ଗଞ୍ଜାମ

ବେଧଡ଼କ ଚାଲିଛି ଚୋରା ମଦ ବ୍ୟବସାୟ

ଦିଗପହଣ୍ଡି,୫।୬(ଡି.ଏନ.ଏ.): ଦିଗପହଣ୍ଡି ଥାନା ଇଲାକାର ମଧ୍ୟସ୍ଥଳ ଡେଙ୍ଗାଓସ୍ତା – ସିଙ୍ଗପୁର ଛକ ଚୋରା ମଦ ବ୍ୟବସାୟୀଙ୍କ ଅମରାବତୀ ପାଲଟିଛି। ଚୋରା ବିଦେଶୀ ମଦ କାରବାରର ମୁଖ୍ୟ ବ୍ୟକ୍ତି ଜଣକ ଏହି ଅଞ୍ଚଳ ପାଇଁ ଦେଶୀ ମଦ ବିକ୍ରି ପାଇଁ ଲାଇସେନ୍ସ ହାସଲ...

ଆମ୍ବପୁଆରେ ସବୁ ବର୍ଗଙ୍କ ନିମନ୍ତେ ବାସଗୃହ

ବ୍ରହ୍ମପୁର ଅଫିସ,୫।୬: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଶନିବାର ବିଡିଏ ସମ୍ମିଳନୀ କକ୍ଷରେ ୪୪ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଡିଏ ଉପାଧ୍ୟକ୍ଷ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ଅଧ୍ୟକ୍ଷତା କରିଥିଲେ। ବୈଠକରେ ବ୍ରହ୍ମପୁର, ଗୋପାଳପୁର ଓ ଛତ୍ରପୁରଠାରେ ହେବାକୁ ଥିବା...

ନୋ-ପାର୍କିଂରୁ ଗାଡ଼ି ଉଠାଇଲା ପୋଲିସ

ବ୍ରହ୍ମପୁର ଅଫିସ,୫।୬: ବ୍ରହ୍ମପୁର ସହରର ବିଭିନ୍ନ ଥାନା ଅଞ୍ଚଳର ନୋ-ପାର୍କିଂରେ ରଖାଯାଉଥିବା ଗାଡ଼ି ହଟାଇବା ଅଭିଯାନ ଟ୍ରାଫିକ୍‌ ପୋଲିସ ଆରମ୍ଭ କରିଛି। ଏଣୁ ଟ୍ରାଫିକ୍‌ ପୋଲିସ ନୋ-ପାର୍କିଂରେ ଥିବା ଗାଡ଼ି ଉଠାଇବା ସହ ଖିଲାପକାରୀ ମାନଙ୍କଠାରୁ ଜରିମାନା ଆଦାୟ କରିଛି। ନିର୍ଦ୍ଧାରିତ...

ଭୂଇଁଚଣା ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

ଗଞ୍ଜାମ,୫।୬(ଡି.ଏନ.ଏ.): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନରେ ରହିଛି ଲାଉପୁଟୁ ଗ୍ରାମ। ଉକ୍ତ ଗ୍ରାମର ପ୍ରାୟ ଅଧିକାଂଶ ପରିବାର ଧାନ, ମୁଗ, ବିରି ସହ ଭୂଇଁଚଣା ଚାଷକୁ ଅଧିକ ପ୍ରାଧାନ୍ୟ ଦେଇଥାନ୍ତି। ଉକ୍ତ ଗ୍ରାମର ସତ୍ୟଭାମା ଜେନା(୮୦) କିନ୍ତୁ ପରିଣତ ବୟସରେ...

ପୋଲିସ ଆଉଟ ପୋଷ୍ଟ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଳକ ଅନ୍ତର୍ଗତ ପିତ୍ତଳ ଛକରେ ଏକ ପୋଲିସ ଆଉଟପୋଷ୍ଟ ସ୍ଥାପନ ନିମନ୍ତେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସ୍ବୀକୃତି ମିଳିଛି। ଏଥି ନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପତ୍ର...

ଘର ଛାଡି ଚାଲିଯିବାକୁ ମହିଳାଙ୍କୁ ଧମକ, ସିସିଟିଭିରେ କଏଦ ହେଲା ଦୃଶ୍ୟ

ବ୍ରହ୍ମପୁର ଅଫିସ,୩।୬: ଜନୈକା ବିଧବା ମହିଳାଙ୍କୁ ବନ୍ଧୁକ ଲଗାଇ ଘର ଛାଡି ଚାଲିଯିବାକୁ ଧମକ ଦିଆଯାଇଥିବା ନେଇ ଥାନାରେ ଏକ ଅଭିଯୋଗ ହୋଇଛି। ଏନେଇ ବଡବଜାର ଥାନା ପୋଲିସ ଏକ ମାମଲା(ନଂ.୧୨୯/୨୨) ରୁଜୁ କରିଛି। ପୋଲିସ ଘଟଣାର ସିସିଟିଭି ଫୁଟେଜକୁ...

ବାସନ୍ଦ ଘଟଣା: ପୂର୍ବତନ ସରପଞ୍ଚ-ଗ୍ରାମବାସୀ ଟଣାଓଟରା

ଗଞ୍ଜାମ,୩।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଡି.ନିରଞ୍ଜନ ରେଡ୍ଡୀଙ୍କ ସମେତ ୪ ପରିବାରଙ୍କୁ ଗ୍ରାମରୁ ବାସନ୍ଦ କରାଯିବା ଘଟଣା ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି । ଏନେଇ ପୂର୍ବତନ ସରପଞ୍ଚ ରମ୍ଭା ଥାନାରେ ଲିଖିତ ଅଭିଯୋଗ...

ଗୋଲ୍‌ଡ ପାଇ ମା’ବାପାଙ୍କୁ ଶ୍ରେୟ ଦେଲେ ମୁକେଶ

ଗଞ୍ଜାମ,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ ଚାଲିଥିବା ୧୦ରୁ ୧୫ ବର୍ଷ ବୟସ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଗଞ୍ଜାମ ଓଡ଼ିଆ ଢାମଣା ସାହିର ମନୋରଞ୍ଜନ ସାହୁଙ୍କ ପୁଅ ମୁକେଶ କୁମାର ସାହୁ (ରାଜ) ଗୋଲ୍‌ଡ ମେଡାଲ ହାସଲ କରି ଗଞ୍ଜାମ...

ଯୋଶେଫ ହତ୍ୟା ମାମଲା: ୨ ଭାଇଙ୍କୁ ଆଜୀବନ ଜେଲ

ଭଞ୍ଜନଗର,୨।୬(ଡି.ଏନ.ଏ): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଗୌଡ଼ଗୋଠ ପଞ୍ଚାୟତ ଅଧୀନ ଦୁଦୁବୁରୀ ଗ୍ରାମରେ ୨୦୧୬ ଅଗଷ୍ଟ ୨୬ରେ ଘଟିଥିବା ଯୋଶେଫ ପାଟ୍ଟମାଝୀ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ଡ. ଅରୁଣ କୁମାର ସାହୁ ସାକ୍ଷୀଙ୍କ...

ଚକ୍‌ରେ କ୍ଷୁଦ୍ରତମ ଐତିହ୍ୟ କଳାକୃତି

ବ୍ରହ୍ମପୁର ଅଫିସ୍‌,୨।୬: ରାଜ୍ୟ ସମେତ ଭାରତବର୍ଷରେ ଥିବା ବିଭିନ୍ନ ଐତିହ୍ୟ ସ୍ଥଳୀଗୁଡିକୁ ଚକ୍‌ ମାଧ୍ୟମରେ କ୍ଷୁଦ୍ର କଳାକୃତି ନିର୍ମାଣକରି ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ହାସଲ କରିଛନ୍ତି। ସତ୍ୟ ଗତ ଜାନୟାରୀରେ ଚକ୍‌ରେ ୦.୫...

ନିଶାସକ୍ତଙ୍କୁ ଧରିବାକୁ ପୋଲିସ ସଜାଗ

ବ୍ରହ୍ମପୁର ଅଫିସ,୨।୬: ବ୍ରହ୍ମପୁର ସହରରେ ପୋଲିସ ନିଶାସକ୍ତ ଚାଳକଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। ନିଶାସକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଚାଳକଙ୍କୁ ପୋଲିସ ଥାନାକୁ ନେଉଛି। ସେମାନଙ୍କ ଗାଡି ଜବତ କରାଯିବା ସହ ମାମଲା ରୁଜୁ ହେଉଛି। କୋର୍ଟରେ...

ଧାନ ମିଲ୍‌ର ଧୂଳି, କୁଣ୍ଡା କରୁଛି ଗାଁକୁ ପ୍ରଦୂଷଣ

ପାତ୍ରପୁର,୨।୬(ଡି.ଏନ୍‌.ଏ.): ସୂର୍ଯ୍ୟ ଉଦୟ ହେଲେ ଗ୍ରମାବାସୀଙ୍କ ଚିନ୍ତା ବଢୁଛି, ଭୋରରୁ ରାତି ୯ଟା ଯାଏ ଘରର ଦାଣ୍ଡ ଦୂଆର ଓ ବାଡ଼ି କବାଟ ଦେଇ ରହିବାକୁ ପଡୁଛି। ଘରୁ ବାହାରକୁ ବାହାରିଲେ ଚୋରଙ୍କ ଭଳି ମୁଣ୍ଡରେ ଗାମୁଛା ଘୋଡ଼େଇ ଆସିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri