କଇଁଚଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ
ଗଞ୍ଜାମ,୨୩ା୩(ବିଦ୍ୟାଧର ସାହୁ): ଋଷିକୁଲ୍ୟା ମୁହାଁଣରେ ଏକ ମାସ ପରେ ପୁଣି ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୩୮ ହଜାର ୭୭୯ ଓ ଦ୍ୱିତୀୟ ଦିନରେ ୩୯ ହଜାର ୫୨୧ ମା’ କଇଁଚ ଅଣ୍ଡାଦାନ କରିଛନ୍ତି।...
ଗଞ୍ଜାମ,୨୩ା୩(ବିଦ୍ୟାଧର ସାହୁ): ଋଷିକୁଲ୍ୟା ମୁହାଁଣରେ ଏକ ମାସ ପରେ ପୁଣି ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୩୮ ହଜାର ୭୭୯ ଓ ଦ୍ୱିତୀୟ ଦିନରେ ୩୯ ହଜାର ୫୨୧ ମା’ କଇଁଚ ଅଣ୍ଡାଦାନ କରିଛନ୍ତି।...
ସୋରଡ଼ା,୨୩ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହେବା ଘଟଣାର ଛାନଭିନ ଜାରି ରଖିଛି ପୋଲିସ। ତଦନ୍ତ ପରେ ପୋଲିସ ମୃତକଙ୍କ ପରିଚୟ ପାଇଛି। ସେ ଜଣେ ନାବାଳିକା। ଖବର...
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର-ଆସିକା ୩୨୬ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଗାଁ ପୋଲ ଉପରେ ରବିବାର ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଧର୍ମରାୟପୁର...
ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର ଦାଦନ ଶ୍ରମିକ ଏ.ଯୋଗେନ୍ଦ୍ର ପାତ୍ର (୪୫) ଟ୍ରେନରୁ ଖସି ମୃତ୍ୟୁ ବରଣ କରିଛନ୍ତି। ରାଜେନ୍ଦ୍ର ପ୍ରାୟ ୬ ମାସ ପୂର୍ବେ କାମ କରିବାକୁ ମହାରାଷ୍ଟ୍ର ଯାଇଥିଲେ। ସେ...
ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀ ରାମଦୟା ପରିଷଦ ଶାଖା ଆନୁକୂଲ୍ୟରେ ବଜାର ସିଂହଦ୍ଵାର ଛକଠାରେ ଆସନ୍ତା ଏପ୍ରିଲ ୧୮ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ନବଦିନାତ୍ମକ ଶ୍ରୀ ରାମଚରିତ ମାନସ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ରବିବାର...
ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ବନ୍ୟପ୍ରାଣୀ ଶିକାର ଏବଂ କାଠଚୋରି ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବୈଷୟିକ ଜ୍ଞାନ କୌଶଳର ସହାୟତା ନିଆଯାଉଛି। ତେଣୁ ରାଜ୍ୟର ସମସ୍ତ ଜଙ୍ଗଲରେ ଏଆଇ କ୍ୟାମେରା ଲଗାଇବା ପାଇଁ ପଦକ୍ଷେପ...
ଛତ୍ରପୁର, ୨୩।୩( ଦିଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଟ ବଗଡ଼ ଗ୍ରାମ ନିକଟରେ ଭାଜପାର ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଟାଙ୍ଗଣାପଲ୍ଲୀ ସରପଞ୍ଚ ବି. ସୁଦାମ, ସମିତି...
ଛତ୍ରପୁର, ୨୩।୩(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜ଼ିଲା ସୋରଡ଼ାରେ ପିପଳପଙ୍କାରେ ଋଷିକୂଲ୍ୟା ନଦୀର ଜଳକୁ ଅଟକାଇ ଏକ ଡ୍ୟାମ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିରୋଧ କରି ଋଷିକୂଲ୍ୟା ସୁରକ୍ଷା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗତ...
ଭଞ୍ଜନଗର,୨୩ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ୬ଟି ବିଦେଶୀ ମଦ ଦୋକାନରୁ ଇତି ମଧ୍ୟରେ ଚୋରି ହୋଇଥିଲା। ଦୁର୍ବୃତ୍ତମାନେ ଜିଲାର ରମ୍ଭା, ଛତ୍ରପୁର, ବେଗୁନିଆପଡ଼ା, ଗଞ୍ଜାମ, ଭଞ୍ଜନଗର ଥାନା ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ମଦ ଦୋକାନରୁ ଚୋରି କରି ଚାଲିଥିଲେ।...
ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ ): ଆସନ୍ତା ୨୫ରୁ ଆରମ୍ଭ ହେବ ଗଞ୍ଜାମ ଜିଲା ପ୍ରସିଦ୍ଧ ମା କାଳୀଙ୍କ ଦଣ୍ଡଯାତ୍ରା l ଏଥିପାଇଁ ଗଞ୍ଜାମ ସହର ସମେତ ଆଖପାଖ ଅଞ୍ଚଳ ଚଳଚଞ୍ଚଳ ହୋଇ ଉଠିଛି। କିଛି ସ୍ଥାନରେ ତେର ଦିନିଆ ଆଉ କିଛି...
ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଆସନ୍ତା ଏପ୍ରିଲ ପହିଲାରୁ ୧୩ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡନାଚ ପରିବେଷଣ ହେବ। ଏହିଭଳି ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ବିଭିନ୍ନ ସ୍ଥାନରେ ଦଣ୍ଡନାଚ ହେବ। ତେଣୁ ରବିବାର ଭଞ୍ଜନଗର ଥାନାରେ ଆମ ପୋଲିସ ସମିତିର...
ଜୟପୁର,୨୩।୩: ଦୀର୍ଘ ୧୪ଘଣ୍ଟା ପରେ ଅପହୃତ ବ୍ୟବସାୟୀ ଉଦ୍ଧାର। କୋରାପୁଟ ଜିଲା ବିସିଂପୂର ଥାନା ଅନ୍ତର୍ଗତ କିରମଗୁଡ଼ା ଗାର ଦୁର୍ଗମ ପାହାଡ଼ିଆ ଇଲକାର ଏକ ଘରେ ନେଇ ତାଙ୍କୁ ରଖା ଯାଇଥିଲା। ଅପହୃତ ବ୍ୟବସାୟୀ ଏ.କ୍ରିଷ୍ଣା ରାଓଙ୍କ ସୂଚନା ଅନୁସାରେ...