଦିଆଯାଇଛି। ଏଥିରେ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦତ୍ତ  ୧ କୋଟି ୪୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡ଼.କମ୍ବୁ ପାଣି ସାମନ୍ତ ଅଧ୍ୟକ୍ଷତା କରିଥିଲେ।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର ପ୍ରତି ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟ ନେଇ ସେମାନଙ୍କୁ ବିଭିନ୍ନ ପ୍ରକାରର ସୁଯୋଗ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର କାରଗିଲ ସହିଦ ଭବନରେ ଗ୍ରାହକ ଦିବସ ପାଳନ ହୋଇଯାଇଛି । ଭଞ୍ଜନଗର ଉପଖଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri