ଗଞ୍ଜାମ

ପୋଖରୀରେ ବୁଡି ଶିଶୁ ପୁତ୍ର ମୃତ ଘଟଣା: ସହାୟତାର ହାତ ବଢ଼େଇଲେ

ଗଞ୍ଜାମ,୨୯।୧୧(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗାଁ ପୋଖରୀରେ ବୁଡି ଜଣେ ଅଢେଇ ବର୍ଷର ଶିଶୁ ପୁତ୍ରଙ୍କ ମୃତ୍ୟୁ ଘଟିଛିା l ସେହି ଗାଁରେ ଭଡାରେ ରହୁଥିବା ସୁମୁନାଥ ପାତ୍ରଙ୍କ ପୁଅ ବନ୍ଧ ପାଖରେ ବୁଲୁ ଥିବା ବେଳେ...

ମାଲିକଙ୍କ ଆଖି ଆଗରେ ଜଳିଲା କଣ୍ଟେନର

ଗୋପାଳପୁର,୨୯ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅଧୀନ କନିଶିହାଟ ନିକଟ ରାସ୍ତାରେ ଏକ କଣ୍ଟେନର ହୁତହୁତ ହୋଇ ଜଳି ଯାଇଛି। କଣ୍ଟେନରକୁ ମାଲିକ ସାୱନ ଚୌଧୁରୀ ନିଜେ ଚଳାଉଥିବା ବେଳେ ସେ...

‘ଦିବ୍ୟାଙ୍ଗ ଅଧିକାର ଅଧିନିୟମ ସଠିକ୍‌ କାର୍ଯ୍ୟକାରୀ ହେଉ’

ଭଞ୍ଜନଗର,୨୯ା୧୧(ବାବୁଲା ପ୍ରଧାନ): ବିଶ୍ୱ ଭିନ୍ନକ୍ଷମ ଦିବସ ଅବସରରେ ଓଡ଼ିଶା ବିକଳାଙ୍ଗ ମଞ୍ଚ ଓ ବାର୍ଡ ମିଳିତ ସହଯୋଗରେ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ପଞ୍ଚାୟତ ସଭାଗୃହରେ ଶନିବାର ‘ଆମ ଅଧିକାର ଆମକୁ ଦିଅ’ ଉପରେ ଏକ ଖବରଦାତା ସମ୍ମିଳନୀ...

ଅଗ୍ନିକାଣ୍ଡରେ ୧୦ ଘର ପୋଡି ପାଉଁଶ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗରୁଡ଼ୁଗାଁରେ ଶୁକ୍ରବାର ରାତିରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡିଯାଇଛି। ଖବରପାଇ ଭଞ୍ଜନଗର ଦମକଳ ବାହିନୀ...

ସଚେତନତା ବଢ଼ିଲେ, ଦୁର୍ଘଟଣାହାର କମିବ: ଗାଡି ଚାଳକଙ୍କୁ ସଚେତନ କରାଇଲେ ମହିଳା

ଭଞ୍ଜନଗର,୨୯/୧୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବ ପକ୍ଷରୁ ଭଞ୍ଜନଗର ବେଲଗୁଣ୍ଠା ରୋଡ ନୂଆଗାଁ ସେତୁ ଉପରେ ଶୂନ୍ୟ ମୃତାହତ ପକ୍ଷ ଅବସରରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେଠାରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ...

ଅନ୍ୟ ଜାତିର ଝିଅକୁ ବିବାହ କରିବାରୁ ଅତିରିକ୍ତ ତହସିଲଦାରଙ୍କ ପରିବାରକୁ କଲେ ବାସନ୍ଦ, ଅଭିଯୋଗ ପରେ…

ଛତ୍ରପୁର, ୨୮।୧୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆସିକା ଅତିରିକ୍ତ ତହସିଲଦାର ସୌଦାଗର ବେହେରା ଅନ୍ୟ ଜାତିର ଝିଅକୁ ବିବାହ କରିବାରୁ ତାଙ୍କୁ ଏବଂ ତାଙ୍କର ପରିବାରକୁ କୈବର୍ତ୍ତ୍ୟ ସମାଜ କୂଳରୁ ବାସନ୍ଦ କରାଯାଇଥିବା ଛତ୍ରପୁର ଥାନାରେ ଏକ ଅଭିଯୋଗ...

ଥିବାଙ୍କୁ ଦାୟିତ୍ୱ ନାହିଁ, ଡେପୁଟେଶନକୁ ଗୁରୁତ୍ୱ: ଭଞ୍ଜନଗର ଆରଡିରେ ମନ୍ଥର ଗତିରେ ଚାଲିଛି ଉନ୍ନୟନ କାର୍ଯ୍ୟ

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ଅଧିକ୍ଷଣ ଯନ୍ତ୍ରୀଙ୍କ ଅଧିନରେ ଚାଲୁଥିବା ଅନେକ ପ୍ରକଳ୍ପ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଦାୟିତ୍ୱରେ ଥିବା ଅଧିକାରୀମାନେ ନିୟମିତ କାମଗୁଡିକ ତଦାରଖ କରୁନାହାନ୍ତି । ଅନ୍ୟପଟେ ଅଧିକାରୀ ଏବଂ ଠିକାଦାର...

ଭଞ୍ଜନଗର ଥାନାରେ ସିବିଆଇ ଟିମ୍‌: ପୋଲିସ ଏସଆଇ ପରୀକ୍ଷା ଦୁର୍ନୀତିର …

ଭଞ୍ଜନଗର,୨୮।୧୧(ବାବୁଲା ପ୍ରଧାନ): ଓଡ଼ିଶା ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏ ନେଇ ପ୍ରଥମେ ପୋଲିସ ଘଟଣାର ତଦନ୍ତ କରିଥିଲା। ପରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିଲା। କିନ୍ତୁ ଘଟଣାର ଅଧିକ ତଦନ୍ତ ପାଇଁ ରାଜ୍ୟ ସରକାର...

ପାଟପୁରରେ ଏମ୍‌ପି ଖେଳ ମହୋତ୍ସବ

ଦିଗପହଣ୍ଡି,୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ସ୍ତରୀୟ ଏମ୍‌ପି ଖେଳ ମହୋତ୍ସବ ଶୁକ୍ରବାର ପାଟପୁର କଲେଜ ମିନି ଷ୍ଟାଡିୟମ ଓ ଗୌତମୀ ହାଇସ୍କୁଲ ଖେଳ ପଡ଼ିଆ ପରିସରରେ ଆରମ୍ଭ ହୋଇଛି। ପାଟପୁର ମିନି ଷ୍ଟାଡିୟମ ଠାରେ ବିଡିଓ...

ଭଞ୍ଜ ଟ୍ରଫି ୨୦୨୫: ହାଇଦ୍ରାବାଦକୁ ହରାଇ ଫୁଲବାଣୀ ସେମିରେ

ଭଞ୍ଜନଗର,୨୮।୧୧(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ସର୍ବ ଭାରତୀୟ ଭଞ୍ଜ ଟ୍ରଫି ୨୦୨୫ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚାଲିଛି। ଶୁକ୍ରବାର ଗ୍ରୁପ ବିର ଦ୍ୱିତୀୟ କ୍ୱାଟର ଫାଇନାଲ ମ୍ୟାଚ ଫୁଲବାଣୀ ଜେଡି କ୍ଲବକୁ ହାଇଦ୍ରାବାଦ ତେଲେଙ୍ଗାନା ପୋଲିସ...

ବିଦେଶୀ ପକ୍ଷୀ ସ୍ୟାଣ୍ଡ ପ୍ଲୋଭର ଗୋଡ଼ରେ ଅଜଣା ଟ୍ୟାଗ

ଛତ୍ରପୁର, ୨୮ା୧୧(ଦିଲ୍ଲୀପ ସାମଲ): ରୁଷିକୂଲ୍ୟା ମୁହାଣରେ ଉଡି ବୁଲୁଥିବା ବେଳେ ଏକ ବିଦେଶୀ ପକ୍ଷୀ ଗୋଡରେ ଟ୍ୟାଗ୍‌ ବନ୍ଧା ଯାଇଥିବା ଜଣାପଡିଛି। ସ୍ଥାନୀୟ ପରିବେଶବିତ ରବିନ୍ଦ୍ରନାଥ ସାହୁ ତାଙ୍କ କ୍ୟାମେରାରେ ଏହାକୁ ଉତ୍ତୋଳନ କରିଛନ୍ତି। ଏହି ପକ୍ଷୀଟି ସ୍ୟାଣ୍ଡ ପ୍ଲୋଭର...

ଦିଗପହଣ୍ଡିର ସ୍ବୟଂ ସହାୟିକା ରାଜ୍ୟସ୍ତରରେ ସମ୍ମାନିତ

ଦିଗପହଣ୍ଡି,୨୭।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗ୍ରାମର ଶ୍ରୀ ଗଣେଶ ମହିଳା ସୟଂ ସହାୟିକା ଗୋଷ୍ଠୀର ପ୍ରମୁଖ ସଦସ୍ୟା ବିନୁ କୁମାରୀ ଗୌଡ଼ ରାଜ୍ୟସ୍ତରରେ ସମ୍ମାନିତ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ବହୁମୁଖି କଲ୍ୟାଣ ମଣ୍ଡପ ପରିସରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri