ଗଞ୍ଜାମ,୨୦ା୯(ଡି.ଏନ.ଏ.): ଗଞ୍ଜାମ ସହର ପୁରୁଣା ଜାତୀୟ ରାଜପଥ ପାର୍ଶ୍ୱରେ ଥିବା କଲେଜ ସମ୍ମୁଖରେ ଗଞ୍ଜାମ ଏନଏସିର ଏକ ଅଳିଆ ବୋଝେଇ ଟ୍ରାକ୍ଟର ଅଳିଆ ପକାଉଥିଲେ। ଏହା ଦେଖି ସ୍ଥାନୀୟ ୧୨ ନଂ ୱାର୍ଡ କାଉନସିଲର ଚନ୍ଦ୍ରଶେଖର ରେଡ୍ଡୀ ଟ୍ରାକ୍ଟର ଚାବି...
ଛତ୍ରପୁର,୨୧।୯(ଡି.ଏନ୍.ଏ.):ଗଞ୍ଜାମ ଜିଲାକୁ ପ୍ରଶାସନ ଚଳିତବର୍ଷ ଜାନୁୟାରୀ ୩ ତାରିଖରେ ବାଲ୍ୟବିବାହ ମୁକ୍ତ ଜିଲା ଭାବେ ଘୋଷଣା କରିଥିଲା। ଏପରିକି ବାଲ୍ୟ ବିବାହ ସମ୍ପର୍କରେ ସୂଚନା ଦେଲେ ସୂଚନାଦାତାକୁ ୫୦ ହଜାର ଟଙ୍କାର ପୁରସ୍କାର ଦିଆଯିବା ନେଇ ତକତ୍ାଳୀନ ଜିଲାପାଳ ବିଜୟ...
ଛତ୍ରପୁର,୨୧।୯:(ଡି.ଏନ୍.ଏ.): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ମଙ୍ଗଳବାର ଜିଲାସ୍ତରୀୟ ସମନ୍ବୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଯକ୍ଷ୍ମା ନିରାକରଣ, ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ, ଖାଦ୍ୟ ନିରାପତ୍ତା ଓ ସ୍ବାସ୍ଥ୍ୟ ସେବା ଉପରେ ସମୀକ୍ଷା କରିଥିଲେ। ୨୦୨୫ ସୁଦ୍ଧା ଦେଶକୁ ଯକ୍ଷ୍ମାମୁକ୍ତ...
Archives
Model This Week
ପିଲାଙ୍କ ଧରିତ୍ରୀ