ଗଞ୍ଜାମ

୪୫ ଲକ୍ଷ ଟଙ୍କାର ବାଣ ଜବତ

ଆସିକା,୨୦ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ନଳବଣ୍ଟା ଗ୍ରାମରେ ଚାଲିଥିବା ବେଆଇନ ବାଣ କାରଖାନା ଉପରେ ପୋଲିସ ଗୁରୁବାର ଚଢ଼ାଉ କରିଥିଲା । ପୋଲିସ ସେଠାରୁ ବିଭିନ୍ନ ପ୍ରକାରର ପ୍ରାୟ ୪୫ ଲକ୍ଷ ଟଙ୍କାର ବାଣ ସହ ଏକ...

କାର୍ତ୍ତିକରେ ପରିବା ଦର ଆକାଶଛୁଆଁ

ଛତ୍ରପୁର,୨୦ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ସବୁ ଅଞ୍ଚଳରେ ଏବେ ପରିବା ଦର ଆକାଶଛୁଆଁ ହୋଇଛି। କାର୍ତ୍ତିକ ମାସ ସାଙ୍ଗକୁ ଗତ ସପ୍ତାହରେ ହୋଇଥିବା ଲଗାଣ ବର୍ଷା କାରଣରୁ ଜିଲାରେ ପରିବା ଚାଷ ବିଶେଷ ପ୍ରଭାବିତ ହୋଇଛି। ଯାହାର ସିଧାସଳଖ ପ୍ରଭାବ ପରିବା...

ଦୁର୍ଘଟଣାରେ ଚାଲିଗଲା ଯନ୍ତ୍ରୀଙ୍କ ଜୀବନ

ହିଞ୍ଜିଳିକାଟୁ,୨୦।୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପିତଳ ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ହରିଶଙ୍କରରୁ ଦର୍ଶନ ସାରି କାର୍‌ରେ ବ୍ରହ୍ମପୁର ଫେରୁଥିବା ବେଳେ କୌଣସି କାରଣ ବଶତଃ କାର୍‌ଟି ରାସ୍ତା ଉପରେ ଏକ...

କାର୍‌ ଧକ୍କାରେ ଚାଲିଗଲା ଗାଈ ଚରାଳିଙ୍କ ଜୀବନ

ସୋରଡା,୨୦।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ସୋରଡା ଜାତୀୟ ରାଜପଥ ନୂଆଗଡ ଗ୍ରାମ ନକଟରେ ଏକ କାର୍‌ ଧକ୍କାରେ ଗୁରୁବାର ଜଣେ ଗାଈ ଚରାଳିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସହଦେବ(୬୫)। ସୂଚନାଯୋଗ୍ୟ, ଦାରିଙ୍ଗବାଡି ନିକଟ ସୀମାନବାଡି ଗ୍ରାମର ଏସ ସୁନୀଲ...

ସରକାରଙ୍କ ଦୃଷ୍ଟି ଆଢୁଆଳରେ ପୁଇଁତୋଳା ଏମଇ ସ୍କୁଲ

ଗଞ୍ଜାମ,୨୦।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ ପୁଇଁତୋଳାଠାରେ ଥିବା ମଧ୍ୟ ଇଂରାଜୀ ବିଦ୍ୟାଳୟଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ଜଣାପଡିଛି l ଗ୍ରାମବାସୀଙ୍କ ଉଦ୍ୟମରେ ୧୯୯୪ରେ ସ୍ଥାପିତ ହୋଇଥିବା ଏହି ସ୍କୁଲଟି ନିଉ ଏଡେଡ଼...

ରାସ୍ତାକଡ଼ରେ ପଡ଼ି ଛଟପଟ ହେଉଥିଲା ଗାଇ: ସେବା କରି ମାନବିକତାର ପରିଚୟ ଦେଲେ ସ୍ବେଚ୍ଛାସେବୀ

ଗଞ୍ଜାମ,୨୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନ ବଜାରଠାରେ ଏକ ଗାଈ ଜରି ପଲିଥିନ ଖାଇ ହଠାତ ଅସୁସ୍ଥ ହୋଇ ପଡିଥିଲା l ଗାଈଟି ରାସ୍ତା ପାର୍ଶରେ ପଡି ଛଟପଟ ହେଉଥିବା ବେଳେ ସେହି ରାସ୍ତା ଦେଇ ଯାଉଥିବା ସ୍ଥାନୀୟ ଅଞ୍ଚଳର ସ୍ବେଚ୍ଛାସେବୀ...

ଜୁଆ ଖେଳ ଚାଲିଥିବା ବେଳେ ଗଞ୍ଜାମ ପୋଲିସର ଚଢ଼ାଉ: ୬ ଜୁଆଡି ଗିରଫ

ଗଞ୍ଜାମ,୧୯।୧୦(ଡି.ଏନ୍‌.ଏ.): ଦାମୋଦରପୁର ଗ୍ରାମ ନିକଟସ୍ଥ ଏକ ନିଛାଟିଆ ସ୍ଥାନରେ ଜୁଆ ଖେଳ ଚାଲିଥିବା ଖବର ପାଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ଆଇଆଇସି ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଅଚାନକ ଚଢ଼ାଉ କରାଯାଇଥିଲା l ଏଥିରେ ଜୁଆ ଆଡ୍ଡାରୁ ଛଅ...

୯ ବର୍ଷ ହେଲା ଆଇଆର୍‌ବି ବାଟାଲିୟନକୁ ଜମି ମିଳୁନି

ଭଞ୍ଜନଗର,୨୦।୧୦(ଡି.ଏନ.ଏ): ଇଣ୍ଡିଆନ ରିଜର୍ଭ ବାଟାଲିୟନ (ଆଇଆରବି)ର ୮ମ ସ୍ବତନ୍ତ୍ର କାର୍ଯ୍ୟାଳୟ ପାଇଁ କନ୍ଧମାଳ ଜିଲାରେ ଜମି ମିଳୁ ନ ଥିବାରୁ ୯ବର୍ଷ ହେଲା ସ୍ଥାୟୀ କୋଠା ହୋଇପାରୁନାହିଁ। ଅନ୍ୟପଟେ ଭଞ୍ଜନଗରରେ ଓଡ୍ରାଫ୍‌ ୟୁନିଟ୍‌ ଖୋଲିବା ପାଇଁ ମଧ୍ୟ ଜମି ମିଳୁନାହିଁ...

ବାଇକ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଦିଗପହଣ୍ଡି,୧୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସିଦ୍ଧେଶ୍ୱର ନୂଆ ସାହିରେ ଥିବା ପ୍ରାଥମିକ ସେବା ସମବାୟ ସମିତି ନିକଟରେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ଜୀବନ ଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସିଦ୍ଧେଶ୍ୱର...

ସ୍ତ୍ରୀଙ୍କୁ ଗୁଳି ମାରିଲେ ସ୍ବାମୀ

ଧରାକୋଟ,୧୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅନ୍ତର୍ଗତ ରୁଗୁମୁ ପଞ୍ଚାୟତର ରାଶିବାଡ଼ି ଗ୍ରାମରେ ରହୁଥିବା ସ୍ବାମୀ ମହାଦେବ ପାତ୍ର ଓ ସ୍ତ୍ରୀ ଶୈଳେନ୍ଦ୍ରୀଙ୍କ ମଧ୍ୟରେ ବୁଧବାର କୌଣସି କାରଣରୁ ନେଇ ବଚସା ହୋଇଥିଲା। ଉଭୟ ଜୀବିକା ଅନ୍ବେଷଣରେ...

ପ୍ରମାଣ ପତ୍ର ନ ଥିବାରୁ ଅପାଠୁଆ ରହିଲେ ପିଲା

ଧରାକୋଟ,୧୯ା୧୦(ଡି.ଏନ୍‌.ଏ.): ଧରାକୋଟ ଗ୍ରାମପଞ୍ଚାୟତର ଟାଟା କଲୋନୀ ବା ଘୋଡ଼ାପଲି ବାସିନ୍ଦା ଏବେ ଦୁର୍ଦ୍ଦଶା ମଧ୍ୟରେ କାଳ କାଟୁଛନ୍ତି। ମୁଣ୍ଡ ଗୁଞ୍ଜି ରହିଥିବା ଘର ହେଉ ବା ପିଲାଙ୍କ ପାଠପଢା ସବୁ କିଛି ସମସ୍ୟା ମଧ୍ୟରେ ଗତି କରୁଛି। ୧୯୯୦ ମସିହାର...

ଖୋଡ଼ାସିଂ ତୋରଣ ମୁଖ୍ୟ ଆକର୍ଷଣ

ବ୍ରହ୍ମପୁର ଅଫିସ,୧୯।୧୦: ରେଶମ ସହରରେ କାଳୀପୂଜା ଲାଗି ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ଆସନ୍ତା ୨୪ ତାରିଖରେ ମା’ କାଳୀଙ୍କ ପୂଜା ଆରମ୍ଭ ହେବ। ସହରରେ ମୁଖ୍ୟତଃ ଖୋଡ଼ାସିଂର କାଳୀପୂଜା ଜିଲା ପ୍ରସିଦ୍ଧ। ପୂର୍ବରୁ ଖୋଡ଼ାସିଂ ମୁଖ୍ୟ ରାସ୍ତାରେ ପୂଜା ହେଉଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri