ଗଞ୍ଜାମ

ଚୋରି ହୋଇଗଲା ବିବାହ ପାଇଁ ରଖିଥିବା ପିତଳ, କଂସା ବାସନ

ବ୍ରହ୍ମପୁର ଅଫିସ,୧୬।୬: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଧୀନ ରାମନଗର ତୃତୀୟ ଲାଇନରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରୁ ୩ ବସ୍ତା ପିତଳ ଓ କଂସା ବାସନ ଚୋରି ହୋଇଛି। ଏନେଇ ବୈଦ୍ୟନାଥପୁର ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ...

ସଟସର୍କିଟ ଯୋଗୁ ଜଳିଗଲା ଘର

ଗଞ୍ଜାମ,୧୫।୬(ଡି.ଏନ.ଏ.):ଗଞ୍ଜାମ ଜିଲା ରମ୍ଭା ଥାନା ପାଲଙ୍ଗ ପଞ୍ଚାୟତ ନିମୁସୁଲା ଗ୍ରାମରେ ବିଦ୍ୟୁତ ସଟସର୍କିଟ ଯୋଗୁ ବୁଧବାର ଅଗ୍ନିକାଣ୍ଡ ଘଟିଥିବା ଜଣା ପଡିଛି l ଏହି ଅଗ୍ନିକାଣ୍ଡରେ ସେହି ଗ୍ରାମର ବିନୋଦ ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇ ଯାଇଛି।...

ରଜ ପାଇଁ ବଟେଶ୍ୱର ବେଳାଭୂମିରେ ପ୍ରବଳ ଭିଡ଼

ଗଞ୍ଜାମ,୧୫।୬(ଡି.ଏନ.ଏ.)ଗଞ୍ଜାମ ଜିଲା କଣ୍ଟିଆଗଡ଼ ଗ୍ରାମ ଠାରୁ କିଛି ଦୂରରେ ପ୍ରସିଦ୍ଧ ବାବା ବଟେଶ୍ୱର ଶୈବପୀଠ ଅବସ୍ଥିତ । ଝାଉଁ ବଣ ଜଙ୍ଗଲ ମଧ୍ୟରେ ଥିବା ଏହି ମନ୍ଦିରଠୁ ଅଳ୍ପ ଦୂରରେ ବଟେଶ୍ୱର ସମୁଦ୍ର ବେଳାଭୂମି। ବୁଧବାର ଦ୍ୱିତୀୟ ରଜ ଅବସରରେ...

ଜ୍ୱାଇଁଙ୍କ ଛୁରା ମାଡ଼ରେ ଶ୍ୱଶୁର ଗୁରୁତର

ହିଞ୍ଜିଳିକାଟୁ,୧୩ା୬(ଡି.ଏନ୍‌.ଏ)-ହିଞ୍ଜିଳି ଥାନା ଗଣ୍ଡଳାରେ ସୋମବାର ଜ୍ୱାଇଁଙ୍କ ଛୁରା ମାଡ଼ରେ ଶ୍ୱଶୁର ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ଆହତ ଶ୍ୱଶୁର ହେଲେ କଙ୍କୋରଡ଼ା ଗ୍ରାମର ସୀମାଞ୍ଚଳ ଦାସ। ସୀମାଞ୍ଚଳଙ୍କ ଝିଅ ହିଞ୍ଜିଳି ଥାନା ଗଣ୍ଡଳା ଗ୍ରାମ ଟୁକୁନା ନାୟକଙ୍କୁ ବିବାହ କରିଥିଲେ।...

ପ୍ରମାଣ ଅଭାବରୁ ୪ ଅଭିଯୁକ୍ତ ହେଲେ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩।୬: ଅତିରିକ୍ତ ଜିଲା ଜଜ୍‌(ଏଡିଜେ)-୧ ସଂଘମିତ୍ରା ଶର୍ମା ସୋମବାର ଏକ ଡକାୟତି ଉଦ୍ୟମ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୪ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ବଡ଼ସାହିର...

ଖାତା ଦେଖିବାକୁ ଆସୁନାହାନ୍ତି ଅଧ୍ୟାପକ

ଭଞ୍ଜନଗର,୧୩।୬(ଡି.ଏନ.ଏ): ଯୁକ୍ତ୨ କଳା ଦ୍ୱିତୀୟ ବର୍ଷ ପରୀକ୍ଷା ଖାତା ମୂଲ୍ୟାଙ୍କନ ଗତ ୨ତାରିଖରୁ ଆରମ୍ଭ ହୋଇଛି। କଳାର ଅଧିକାଂଶ ବିଷୟର ପ୍ରଥମ ଫେଜ୍‌ ମୂଲ୍ୟାଙ୍କନ ରବିବାର ସୁଦ୍ଧା ସରିବାକୁ ଲକ୍ଷ୍ୟ ରଖାଯାଇଥିଲା। ମାତ୍ର ଆବଶ୍ୟକ ଅଧ୍ୟାପକ କାର୍ଯ୍ୟରେ ଯୋଗ ଦେଇନଥିବା ଯୋଗୁ...

ଫୋନ କଲ କରି ଆକାଉଣ୍ଟରୁ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୧୩।୬: ସହରରେ ଏବେ ସାଇବର ଠକେଇ ବଢୁଛି। ଅନଲାଇନ, ବ୍ୟାଙ୍କ ଋଣ, ଜମି ବିକ୍ରି, ବିଦେଶୀ ଲିଙ୍କରେ ଚାକରି ନାଁରେ ଗୋଟିଏ ପରେ ଗୋଟିଏ ଠକେଇ ଘଟଣା ସମନାକୁ ଆସୁଛି। ଏପରି ଏକ ଠକେଇର ଶିକାର ହୋଇଛନ୍ତି ଜରଡ଼ା ଥାନା...

ବିପଜ୍ଜନକ ସ୍ଥିତିରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ

ଧରାକୋଟ,୧୩।୬(ଡି.ଏନ୍‌.ଏ.): ଧରାକୋଟ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ପ୍ରତି ବିପଜ୍ଜନକ ସ୍ଥିତିରେ ପହଞ୍ଚତ୍ଛି । ବହୁଦିନ ପୂର୍ବରୁ ଏହା ନିର୍ମିତ ହୋଇଥିଲା। ବର୍ତ୍ତମାନ ଅଫିସ୍‌ ଛାତରୁ ପାଣି ଗଳୁଥିବାବେଳେ କବାଟ, ଝରକା ନଷ୍ଟ ହୋଇଗଲାଣି। ଏପରିକି ଚଟାଣ ମଧ୍ୟ ନଷ୍ଟ ହୋଇଗଲାଣି। ଗତ...

ବିସ୍କୁଟ ଖାଇବା ପାଇଁ ଅଳି କରିବାରୁ ୮ ବର୍ଷର ଝିଅଙ୍କୁ ଚେଙ୍କ

ବ୍ରହ୍ମପୁର ଅଫିସ,୧୩ା୬: ବ୍ରହ୍ମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାବତ ମା’ ନିଜ ମାନବିକତା ଭୁଲିଯାଇ ୮ବର୍ଷର ଶିଶୁକନ୍ୟାଙ୍କୁ ଅମାନବୀୟ ଦଣ୍ଡ ଦେଇଛନ୍ତି। ଶିଶୁଟିର ପିଠି, ବେକ, ଗାଲରେ ଗରମ ଚେଙ୍କ ମାରିଛନ୍ତି। ଏପରି କି ଏନେଇ କାହାକୁ...

ବାଇକ୍‌ ଉପରେ ମାଡ଼ିଗଲା ଲୁହା ବୋଝେଇ ଟ୍ରକ୍‌

ଛତ୍ରପୁର,୧୨ା୬(ଡି.ଏନ.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆର୍‌ଇ ଆବାସିକ କଲୋନୀ ସମ୍ମୁଖ ରାସ୍ତାରେ ରବିବାର ଲୁହା ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି ା ସେ ହେଲେ ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ଚନ୍ଦ୍ରପଦା...

ଗୋଟିଏ ରାତିରେ ଏକାଧିକ ଦୋକାନ, ଘରୁ ଚୋରି

ବ୍ରହ୍ମପୁର ଅଫିସ,୧୨।୬: କିଛି ଦିନର ନୀରବତା ପରେ ସହରରେ ପୁଣି ଚୋରଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଏକ ଚୋର ଗ୍ୟାଙ୍ଗ ଶନିବାର ରାତିରେ ଇଞ୍ଜିନିୟରିଂ ସ୍କୁଲ ଛକଠାରେ ଥିବା ଏକାଧିକ ଦୋକାନରୁ ଚୋରି କରି ପୋଲିସକୁ ଖୋଲା ଚାଲେଞ୍ଜ ଦେଇଛନ୍ତି।...

୫-ଟି ସଚିବଙ୍କୁ ଭେଟିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା,ଉପାଧ୍ୟକ୍ଷ

ଗଞ୍ଜାମ,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବିଶ୍ୱାଳ ଭୁବନେଶ୍ୱରରେ ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଜ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri