Warning: Constant DISALLOW_FILE_EDIT already defined in /var/www/html/wp-config.php on line 115
Berahampur News, Latest Updates & Headlines Live by Dharitri

ଗଞ୍ଜାମ

ଖେଳୁଥିବା ବେଳେ ପୋଖରୀ ପଡ଼ି ଶିଶୁ ମୃତ

ଦିଗପହଣ୍ଡି,୨୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡି ଗ୍ରାମର ପୋଖରୀରେ ବୁଡ଼ି ଶନିବାର ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ଡେଙ୍ଗାଡି ଗ୍ରାମର ରଞ୍ଜନ ସାହୁଙ୍କ ଏକମାତ୍ର ପୁତ୍ର ସିଦ୍ଧାର୍ଥ । ସିଦ୍ଧାର୍ଥ ଘର ନିକଟ ପୋଖରୀ...

ଅଜଣା ଗାଡି ଧକ୍କାରେ କୃଷ୍ଣସାର ମୃଗ ମୃତ

ଦିଗପହଣ୍ଡି,୨୬।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଢଉ ଗାଁ ୩୨୬ ନଂ ଜାତୀୟ ରାଜପଥର ଭାଲିଆ ଝୋଳା ଗାଁ ଛକ ନିକଟରୁ ଶନିବାର ଏକ କୃଷ୍ଣସାର ମୃଗର ମୃତଦେହ ଉଦ୍ଧାର ହୋଇଛି। ଅଜଣା ଗାଡି ଧକ୍କାରେ କୃଷ୍ଣସାର ମୃଗର ମୃତ୍ୟୁ ଘଟିଥିବା ଜଣାପଡିଛି।...

ଶେରଗଡ଼ର ଐତିହ୍ୟ ଜଗନ୍ନାଥ ମନ୍ଦିର, ଚନ୍ଦ୍ରବିଳାସ ପ୍ରାସାଦ

ଶେରଗଡ଼,୨୬।୧୧(ଡି.ଏନ.ଏ) ସୂର୍ଯ୍ୟନାରାୟଣ ଦାଶ: ଗଞ୍ଜାମ ଜିଲା ଶେରଗଡରେ ରହିଛି ଐତିହ୍ୟ ଓ ପରମ୍ପରାର ମୂକସାକ୍ଷୀ ଜଗନ୍ନାଥ ମନ୍ଦିର ଓ ଚନ୍ଦ୍ରବିଳାସ ରାଜପ୍ରାସାଦ। ଏହାକୁ ନେଇ ଶେରଗଡ଼ବାସୀ ଗର୍ବ କରନ୍ତି। ଏହି କୀର୍ତ୍ତି ଆଜି ମୂକସାକ୍ଷୀ ହୋଇ ଛିଡା ହୋଇଛି ବଡ଼ଦାଣ୍ଡ...

ବ୍ରହ୍ମପୁର ବିମାନବନ୍ଦର ଦାବି ନେଇ ରାଜନୀତି

ବ୍ରହ୍ମପୁର ଅଫିସ,୨୬।୧୧: ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ବ୍ରହ୍ମପୁର ନିକଟସ୍ଥ ଗୋପାଳପୁର ବେଳାଭୂମି ଆକର୍ଷଣୀୟ ହୋଇଥିବାରୁ ରାଜ୍ୟ ଓ ଦେଶର ପର୍ଯ୍ୟଟନ ମାନଚିତ୍ରରେ ସ୍ଥାପିତ ହୋଇଛି। ଗୋପାଳପୁର ବନ୍ଦର, ଭାରତୀୟ ବିରଳ ମୃତ୍ତିକା ସଂସ୍ଥା, ଜାତୀୟ ସ୍ତରର ଶିକ୍ଷାନୁଷ୍ଠାନ ଆଇଜର...

ଜିଲାରେ ୧୩ ଲକ୍ଷ ୪୯୭ ହେକ୍ଟର ମାଣ୍ଡିଆ ଚାଷ

ବ୍ରହ୍ମପୁର ଅଫିସ,୨୬ା୧୧:ପୁଷ୍ଟିକର ଖାଦ୍ୟ ଓ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ମାଣ୍ଡିଆ ବେଶ୍‌ ସହାୟକ। ଏଥିସହ ମାଣ୍ଡିଆ ପୁଷ୍ଟିହୀନତାକୁ ଦୂର କରିବାରେ ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ...

ଟ୍ରେନ ଆଗକୁ ଡେଇଁ ବିଇଡ଼ି ଛାତ୍ରଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୨୫ା୧୧: ରେଳବାଇ ପୋଲିସ(ଜିଆରପି) ଶୁକ୍ରବାର କନିଷି-ଶିହଳା ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ସେ ହେଲେ ଆସିକା ଝଗଡ଼େଇର ସଂଗ୍ରାମ ବେହେରା(୨୪)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରିଛି। ସଂଗ୍ରାମ କନିଷିସ୍ଥିତ ଦିବାକର ପଟ୍ଟନାୟକ...

କାଜୁ ୟୁନିଟ୍‌ ବାହାନାରେ ବ୍ୟାଙ୍କରୁ ୨୬ଲକ୍ଷ ଠକେଇ

ବ୍ରହ୍ମପୁର ଅଫିସ,୨୫ା୧୧: ଜଣେ ବ୍ୟକ୍ତି ମୁଦ୍ରା ଯୋଜନାରେ ଏକ କାଜୁ ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନ କରିବାକୁ ଦର୍ଶାଇ ୟୁନିୟନ୍‌ ବ୍ୟାଙ୍କରୁ ଦୁଇଟି ପର୍ଯ୍ୟାୟରେ ୨୬ଲକ୍ଷର ଋଣ ଉଠାଇ ପରିଶୋଧ କରି ନ ଥିଲେ। ବ୍ୟାଙ୍କ ପକ୍ଷରୁ ଯାଞ୍ଚ କରିବାରୁ ସେ...

ଗଞ୍ଜାମର ୨,୩୨୮ ଅଙ୍ଗନୱାଡି କେନ୍ଦ୍ରରେ ତାଲା

ଛତ୍ରପୁର,୨୪ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ୫,୧୬୧ଟି ଅଙ୍ଗନୱାଡି କେନ୍ଦ୍ର ରହଥିବା ବେଳେ ସେଥିମଧ୍ୟରୁ ୨,୩୨୮ ଟି କେନ୍ଦ୍ରରେ ଗତ ୩ ଦିନ ହେଲା ତାଲା ପଡିଛି । ଫଳରେ ଉକ୍ତ କେନ୍ଦ୍ରର ଶିଶୁମାନଙ୍କ ପାଠପଢା ବନ୍ଦ ଥିବା ବେଳେ ସେମାନେ ବିଭିନ୍ନ...

ଜାନିବିଲି ଯନ୍ତ୍ରଣାରେ ବ୍ରହ୍ମପୁରବାସୀ ହନ୍ତସନ୍ତ

ବ୍ରହ୍ମପୁର ଅଫିସ,୨୪। ୧୧: ରେଶମ ସହର ବ୍ରହ୍ମପୁରରେ ବହୁ ବର୍ଷରୁ ଲାଗି ରହିଥିବା ଜଳ ସଙ୍କଟର ସ୍ଥାୟୀ ସମାଧାନ ଏବଂ ପ୍ରତିଦିନ ୨୪ ଘଣ୍ଟିଆ ବିଶୁଦ୍ଧ ପିଇବା ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଯୋଜନା ଜାନିବିଲି...

ଏମ୍‌ବିବିଏସ୍‌ ଛାତ୍ରୀଙ୍କୁ କାମୁଡ଼ି ଡାକ୍ତର ଗିରଫ

ବ୍ରହ୍ମପୁର ଅଫିସ,୨୪ା୧୧: ବ୍ରହ୍ମପୁର ବଡ଼ ମେଡିକାଲ ପରିସରରେ ଜଣେ ଡାକ୍ତର ଏମ୍‌ବିବିଏସ୍‌ର ଶେଷବର୍ଷ ଛାତ୍ରୀଙ୍କୁ କାମୁଡ଼ି ରକ୍ତାକ୍ତ କରି ଦେଇଛନ୍ତି। ଏହି ଘଟଣା ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ପୀଡ଼ିତା ଛାତ୍ରୀଙ୍କ ଅଭିଯୋଗ କ୍ରମେ ବୈଦ୍ୟନାଥପୁର ଥାନା ପୋଲିସ ମାମଲା...

ବେଗୁନିଆପଡ଼ା ବିଜେଡି ସଭାପତି ହେଲେ ସୀମାଞ୍ଚଳ ସାମଲ

ବେଗୁନିଆପଡ଼ା,୨୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକରେ ନୂତନ ଭାବେ ବିଜୁ ଜନତା ଦଳର ବ୍ଲକ ସଭାପତି ଚୟନ କରାଯାଇଛି। ଗଞ୍ଜାମ ଜିଲା ସଭାପତି ରମେଶ ଚ୍ୟାଉପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବେଗୁନିଆପଡ଼ା ବ୍ଲକ ସଭାପତି ଭାବେ ସୀମାଞ୍ଚଳ ସାମଲଙ୍କୁ ଏହି ପଦବୀ...

୧୦ କେନ୍ଦ୍ରରେ ମାଟ୍ରିକ ସମ୍ମେଟିଭ ପରୀକ୍ଷା ଦେଲେ ୧୯୦୮ ପରୀକ୍ଷାର୍ଥୀ

ବେଗୁନିଆପଡ଼ା,୨୩ା୧୧(ଡି.ଏନ୍‌.ଏ.): ବୁଧବାରଠାରୁ ଆରମ୍ଭ ହୋଇଛି ଦଶମ ଶ୍ରେଣୀ ସମ୍ମେଟିଭ ପରୀକ୍ଷା। ଗଞ୍ଜାମ ଜିଲା ବେଗୁନିଆପଡ଼ା ଓ କୋଦଳାରେ ରାଜ୍ୟରେ ମୋଟ୍‌ ୧୯୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଉଥିବା ବେଳେ ୪୧ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା ସୂଚନା ମିଳିଛି। ଏହି ବ୍ଲକର ଶାଙ୍କୁଡ଼ାସ୍ଥିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri