ଗଞ୍ଜାମ

ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ଆଖି ବୁଜିଲେ ଆଉ ଜଣେ

ବ୍ରହ୍ମପୁର ଅଫିସ,୨୮।୭: ବ୍ରହ୍ମପୁର ଜିଲା ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ଶୁକ୍ରବାର ଆଉ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି। ଏହା ପୂର୍ବରୁ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ଯୋଗୁ ଗାଁରେ ଶୋକାକୁଳ...

ମନ୍ଦିର କମିଟି ଗଠନକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ବ୍ରହ୍ମପୁର ଅଫିସ,୨୮ା୭: ଶିବମନ୍ଦିର କମିଟି ଗଠନକୁ କେନ୍ଦ୍ରକରି ବ୍ରହ୍ମପୁର ଜଗଦଳପୁର ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ଦୁଇଟି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି। ଜଗଦଳପୁର ଗ୍ରାମର କେ.ବିନୋଦ କୁମାରଙ୍କ...

ମାଓବାଦୀଙ୍କ ଶହୀଦ ସପ୍ତାହ: ବ୍ରହ୍ମପୁରରୁ ୪ ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ

ବ୍ରହ୍ମପୁର ଅଫିସ,୨୮।୭: ଗୁରୁବାରଠାରୁ ଅଗଷ୍ଟ ୩ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ କରାଯାଉଛି। ଏହି ସମୟରେ ମାଓବାଦୀମାନେ ସରକାରୀ ଗାଡ଼ିଗୁଡ଼ିକୁ ଟାର୍ଗେଟ କରି ପୋଡି ଦେଉଥିବା ନଜିର ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ସଡ଼କ ପରିବହନ...

ନିଶା ମାଫିଆ ଦୁଇ ଭାଇଙ୍କ ୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି

ବୁଗୁଡା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ସହରର ରଘୁନାଥ ସାହିରେ ଥିବା ଦୁଇ ନିଶା ମାଫିଆ ଭାଇଙ୍କ ୩ କୋଟି ଟଙ୍କା ମୂଲ୍ୟର ବେଆଇନ ସମ୍ପତ୍ତିକୁ ବାଜ୍ୟାପ୍ତ କରାଯାଇଛି। ଏନ୍‌ଡିପିଏସ୍‌ ଆଇନ ଅନୁଯାୟୀ କୋଲକାତାର ଏକ ପ୍ରାଧିକୃତ ସଂସ୍ଥା ଅଧିକାରୀମାନେ ଏହି...

ଖବରକାଗଜ ବିକ୍ରେତାଙ୍କ ପୁଅର ସଫଳତା

ଛତ୍ରପୁର,୨୮ା୭(ଡି.ଏନ୍‌.ଏ.): ଯୁକ୍ତ ଦୁଇ ବିଜ୍ଞାନ/ବାଣିଜ୍ୟ ଫଳାଫଳ ବୁଧବାର ପ୍ରକାଶ ପାଇଛି। ଛତ୍ରପୁର ଅଞ୍ଚଳର ସୂର୍ଯ୍ୟ ନାରାୟଣ ଶତପଥୀ ନାମକ ଜଣେ ଖବରକାଗଜ ବିକ୍ରେତାଙ୍କ ପୁଅ ଶୁଭ୍ରାଂଶୁ ଶତପଥୀ ଯୁକ୍ତ ଦୁଇ ବିଜ୍ଞାନ ବିଭାଗରେ ୬୦୦ରୁ ୫୫୩ ମାର୍କ ରଖି ପ୍ରଥମ...

କେ.ତ୍ରିଲୋଚନ ଦୋରା ହେଲେ ବୁଗୁଡ଼ା ଏନ୍‌ଏସି ବିଜେଡି ସଭାପତି

ବୁଗୁଡ଼ା,୨୮।୭(ଡି.ଏନ୍‌.ଏ.): ବିଜୁ ଜନତା ଦଳ(ବିଜେଡି)ର ବୁଗୁଡ଼ା ଏନ୍‌ଏସି ସଭାପତି ଭାବେ କେ.ତ୍ରିଲୋଚନ ଦୋରାଙ୍କୁ ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚୟନ କରିଛନ୍ତି । ପୂର୍ବରୁ ତ୍ରିଲୋଚନ ପୋଲସରା ବିଧାୟକଙ୍କ ବୁଗୁଡ଼ା ଏନ୍‌ଏସି ପ୍ରତିନିଧି ଭାବେ ବିଭିନ୍ନ...

ଶୌଚାଳୟ ପଛପଟେ ପଡ଼ିଛି ନବଜାତକର ମୃତଦେହ

ଛତ୍ରପୁର,୨୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଶୌଚାଳୟ ପଛପଟେ ନବଜାତ ଶିଶୁ ମୃତଦେହ ପଡ଼ିଥିବା ବୁଧବାର ଦେଖିବାକୁ ମିଳିଛି। ତେବେ ସ୍ବାସ୍ଥ୍ୟ କିମ୍ବା ଶିଶୁ ବିଭାଗକୁ ଖବର ଦିଆଯାଇଥିଲେ ହେଁ ଖବର ଲେଖା ହେବା ସୁଦ୍ଧା ଘଟଣାସ୍ଥଳରେ କେହି ପହଞ୍ଚିପାରି ନ...

ଶହୀଦ ସ୍ମୃତିପୀଠରେ କାରଗିଲ ବିଜୟ ଦିବସ

ବୁଗୁଡ଼ା,୨୬।୭(ଡି.ଏନ୍‌.ଏ.): ବୁଗୁଡା କାରଗିଲ ଶହୀଦ ସ୍ମୃତିପୀଠରେ ସେନା କର୍ମଚାରୀ ସଂଘ ପକ୍ଷରୁ ୨୩ ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏ ଅବସରରେ ୧୯୯୯ କାରଗିଲ ଯୁଦ୍ଧରେ ଶହୀଦ ହୋଇ ଦେଶମାତୃକା ପାଇଁ ବିଜୟ ଆଣିଥିବା ବୀର...

ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ଜଣଙ୍କର ମୃତ୍ୟୁ

ବ୍ରହ୍ମପୁର ଅଫିସ, ୨୫।୭: ଗଞ୍ଜାମ ଜିଲା ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ସୋମବାର ଜଣଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ସିଲିଣ୍ଡର ଫାଟି ୨ଜଣ ଗୁରୁତର...

ଜିଲାପାଳ,ଏସ୍‌ପିଙ୍କ ଉପସ୍ଥିତିରେ ଦିବ୍ୟାଙ୍ଗଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗପହଣ୍ଡି,୨୫।୭(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ଜିଲା ଗ୍ରାମଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର...

ଖରିଫ ଚାଷ ପାଇଁ ବାଘୁଆ ଜଳଭଣ୍ଡାରରୁ ଛଡ଼ାଗଲା ପାଣି

ବୁଗୁଡ଼ା,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅଧୀନ ମତାଝରୀ ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ଖରିଫ ଚାଷ ପାଇ ପାଣି ଛଡାଯାଇଛି। ଦୁଇଟି କେନାଲ ଦେଇ ଏହି ପାଣି ଛଡ଼ାଯାଇଛି। ଏହି ଅବସରରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁଙ୍କ ସମେତ ଅନ୍ୟ...

ଡାକ୍ତରଖାନା ଗ୍ରୀଲ୍‌ ଭାଙ୍ଗି ନେଇଗଲେ ଇନ୍‌ଭର୍ଟର

ପାତ୍ରପୁର,୪ା୭(ଡି.ଏନ୍‌.ଏ.): ଗଞ୍ଚାମ ଜିଲା ପାତ୍ରପୁର ବ୍ଲକ ତୁରିବୁଡ଼ି ଡାକ୍ତରଖାନାରୁ ଚୋରି ହୋଇଥିବା ନେଇ ରବିବାର ଜରଡ଼ା ଥାନାରେ ଅଭିଯୋଗ ହୋଇଛି। ଡାକ୍ତର ଖାନାରେ କାର୍ଯ୍ୟରତ ଫାର୍ମାସିଷ୍ଟ ପୂର୍ଣ୍ଣଚନ୍ଦ୍ର ଭଟ୍ଟ ସକାଳୁ ଡାକ୍ତରଖାନା ଖୋଲିବାକୁ ଆସି ପ୍ରବେଶ ପଥରେ ଥିବା ଗ୍ରୀଲ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri