ଗଞ୍ଜାମ

ରାତିଅଧିଆ ପଞ୍ଚାୟତ ସମିତି ବୈଠକ ବାତିଲ: ଜନପ୍ରତିନିଧିଙ୍କ ତୀବ୍ର ଅସନ୍ତୋଷ

ପୁରୁଷୋତ୍ତମପୁର,୧୮।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ହେବାନେଇ ଶୁକ୍ରବାର ଦିନ ଧାର୍ଯ୍ୟ ହୋଇଥିଲା। ହେଲେ ବୈଠକକୁ ରାତିଅଧିଆ ବାତିଲ କରିଦିଆଯାଇଛି। ଏହାକୁ ନେଇ ଜନପ୍ରତିନିଧିଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଅନ୍ୟପକ୍ଷେ ବୈଠକରେ ଯୋଗଦେବା ନେଇ ଅଧିକାଂଶ ସରପଞ୍ଚ,...

ଡିଜିଟାଲ ଡୋର୍‌ ନମ୍ବର ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ସର୍ଭେ ଆରମ୍ଭ

ସୋରଡ଼ା,୧୮ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ସହରରେ ବହୁ ପ୍ରତୀକ୍ଷିତ ଡିଜିଟାଲ ଡୋର୍‌ ନମ୍ବର (DDN) ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବା ପାଇଁ ସୋରଡ଼ା ଏନ୍‌ଏସି ଓ୍ବାର୍ଡ ଅନୁଯାୟୀ ସର୍ଭେ ଆରମ୍ଭ କରିଛି। ନୂତନ ସିଷ୍ଟମରେ, ପ୍ରତ୍ୟେକ ଘରକୁ ୧୪ ଅଙ୍କ ବିଶିଷ୍ଟ...

ତିନି ସମବାୟ ସଂସ୍ଥା ଉପସଭାପତି ହେବେ ମହିଳା

ବ୍ରହ୍ମପୁର ଅଫିସ,୧୮ା୧୧: ବ୍ରହ୍ମପୁରର ୩ ସମବାୟ ସଂସ୍ଥା ବିସିସି ବ୍ୟାଙ୍କ, ଗଞ୍ଜାମ ଜିଲା ସମବାୟ ସଂଘ ଓ ଆଞ୍ଚଳିକ ବାଣିଜ୍ୟ ସମବାୟ ସମିତି (ବିଆରଏମ୍‌ସିଏସ୍‌)ସଭାପତି ନିର୍ବାଚନ ସରିଛି। ଏହି ୩ କେନ୍ଦ୍ରୀୟ ସମବାୟ ଅନୁଷ୍ଠାନ ଉପସଭାପତି ନିର୍ବାଚନପାଇଁ ପୁଣି ସମବାୟ...

ଆବର୍ଜନାରେ ପୋତି ହୋଇଛି ରାୟଗୁରୁ ମଠ ବନ୍ଧ

ବ୍ରହ୍ମପୁର ଅଫିସ,୧୮।୧୧: ବ୍ରହ୍ମପୁର ସହରରେ ଅନେକ ଜଳାଶୟ ଏବେ ଆବର୍ଜନାପୂର୍ଣ୍ଣ ହୋଇ ପାଣି ଦୂଷିତ ହୋଇଛି। ସହରରେ ପ୍ରାୟ ୪୨ଜଳାଶୟ ରହିଛି। ଏହି ଜଳାଶୟର ପାଣିକୁ ସ୍ଥାନୀୟ ବାସିନ୍ଦା ଦୈନନ୍ଦିନ କାର୍ଯ୍ୟଠାରୁ ଆରମ୍ଭ କରି ନିତ୍ୟକର୍ମ ନିମନ୍ତେ ବ୍ୟବହାର କରିଥାନ୍ତି।...

ପରିବା ଟ୍ରକ୍‌ ଓଲଟି ମହାରାଷ୍ଟ୍ରର ୨ ମୃତ

ଭଞ୍ଜନଗର,୧୮ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତାରାସିଂଙ୍ଗ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ପରିବା ବୋଝେଇ ଟ୍ରକ୍‌ ଗଛରେ ପିଟି ହୋଇଯିବାରୁ ଡ୍ରାଇଭର ଏବଂ ହେଲ୍ପରଙ୍କ ମୃତ୍ୟୁ ଘଟିଛି। ମୃତ ଦ୍ୱୟଙ୍କ ଘର ମହାରାଷ୍ଟ୍ରରେ...

ବିତାଡ଼ିତ ହେଲେ ୧୨ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ, ୧୮ା୧୧:ଗଞ୍ଜାମ ଜିଲା ବ୍ରହ୍ମପୁର ସହରର ଏକ ଖ୍ୟାତିସମ୍ପନ୍ନ ପୁରାତନ ସରକାରୀ ମହାବିଦ୍ୟାଳୟ କ୍ୟାମ୍ପସରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରାଯିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ସମ୍ବେଦନଶୀଳ ଘଟଣାରେ ସମ୍ପୃକ୍ତ ଥିବା...

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ବିଦା ହେଲେ ୧୨ ଛାତ୍ର

ବ୍ରହ୍ମପୁର ଅଫିସ,୧୭।୧୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରର ଏକ ସରକାରୀ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚାରଣ କରାଯାଇଥିବା ଭିଡିଓ ବୁଧବାର ଭାଇରାଲ ହେବା ପରେ ବ୍ରହ୍ମପୁର ବଡବଜାର ପୋଲିସ ୫ଜଣ ଛାତ୍ରଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୩ଜଣ ସାବାଳକ...

ମହିଳା ଆଇନଜୀବୀ, କୋର୍ଟ ସିଏସ୍‌ଆଇଙ୍କୁ ଆକ୍ରମଣ: ତେଜିଲା ଅଭିଯୁକ୍ତଙ୍କ ଗିରଫ ଦାବି

ଭଞ୍ଜନଗର,୧୭।୧୧(ଡି.ଏନ୍‌.ଏ.): ଭଞ୍ଜନଗର ବାର୍‌ ଆସୋସିଏଶନର ବରିଷ୍ଠ ମହିଳା ଆଇନଜୀବୀ ଅଭାଙ୍ଗିନୀ ବିଷୋୟୀ, କୋର୍ଟର ପୂର୍ବତନ ସିଏସ୍‌ଆଇ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ସମେତ ୫ଜଣଙ୍କୁ ବୁଧବାର ରାତିରେ କେତେଜଣ ଯୁବକ ଆକ୍ରମଣ କରିଛନ୍ତି। ଏଥିରେ ରାଜେନ୍ଦ୍ରଙ୍କ ହାତ ଭାଙ୍ଗି ଯାଇଥିବା ବେଳେ...

ଅଙ୍ଗନଓ୍ବାଡି କେନ୍ଦ୍ରରେ ବଢୁଛି ପିଲାଙ୍କ ଉପସ୍ଥାନ

ସୋରଡ଼ା,୧୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ଆଦିବାସୀ ବହୁଳ ଗୋଛା ଅଞ୍ଚଳର ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଏବେ ଶିଶୁମାନଙ୍କର ଉପସ୍ଥାନ ପ୍ରତ୍ୟହ ବଢୁଥିବା ଲକ୍ଷ୍ୟ କରାଯାଉଛି। ବିଦ୍ୟାଳୟ ପୂର୍ବ ଶିକ୍ଷା କାର୍ଯ୍ୟକ୍ରମକୁ ତ୍ୱରାନିତ କରିବାକୁ ଯାଇ ସେଠାକାର କେନ୍ଦ୍ରଗୁଡ଼ିକରେ ଶିଶୁମାନଙ୍କୁ ନିଜେ...

ବିସିସି ବ୍ୟାଙ୍କ ସଭାପତି ହେଲେ ଶିବରାମ ପାତ୍ର

ବ୍ରହ୍ମପୁର ଅଫିସ,୧୭ା୧୧: ବିସିସି (ବ୍ରହ୍ମପୁର ସମବାୟ କେନ୍ଦ୍ର) ବ୍ୟାଙ୍କ ସଭାପତି ନିର୍ବାଚନ ବୁଧବାର ଅନୁଷ୍ଠିତ ହୋଇଯାଇଛି। କୁକୁଡ଼ାଖଣ୍ଡି ୧୧ନଂ ଜୋନର ନିର୍ଦ୍ଦେଶକ ଶିବରାମ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପୂର୍ବାହ୍ନରେ ସର୍କିଟ ହାଉସଠାରେ ମନ୍ତ୍ରୀ ତଥା ବିଜେଡିର ଗଞ୍ଜାମ ଜିଲା...

ଆଦିବାସୀ ବହୁଳ ଗାଁରେ ପହଞ୍ଚି ଶାଗ ପଖାଳ ଖାଇଲେ ୫ ଶିକ୍ଷାନବୀଶ

ସୋରଡ଼ା,୧୬ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକକୁ ଆସିଥିବା ୫ ଶିକ୍ଷାନବୀଶ ବୁଧବାର ଆଦିବାସୀ ବହୁଳ ଗୋଛା ପଞ୍ଚାୟତରେ ପହଞ୍ଚି ବାଲାପଙ୍କା ଗ୍ରାମକୁ ଯାଇ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବୁଲିବା ସହ କେନ୍ଦ୍ର ପରିଚାଳକ କୁସୁମ ପଟ୍ଟନାୟକଙ୍କ ସହ ଶିଶୁ ବିକାଶ କାର୍ଯ୍ୟକ୍ରମ...

ପଞ୍ଚାୟତ ସମିତି ଅଧିବେଶନରେ ଷ୍ଟାଣ୍ଡିଂ କମିଟି ଗଠନକୁ ନେଇ ହଟ୍ଟଗୋଳ

ଗଞ୍ଜାମ,୧୬ା୧୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କନ୍‌ଫରେନ୍ସ ହଲ୍‌ଠାରେ ଚତୁର୍ଥ ପଞ୍ଚାୟତ ସମିତି ଅଧିବେଶନ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ବିଡିଓ ଜସ୍ମିନ ପ୍ରଧାନ ସ୍ବାଗତ ଭାଷଣ ଦେଇଥିବା ବେଳେ ଜିପିଓ ଶ୍ରୀକାନ୍ତ କୁମାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri