ଗଞ୍ଜାମ

ପାଖେଇ ଆସୁଛି ଗୋପାଳପୁର ବେଳାଭୂମି ମହୋତ୍ସବ: ସମ୍ପୂର୍ଣ୍ଣ ହୋଇନି ରାସ୍ତା,ଆଲୋକୀକରଣ କାର୍ଯ୍ୟ

ଗୋପାଳପୁର,୧୭।୧୨,(ଡି.ଏନ୍‌.ଏ.): ଗୋପାଳପୁର ବେଳାଭୂମିକୁ ଅଧିକ ଆକର୍ଷଣୀୟ କରିବା ନିମନ୍ତେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ସୌନ୍ଦର୍ଯ୍ୟକରଣ କରାଯାଉଛି। ବିଗତ ଦୁଇ ବର୍ଷ ହେବ କରୋନା ମହାମାରୀ କାରଣରୁ ଗୋପାଳପୁର ବେଳାଭୂମିକୁ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ବଟେଶ୍ୱର ଶୈବପୀଠ

ଗଞ୍ଜାମ,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜାତୀୟ ରାଜପଥ ହୁମାଠାରୁ ମାତ୍ର ୩କିମି ରାସ୍ତା ପରେ ପଡିବ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ପୀଠ। ଅନ୍ୟାନ୍ୟ ଋତୁ ସମେତ ଶୀତରିତୁ ଆସିବାମାତ୍ରେ ସେଠାରେ ପ୍ରବଳ ଭିଡ଼ ଜମିଥାଏ। ଝାଉଁ ଜଙ୍ଗଲ ମଧ୍ୟରେ ଥିବା ଏହି...

ବ୍ରିଜ୍‌କୁ ପିଟି ହୋଇ ଓଲଟିଲା କାର୍‌, ବୃଦ୍ଧାଙ୍କ ଜୀବନ ଗଲା

ବେଗୁନିଆପଡ଼ା,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡାଠାରୁ ଭେଜିପୁଟ ରାସ୍ତାର ସୁମଣ୍ଡଳ ନିକଟସ୍ଥ ମା’ କାଳୀ ମନ୍ଦିର ପାଖରେ ଥିବା ବ୍ରିଜରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ କାର୍‌ ଭାରସାମ୍ୟ ହରାଇ ବ୍ରିଜକୁ ଧକ୍କା ଦେବା ପରେ ରାସ୍ତା...

ଜୋନାଲସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା: ଭାଗ ନେଲେ ୩୦୦ ପ୍ରତିଯୋଗୀ

ବେଗୁନିଆପଡ଼ା,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକସ୍ଥିତ ବାପୁଜୀ ଷ୍ଟାଡିୟମଠାରେ ୩ଟି ବ୍ଲକର ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଜୋନାଲସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶନିବାର କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ...

ଜଗନ୍ନାଥ ଦର୍ଶନ ସାରି ରାତିରେ ଫେରିଥିଲେ: ସକାଳୁ ମିଳିଲା ମୃତଦେହ

ପୁରୁଷୋତ୍ତମପୁର,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠରେ ଥିବା କାଳୀମନ୍ଦିର ଛକ ପୋଖରୀରେ ବୁଡି ଜଣେ ଯୁବକଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ଆସିକା ନୂଆଁଗାର ଚିତ୍ତରଞ୍ଜନ ବିଷୋଇ(୪୦) । ଚିତ୍ତରଞ୍ଜନ ଗତ କିଛି ଦିନହେଲା ପୁରୁଷୋତ୍ତମପୁରରେ ଥିବା...

ହତ୍ୟା ଉଦ୍ୟମ ମାମଲା, ୨ ଅଭିଯୁକ୍ତ ଜେଲ ଗଲେ

ବ୍ରହ୍ମପୁର ଅଫିସ,୧୭ା୧୨: ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ବଡବଜାର ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପ୍ରହଲ୍ଲାଦ ନଗର ୪ର୍ଥ ଲାଇନର ସମୀର ଜେନା ଓ ପୁରୁଣା ବ୍ରହ୍ମପୁର ନିକଟସ୍ଥ ଆଇନାବନ୍ଧ ସାହିର ଜିତେନ୍ଦ୍ର...

ପଇଡ଼ରେ ନିଶା ଦେଇ ଦୁଇ ଯାତ୍ରୀଙ୍କଠୁ ଲୁଟ୍‌

ବ୍ରହ୍ମପୁର ଅଫିସ,୧୭ା୧୨: ପୁରୀ- ଗୁଣପୁର ଟ୍ରେନରେ ଏବେ ଲୁଟେରା ସକ୍ରିୟ ହୋଇଛନ୍ତି। ପୁଣି ପଇଡ଼ରେ ନିଶା ଦେଇ ୨ଯାତ୍ରୀଙ୍କୁ ଲୁଟିଛନ୍ତି। ୧୫ଦିନ ମଧ୍ୟରେ ସମାନ ଢଙ୍ଗରେ ଦୁଇଟି ଲୁଟ୍‌ ଘଟଣା ସାମନାକୁ ଆସିଥିବାରୁ ଲୋକେ ଉକ୍ତ ଟ୍ରେନରେ ଯାତ୍ରା କରିବାକୁ...

ବିଶ୍ୱବିଦ୍ୟାଳୟ ଜମି ହସ୍ତାନ୍ତରକୁ ବିରୋଧ

ବ୍ରହ୍ମପୁର ଅଫିସ,୧୭ା୧୨( ନରସିଂହ ସାହୁ): ବ୍ରିଟିଶ ଶାସନରେ ହୋଇଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ ସମ୍ପ୍ରସାରଣ ପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନ ୨୫ ଏକର ଜମି ରାଜସ୍ବ ବିଭାଗକୁ ତୁରନ୍ତ ହସ୍ତାନ୍ତର ଲାଗି ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ଏହି ମର୍ମରେ ବିଶ୍ୱବିଦ୍ୟାଳୟକୁ...

ବେଳାଭୂମି ମହୋତ୍ସବରେ ଲାଗିବ ୪୦ ସିିସି କ୍ୟାମେରା

ବ୍ରହ୍ମପୁର,୧୭ା୧୨: ଗଞ୍ଜାମ ଜିଲାର ଲୋକକଳା, ସଂସ୍କୃତି ଓ ପରମ୍ପରାକୁ ପ୍ରାଧାନ୍ୟ ଦେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆସନ୍ତା ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏ ନେଇ ଏକ ବୈଠକ ଶୁକ୍ରବାର...

୩୮ ବର୍ଷର ପୁଅଙ୍କୁ ବିଷ ଦେଇ ନିଜେ ବିଷ ପିଇଲେ ମା’

ଗଞ୍ଜାମ,୧୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ବୋରିଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିିଛି l ଏଠାରେ ଜଣେ ମା’ ନିଜ ପୁଅଙ୍କୁ ବିଷ ଦେଇ ନିଜେ ବିଷ ପିଇ ଆତ୍ମହତ୍ୟା କରିଥିବା ସ୍ଥାନୀୟ ଅଞ୍ଚଳରେ...

ହାତୀ ଘଉଡ଼ାଇବାକୁ ଯାଇ ହାବୁଡ଼ରେ ପଡ଼ିଗଲେ

ଭଞ୍ଜନଗର,୧୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜ ବାରଦଣ୍ଡାର ଜଣେ ଚାଷୀ ଗୁରୁବାର ରାତିରେ ହାତୀ ଘଉଡ଼ାଇବାକୁ ଯାଇ ଆହତ ହୋଇଛନ୍ତି। ସେ ହେଲେ ଉଦୟ ପ୍ରଧାନ (୬୪)। ତାଙ୍କୁ ଭଞ୍ଜନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଛି...

କ୍ରୀଡ଼ା ପ୍ରତିଯୋଗିତା: ଭାଗନେଲେ ୨୧ ସ୍କୁଲର ଛାତ୍ରୀଛାତ୍ର

ଗଞ୍ଜାମ,୧୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନିଷ୍ଟାଡିୟମରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକସ୍ତରୀୟ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଇଓ ଭାଗୀରଥି ବେହେରା, ଏବିଇଓ ବିଜୟ କୁମାର ବେହେରା, ପ୍ରଧାନ ଶିକ୍ଷୟିତ୍ରୀ ଏସ୍‌. ରାଜଲକ୍ଷ୍ମୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri