ଗଞ୍ଜାମ

ଜୁଆଖେଳ ଉପରେ ବୁଗୁଡ଼ା ପୋଲିସର ନଜର

ବୁଗୁଡ଼ା,୪୧୦(ଡି.ଏନ୍‌.ଏ.): ବୁଗୁଡ଼ା ଥାନା ଅନ୍ତର୍ଗତ ବିଭିନ୍ନ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ପରମ୍ପରା ନାଁରେ ଆରମ୍ଭ ହୋଇଗଲାଣି ତାସଖେଳ ଏବଂ ଜୁଆଖେଳର ଆସର। କେତେକ ସ୍ଥାନରେ ମଜା ମଜଲିସରେ ଲୋକେ ତାସ ଖେଳୁଥିବା ବେଳେ ଆଉ କେତେକ ଜୁଆଖେଳରେ ପ୍ରଚୁର ଟଙ୍କା...

ମା’ ଖମ୍ବେଶ୍ୱରୀଙ୍କ ସୁନାବେଶ

ଆସିକା,୪ା୧୦(ଡି.ଏନ.ଏ.): ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ପୀଠରେ ଗତ ସୋମବାରଠାରୁ ଦେବୀଙ୍କ ଶାରଦୀୟ ନବରାତ୍ର ପୂଜା ଲାଗି ମନ୍ଦିର ପରିସର ଉତ୍ସବ ମୁଖରିତ ହୋଇଛି। ରବିବାରଠାରୁ ଦେବୀଙ୍କ ସୁନାବେଶ ଆରମ୍ଭ ହୋଇଛି । ଏହି ବେଶ ଚାରିଦିନ ଧରି...

ଦାଦନଙ୍କ ଗୋଡ଼, ହାତପାପୁଲି କାଟିଲେ ଦଲାଲ

ପାରଳାଖେମୁଣ୍ଡି,୪ା୧୦(ଡି.ଏନ୍‌.ଏ.):କିଛିବର୍ଷ ତଳେ କଳାହାଣ୍ଡି ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାତ କାଟି ଦିଆଯାଇଥିଲା। ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଶାଙ୍କ ମୁର୍ମୁଙ୍କ କ୍ଷେତ୍ରରେ ଏହାର ପୁନରାବୃତ୍ତି ହୋଇଛି। ଶାଙ୍କଙ୍କୁ ୪ ଜଣ ଦଲାଲ ଦାଦନ ଖଟିବାକୁ ଡାକି...

ଜୁଆ ଆଡ୍ଡା ଉପରେ ଚଢାଉ: ୫ ଗିରଫ,୧୪ ହଜାର ଜବତ

ହିଞ୍ଜିଳିକାଟୁ,୩।୧୦(ଡି.ଏନ.ଏ.): ହିଞ୍ଜିଳିକାଟୁ ପୌରାଞ୍ଚଳର ହିଞ୍ଜିଳି ମଠ ପଦର ସାହିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଚଢ଼ାଉ କରି ୫ ଜଣ ଜୁଆଡିଙ୍କୁ ଗିରଫ କରିଛି। ପୋଲିସ ଚଢ଼ାଉ ବେଳେ ଅନ୍ୟ କିଛି ଜୁଆଡି ଖସି...

ଟ୍ରେଜେରି ଅଫିସ ଷ୍ଟ୍ରଙ୍ଗରୁମ୍‌ରେ ରହିବ ହାତୀଦାନ୍ତ

ଛତ୍ରପୁର,୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଟ୍ରେଜେରି କାର୍ଯ୍ୟାଳୟର ଷ୍ଟ୍ରଙ୍ଗରୁମ୍‌ରେ ହାତୀଦାନ୍ତ ରଖିବାକୁ ସ୍ଥିର ହୋଇଛି । ଦୀର୍ଘ ୧୫ ବର୍ଷ ତଳେ ରମ୍ଭା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରେ ଏକ ଛୋଟ ହାତୀର ମୃତ୍ୟୁ ହୋଇଥିଲା। ତାର ୨ଟି...

ମାଲିକଙ୍କ ଗାଡ଼ି ହଡ଼ପ ଷଡ଼ଯନ୍ତ୍ର

ଖଲ୍ଲିକୋଟ,୩ା୧୦(ଡି.ଏନ.ଏ.):ମାଲିକର ବିଶ୍ୱାସରେ ବିଷ ଦେଇ ଜଣେ ଡ୍ରାଇଭର ଗାଡ଼ିକୁ ହଡପ କରିବା ପାଇଁ ନିଜେ ରଚିଥିଲା ମିଛ ଡକାୟତିର ଯୋଜନା। ଏହି ଘଟଣାର ଖଲ୍ଲିକୋଟ ପୋଲିସ ପର୍ଦ୍ଦାଫାସ କରି ଅଭିଯୁକ୍ତ ଡ୍ରାଇଭରଙ୍କୁ ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ...

ଟ୍ରାଫିକ୍‌ ଜଗିଛି ୪ ସାଧାରଣ ସିସି କ୍ୟାମେରା

ଛତ୍ରପୁର,୩ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ଟ୍ରାଫିକ୍‌ ମନିଟରିଂ ଏକ ପ୍ରକାର ଚ୍ୟାଲେଞ୍ଜ ହୋଇଛି। ସହରକୁ ଗଞ୍ଜାମ ସମେତ ଗଜପତି, କନ୍ଧମାଳ ଓ ଦକ୍ଷିଣ ଓଡିଶାର ବିଭିନ୍ନ ଜିଲାରୁ ଦୈନିକ ବହୁ ସଂଖ୍ୟାରେ ଯାନବାହନ ଆସିବା ସହ ହଜାର ହଜାର...

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ରବିବାର ମହାଷ୍ଟମୀ ପାଳନ କରାଯାଇଛି। ଏଥିଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ସେହିପରିି ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣକାଳୀଙ୍କ ପୀଠରେ ମଧ୍ୟ ଭିଡ ଜମିଥିଲା। ଭୋର ସାଢ଼େ ୪ଟାରେ...

କାର୍‌ ସିକ୍ରେଟ୍‌ ଚାମ୍ବରରୁ ୪.୬୬୪ କେଜି ସୁନା, ୧୮୫.୫ କେଜି ରୁପା ଜବତ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁରରେ ସୁନା ଓ ରୁପା ଚୋରା ଚାଲାଣ ବଢ଼ିବାରେ ଲାଗିଛି। ବିଭିନ୍ନ ସମୟରେ ବାହାର ରାଜ୍ୟରୁ ଟିକସ ଫାଙ୍କି ସୁନାଗହଣା ଓ ରୁପା ଚାଲାଣ ହେଉଥିବା ଦେଖିବାକୁ ମିଳିଛି। ଦଶହରା ଯୋଗୁ ରବିବାର ଗୋଳନ୍ଥରା...

ପୂଜା ମଣ୍ଡପରେ ବିଜେ ହେଲେ ଦେବୀ

ହିଞ୍ଜିଳିକାଟୁ,୨ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସମେତ ବ୍ଲକର ସମରଝୋଳ ପୂଜା ମଣ୍ଡପରେ ରବିବାରଠାରୁ ମା’ ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ହିଞ୍ଜିଳିକାଟୁ ବଜାର ବଣିକ ସଂଘ ପୂଜା କମିଟି, ବଇଁଚବଣିଆ ପୂଜା କମିଟି ଓ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚଳିତ...

ମହାଷ୍ଟମୀରେ ମହାଗୌରୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ: ସେବାୟତଙ୍କ ଅସଦବ୍ୟବହାରରେ ଭକ୍ତମାନେ ଅତିଷ୍ଠ

ପୁରୁଷୋତ୍ତମପୁର, ୨/୧୦(ଡିଏନଏ): ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବୀ ମା ତାରାତାରିଣୀଙ୍କ ପୀଠରେ ରବିବାର ମହାଷ୍ଟମୀ ପର୍ବ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ମାତ୍ର ଏଠାରେ କିଛି ସେବାୟତଙ୍କ ଦୌରାତ୍ମ୍ୟ ଲାଗି ରହିଛି। ସେମାନେ...

ଗଞ୍ଜାମ ଜିଲାସ୍ତରୀୟ ୧୫୩ତମ ଗାନ୍ଧୀ ଜୟନ୍ତୀ,ପ୍ରତିମୂର୍ତ୍ତି ଉଦ୍‌ଘାଟିତ

ଛତ୍ରପୁର,୨।୧୦(ଡି.ଏନ୍‌.ଏ.): ଗଞ୍ଜାମରେ ଜିଲାସ୍ତରୀୟ ୧୫୩ତମ ଗାନ୍ଧୀ ଜୟନ୍ତୀ ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ, ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଜିଲା ସଂସ୍କୃତି ବିଭାଗ ମିଳିତ ଆନୁକୂଲ୍ୟରେ ପୋଲିସ ପରେଡ ପଡିଆ ସମ୍ମୁଖରେ ମହାସମାରୋହରେ ପାଳିତ ହୋଇଯାଇଛି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri