ଗଞ୍ଜାମ

କେଏସୟୁବି, ସାବିତ୍ରୀ ମହାବିଦ୍ୟାଳୟରେ ୧୦ ଅଧ୍ୟାପକ ନିଯୁକ୍ତ

ଭଞ୍ଜନଗର,୧୯।୫(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୬୩୮ଜଣ ନୂତନ ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି। ସେଥିମଧ୍ୟରେ ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ୪ ଜଣ ଏବଂ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ(କେଏସ୍‌ୟୁବି) ମହାବିଦ୍ୟାଳୟରେ ୬ ଜଣ ଅଧ୍ୟାପକ ନିଯୁକ୍ତି ପାଇଛନ୍ତି। ସାବିତ୍ରୀ ମହାବିଦ୍ୟାଳୟର...

ବ୍ରହ୍ମପୁର ବଜାରରେ ବିହାର ଲିଚୁର ଚାହିଦା ଅଧିକ

ବ୍ରହ୍ମପୁର ଅଫିସ,୧୯।୫: ରେଶମ ସହର ବ୍ରହ୍ମପୁରରେ ଗ୍ରୀଷ୍ମ ପ୍ରଭାବରେ ପ୍ରତିଦିନ ଉତ୍ତାପ ବଢ଼ୁଥିବାରୁ ପ୍ରବଳ ଗରମ ଅନୁଭୂତ ହେବା ସହ ପାରଦ ବଢ଼ିଚାଲିିଛି। ଅନ୍ୟପଟେ ବଜାରରେ କିଛି ଦିନ ହେବ ପ୍ରବେଶ କରିଛି ଖରାଦିନିଆ ଫଳ ଲିଚୁ। ଲିଚୁରେ ପ୍ରବଳ...

ଦୁଇ ପେସାଦାର ଅପରାଧୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ବ୍ରହ୍ମପୁରର ଏସ୍‌ପି ଭାବେ ଡା. ଶ୍ରବଣ ବିବେକ ଏମ୍‌. ଯୋଗଦେବା ପରେ ପୋଲିସ ଜିଲାର ପେସାଦାର ଅପରାଧୀ ଓ ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସ ନଜର ରଖିଛି। ମଙ୍ଗଳବାର ଗୋପାଳପୁର ଥାନା ଅନ୍ତର୍ଗତ ଆମ୍ବପୁଆ ଇନ୍‌କମ ଟ୍ୟାକ୍ସ ଅଫିସ...

ତାରାତାରିଣୀ ମନ୍ଦିର ପାର୍ଶ୍ଵବର୍ତ୍ତୀ ଋଷିକୁଲ୍ୟା ନଦୀ ତଟର ଉନ୍ନତି କରଣ ଲାଗି ହେଲା ମାଷ୍ଟର ପ୍ଲାନ

ପୁରୁଷୋତ୍ତମପୁର,୧୯/୫(ଡିଏନଏ): ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟଦେବୀ ଆଦିଶକ୍ତି ପୀଠ ତଥା ପର୍ଯ୍ୟଟନସ୍ଥଳ ମା ତାରାତାରିଣୀଙ୍କ  ମନ୍ଦିର ନବକଳେବର ହୋଇ ନୂତନ ରୁପରେଖରେ ଝଲସି ଉଠିଛି।ଏହା ଭକ୍ତ ମାନଙ୍କୁ ଆକୃଷ୍ଟ କରିବାରେ ଲାଗିଥିବା ବେଳେ ଏହାକୁ ପର୍ଯ୍ଯଟକଙ୍କୁ...

ମା’ ତାରା ତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ , ୪୩ କୋଟି ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ

ପୁରୁଷୋତ୍ତମ ପୁର, ୧୮/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର କାର୍ଯ୍ୟକ୍ରମ ବୁଧବାର ଚତୁର୍ଥ  ଦିବସରେ ପହଞ୍ଚିଛି । ଏଥିରେ...

ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ

ପୁରୁଷୋତ୍ତମପୁର,୧୮।୫(ଡି.ଏନ୍‌.ଏ.) : ମା’ ତାରାତାରିଣୀଙ୍କ  ପୀଠ ଚଳଚଞ୍ଚଳ ହୋଇଉଠିଛି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏଠାରେ ପହଂଚି ନୂଆ ସ୍ନାନ ମଣ୍ଡପ, ଦୀପ ଘର, ପ୍ରଶାସନିକ ଭବନ ଉଦ୍‌ଘାଟନ କରିଛନ୍ତି। ରାଜ୍ୟବାସୀଙ୍କ ପାଇଁ ମା’ଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ମଙ୍ଗଳକାମନା...

ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୮।୫: ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ବୁଧବାର ଯୋଗ ଦେବାକୁ ପହଞ୍ଚିଛନ୍ତି। ପରେ ସେଠାରେ ନୂତନ ପ୍ରସାଦସେବନ ହଲ, ଭିୟୁ ପଏଣ୍ଟ, ମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ କୋଠା,...

ମୁଖ୍ୟମନ୍ତ୍ରୀଙ୍କ ତାରାତାରିଣୀ ଗସ୍ତ ଆଜି

ପୁରୁଷୋତ୍ତମପୁର/ଛତ୍ରପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଯୋଗଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କର ୧ଘଣ୍ଟା ୧୦ ମିନିଟ୍‌ର ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟରରେ ଆସି ପୂର୍ବାହ୍ନ ୯ଟା...

କିଡ୍‌ନୀ ଦେଇ ୨ଜଣଙ୍କୁ ବଞ୍ଚାଇଲେ ‘ସିଦ୍ଧି’

ଭୁବନେଶ୍ୱର (ବ୍ୟୁରୋ) /କଟକ ଅଫିସ/ ଭଞ୍ଜନଗର (ଡି.ଏନ୍‌.ଏ.),୧୮।୫: ନିଜେ ସିନା ଚାଲିଗଲେ କିନ୍ତୁ କିଡ୍‌ନୀ ଦାନ କରି ବଞ୍ଚାଇ ଦେଲେ ଆଉ ଦୁଇଜଣଙ୍କ ଜୀବନ। ଦଶମ ଶ୍ରେଣୀର ଛାତ୍ରୀ ସିଦ୍ଧି ସମୃଦ୍ଧିଙ୍କ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଥିଲା।...

ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା

ଆସିକା/ଭଞ୍ଜନଗର,୧୮।୫ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ଅଗ୍ନିଶମ କେନ୍ଦ୍ରର ଜଣେ ଡ୍ରାଇଭର (ହାବିଲଦାର) ସୋମବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଦୟାନିଧି ମହାନ୍ତ। ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢ଼ାକେନ୍ଦୁ ଜଙ୍ଗଲରେ ବେକରେ ରଶି ଲଗାଇ ସେ ଝୁଲି ପଡ଼ିମଥିଲେ।...

ମିଳିଲା ନିଖୋଜ ପୂର୍ବତନ ବିଧାୟକଙ୍କ ସନ୍ଧାନ

ଗଞ୍ଜାମ,୧୭।୫(ଡି.ଏନ୍‌.ଏ.): ନିଖୋଜ ଥିବା ପୂର୍ବତନ ବିଧାୟକ ସରୋଜ ପାଢ଼ୀଙ୍କ ଠିକଣା ମିଳିଛି। ରାମେଶ୍ବରମରେ ଥିବା ନେଇ ପରିବାର ଲୋକଙ୍କୁ ନିଜେ ସୂଚନା ଦେଇଛନ୍ତି। ବ୍ୟସ୍ତ ବିବ୍ରତ ନ ହେବା ପାଇଁ ସେ କହିଛନ୍ତି । ପରିବାର ଲୋକଙ୍କ ସୂଚନା ପରେ...

ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ: କାଲି ଯୋଗଦେବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୭।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ୧ ଘଣ୍ଟା ୧୦ ମିନିଟ୍‌ ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri