ଗଞ୍ଜାମ

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ତାଲା, ଗେଟ୍‌ ବାହାରେ ବସି ରହିଲେ କୁନିକୁନି ପିଲା

ହିଞ୍ଜିଳିକାଟୁ,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଓ୍ବାର୍ଡ ନଂ. ୧୫ର ଅଙ୍ଗନଓ୍ବାଡ଼ି କେନ୍ଦ୍ର ବୁଧବାର ସକାଳୁ ଠିକ୍‌ ସମୟରେ ଖୋଲି ନ ଥିବା ବେଳେ ଗେଟ୍‌ ବାହାରେ ଶିଶୁମାନେ ଅପେକ୍ଷା କରିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।...

୨୮ ପାନ ଦୋକାନରୁ ଜରିମାନା ଆଦାୟ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହର ଓ ବାଇପାସ ଅଞ୍ଚଳରେ ଥିବା ସମସ୍ତ ପାନ ଦେକାନକୁ ଏକ ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଯାଞ୍ଚ କରିଛନ୍ତି । ସେଥିରୁ ୨୮ ପାନ ଦୋକାନରେ ଗୁଟ୍‌ଖା, ବିଡି, ସିଗାରେଟ, ଖଇନି ଆଦି...

ବ୍ରିଜ୍‌ରୁ ଖସି ଜଳିଗଲା ମାଛ ବୋଝେଇ ଟ୍ରକ୍‌

ଖଲ୍ଲିକୋଟ,୨୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ହରିଡାମୂଳ ବ୍ରିଜ୍‌ରେ ବୁଧବାର ସକାଳେ ଦୁର୍ଘଟଣା ଘଟିଛି। ଆନ୍ଧ୍ରରୁ କଲିକତା ଅଭିମୁଖେ ଯାଉଥିବା ଏକ ମାଛ ବୋଝେଇ ଟ୍ରକ ବ୍ରିଜ୍‌ରୁ ତଳକୁ ଖସି ଜଳିଯାଇଛି। ସୂଚନାଯୋଗ୍ୟ, ବ୍ରେକ୍‌ଫେଲ କାରଣରୁ ଟ୍ରକ୍‌ଟି ବ୍ରିଜ...

ପୂର୍ବତନ ବାଚସ୍ପତିଙ୍କ ପରବର୍ତ୍ତୀ ରାଜନୀତି

ବ୍ରହ୍ମପୁର ଅଫିସ,୨୨ା୬: ଅତୀତରେ ଗଞ୍ଜାମ ଜିଲାରୁ ହୋଇଥିବା ପୂର୍ବତନ ବାଚସ୍ପତିମାନଙ୍କ ପରବର୍ତ୍ତୀ ରାଜନୀତି ଓଲଟପାଲଟ ହୋଇଯାଇଛି। ଏହି ଜିଲାର ଲାଲ ମୋହନ ପଟ୍ଟନାୟକ ୧୯୪୬ରୁ ୫୨ ପର୍ଯ୍ୟନ୍ତ ପ୍ରଥମ ବାଚସ୍ପତି ହୋଇଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ସେ ରାଜନୈତିକ ଚିତ୍ରପଟ୍ଟରୁ ଅଦୃଶ୍ୟ...

ମୋବାଇଲ୍‌ରେ ଗେମ୍‌ ଖେଳୁଥିବା ବେଳେ ଫାଟିଲା ବ୍ୟାଟେରୀ

ଗଞ୍ଜାମ,୨୧।୬(ଡି.ଏନ୍‌.ଏ.): ମୋବାଇଲରେ ଗେମ୍‌ ଖେଳୁଥିବା ବେଳେ ବ୍ୟାଟେରୀ ଫାଟି ଆହତ ହୋଇଛନ୍ତି ଜଣେ ଯୁବକ। ଘଟଣାଟି ଘଟିଛି ଗଞ୍ଜାମ ବ୍ଲକ ଅଧିନସ୍ଥ ରମ୍ଭା ଥାନା ଝାଟି ପଦର ଗ୍ରାମରେ। ଉକ୍ତ ଗ୍ରାମର ଯୁବକ ରଞ୍ଜନ ସାହୁ ମଙ୍ଗଳବାର ସକାଳେ ମୋବାଇଲରେ...

ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସ୍‌ପି ଅଫିସ ଦ୍ୱାରସ୍ଥ ମା’-ବାପା

ଛତ୍ରପୁର,୨୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆର୍ଯ୍ୟପଲି ମେରାଇନ ଥାନା ଅଞ୍ଚଳରେ ମେ ୨୦ ତାରିଖରେ ଜଣେ ନାବାଳିକାଙ୍କୁ ତାଙ୍କ ପଡୋଶୀ ବଳାତ୍କାର କରିଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଥିଲେ। ଏ ନେଇ ପୀଡ଼ିତା ଙ୍କ ମା’ଙ୍କ ପକ୍ଷରୁ ୨୪ ତାରିଖରେ...

କାଠଫାଳିଆ ମାଡ଼ରେ ଶ୍ୱଶୁରଙ୍କ ମୃତ୍ୟୁ : ଅଭିଯୁକ୍ତା ବୋହୂ କୋର୍ଟ ଚାଲାଣ

ଆସିକା,୨୦ା୬(ଡି.ଏନ୍‌.ଏ.): ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗ୍ରାମରେ ଶନିବାର ରାତିରେ ବୋହୂଙ୍କ କାଠଫାଳିଆ ମାଡ଼ରେ ଶ୍ୱଶୁର ସୀମାଞ୍ଚଳ ନାୟକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ରବିବାର ଅଭିଯୁକ୍ତା ବୋହୂ ସୁଲୋଚନା ନାୟକଙ୍କୁ ଅଟକ ରଖି ତଦନ୍ତ ଚଳାଇଥିଲା। ସୋମବାର ତାଙ୍କୁ ଗିରଫ...

ଗୁଜରାଟରେ ଓଡ଼ିଆ ଯୁବକଙ୍କ ମିଳୁନି ପତ୍ତା

ଗଞ୍ଜାମ,୨୦।୬(ଡି.ଏନ୍‌.ଏ): ଗୁଜରାଟରେ ଜଣେ ଓଡ଼ିଆ ଯୁବକଙ୍କ ପତ୍ତା ମିଳୁ ନ ଥିବା ଜଣାପଡ଼ିଛି। ଗଞ୍ଜାମ ସହର ସାମନ୍ତରାୟ ସାହିର ନାରାୟଣ ମହାରଣାଙ୍କ ବଡ଼ ପୁଅ ରଞ୍ଜନ ଗତ ଦୁଇଦିନ ହେବ ଗୁଜୁରାଟରେ ନିଖୋଜ ଥିବା ତାଙ୍କ ଭାଇ ପିଣ୍ଟୁ ସୂଚନା...

ଉପଜିଲାପାଳରୁ ଏମ୍‌କେସିଜିର ପ୍ରଶାସନିକ ଅଧିକାରୀ

ବ୍ରହ୍ମପୁର ଅଫିସ,୨୦।୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲର ପ୍ରଶାସନିକ ଅଧିକାରୀ ଭାବେ ରାଜେନ୍ଦ୍ର ମିଞ୍ଜ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଭଞ୍ଜନଗର ଉପ-ଜିଲାପାଳ କାର୍ଯ୍ୟରତ ଥିଲେ। କାର୍ଯ୍ୟାଳୟର ପ୍ରତିଷ୍ଠାନ ଅଧିକାରୀ ମନୋଜ କୁମାର ଖାଡଙ୍ଗାଙ୍କ ତତ୍ତ୍ୱାବଧାନରେ ତାଙ୍କୁ...

ମନ୍ତ୍ରୀଙ୍କ ନାଁ କହି ଠକେଇ: କିନ୍ନର ଗିରଫ

ପୁରୁଷୋତ୍ତମପୁର,୨୦।୬(ଡି.ଏନ୍‌.ଏ.): ବର୍ତ୍ତମାନର ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀଙ୍କ ନାଁ କହି ଜଣେ ରାଜନୈତିକ ବ୍ୟକ୍ତି ତଥା ହୋଟେଲ ମାଲିକଙ୍କଠାରୁ ୭୦ ହଜାର ଟଙ୍କା ଠକେଇ ହୋଇଛି। ଟଙ୍କା ଠକେଇ ଅଭିଯୋଗରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ବୌଦ୍ଧରୁ କିନ୍ନର ସଂଘ ସଭାପତି...

ତାରାତାରିଣୀଙ୍କ ଦର୍ଶନକରି ପୂଜାକଲେ ୩ ଅଧିକାରୀ

ପୁରୁଷୋତ୍ତମପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଭାବେ ଯୋଗଦେଇଥିବା ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପିଡି ଭି.କୀର୍ତ୍ତିଭାସନ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନର ଜେ. ସୋନାଲ ସୋମବାର ମା’ତାରା ତାରିଣୀଙ୍କ ଦର୍ଶନକରି ପୂଜାର୍ଚ୍ଚନା କରିଛନ୍ତି। ଏହି ଅବସରରେ ଜିଲାପାଳ ମନ୍ଦିରର ସମସ୍ତ...

ଦିବ୍ୟାଙ୍ଗ ଶିକ୍ଷକ ପରିବାରକୁ ବାସନ୍ଦ

ଛତ୍ରପୁର,୨୦।୬(ଡି.ଏନ.ଏ): ଗଞ୍ଜାମ ବ୍ଲକରେ ପୁଣି ଏକ ବାସନ୍ଦ ଘଟଣା ସାମନାକୁ ଆସିଛି। ଗାଁରେ ସାମାଜିକ ବାସନ୍ଦ ହୋଇଥିବା ଜଣେ ଦିବ୍ୟାଙ୍ଗ ଶିକ୍ଷକ ନ୍ୟାୟ ପାଇଁ ରବିବାର ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ହେଉଛନ୍ତି ରମ୍ଭା ଥାନା ଅଧୀନ ତାରିଣୀପଲ୍ଲୀ ଗାଁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri