ଗଞ୍ଜାମ

ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ଶୁଭାରମ୍ଭ

ପୁରୁଷୋତ୍ତମ ପୁର, ୧୫/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣି ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର କାର୍ଯ୍ୟ ରବିବାର ଶୁଭାରମ୍ଭ    ହୋଇଛି।...

ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୨.୦୨ କୋଟି କ୍ଷତିପୂରଣ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୫।୫: ଜାତୀୟ ଆଇନସେବା ପ୍ରାଧିକରଣ ନିର୍ଦ୍ଦେଶାନୁସାରେ ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ ସଂଯୋଜନାରେ ଗଞ୍ଜାମ ଜିଲା ଅଦାଲତଗୁଡ଼ିକରେ ଚଳିତ ବର୍ଷର ଦ୍ୱିତୀୟ ଜାତୀୟସ୍ତରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୪୫ ମୋଟରଯାନ ଦୁର୍ଘଟଣା ମାମଲାର ବିଚାର...

ପ୍ରସ୍ତାବରେ ଅଟକିଛି ଟ୍ରକ୍‌ ଟର୍ମିନାଲ ନିର୍ମାଣ

ଛତ୍ରପୁର,୧୫।୫(ଡି.ଏନ.ଏ.): ଗଞ୍ଜାମ ଜିଲାରେ ପ୍ରତିବର୍ଷ ଦୁର୍ଘଟଣା ବଢିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଶିଳ୍ପାନୁଷ୍ଠାନକୁ ମାଲ ପରିବହନ କରୁଥିବା ଟ୍ରକ୍‌ଗୁଡିକ ଘଣ୍ଟା ଘଣ୍ଟା ଜାତୀୟ ରାଜପଥ ଉପରେ ଅଟକି ରହୁଛି। ଏଥିଲାଗି...

ରେଳବିଭାଗରେ ଚାକିରି ନାଁରେ ଠକେଇ ଘଟଣା: ଜେଲରେ ଥିବା ଅଭିଯୁକ୍ତଙ୍କ ନାମରେ ପୁଣି ମାମଲା

ବ୍ରହ୍ମପୁର ଅଫିସ,୧୫।୫: ରେଳ ବିଭାଗରେ ଚାକିରି ଦେବାକୁ କହି ଟଙ୍କା ଠକେଇ କରି ବିଚାର ବିଭାଗ ହାଜତରେ ଥିବା ଅଭିଯୁକ୍ତ ଗଣେଶ ହୋତାଙ୍କ ନାମରେ ପୁଣି ଦୁଇଟି ଅଭିଯୋଗ ହୋଇଛି। ଗୋଷାଣୀନୂଆଗଁା ଥାନାରେ ଅଭିଯୁକ୍ତ ଗଣେଶ କୁମାର ହୋତାଙ୍କ ନାମରେ ପୃଥକ...

ବେଢ଼ାବନ୍ଧ ବିକାଶ ଅପେକ୍ଷା ରାଜନୀତି ବେଶି

ବ୍ରହ୍ମପୁର ଅଫିସ,୧୫।୫: ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ଚଳିତ ୨୦୨୨-୨୩ ଆର୍ଥିକ ବର୍ଷର ୪୬୨.୮୪ କୋଟି ଟଙ୍କାର ବୃହତ୍‌ ବଜେଟ ଅନୁମୋଦିତ ହୋଇଛି। ନିଜସ୍ବ ଆୟ ନ ଥାଇ ସରକାରୀ ଅନୁଦାନ ମିଳିବା ଆଶା କରି ଏହା କରାଯାଇଛି। ତେଣୁ ଏହା...

ଆଖି ବୁଜିଲେ ଗଞ୍ଜାମ ଏସ୍‌ପି ଅଫିସ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିବା ଯୁବକ

ଛତ୍ରପୁର,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ମୃତ୍ୟୁ ଘଟିଥିବା ପରିବାରଲୋକେ ସୂଚନା ଦେଇଛନ୍ତି।...

କଳମ୍ବ ଗାଁ ଅଶାନ୍ତ: ନାମଯଜ୍ଞ ସରିଲା, ମୁଣ୍ଡ ଗଡ଼ିଲା

ପୋଲସରା,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନ କଳମ୍ବ ଗ୍ରାମରେ ଶନିବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ବିକାଶ ସାହୁ ଓରଫ କାଉ(୨୮)। ସୂଚନାନୁଯାୟୀ, କଳମ୍ବ ଗ୍ରାମରେ...

ଗଞ୍ଜାମ ପାଇଁ ଗୌରବ ଆଣିଲେ ରାଜେନ୍ଦ୍ର

ଗଞ୍ଜାମ,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୭ ନଂ ଓ୍ବାର୍ଡ କୈବର୍ତ୍ତ ସାହିର ରାଜେନ୍ଦ୍ର କୁମାର ସାହୁ ୨୦୨୨ ଆଇଆଇଟି ପରୀକ୍ଷାରେ ସର୍ବ ଭାରତୀୟସ୍ତରରେ ୬୨୦ ନମ୍ବର ରଖି ଗଞ୍ଜାମ ପାଇଁ ଗୌରବ ଆଣିଛନ୍ତି। ରାଜେନ୍ଦ୍ର ଗଞ୍ଜାମ ଏନ୍‌ଏସି ନବନିର୍ବାଚିତ କାଉନସିଲର...

ଏସ୍‌ପି ଅଫିସ ଆଗରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଛତ୍ରପୁର,୧୪ା୫(ଡି.ଏନ୍‌.ଏ.): ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ଅଫିସ ଆଗରେ ଶନିବାର ସନ୍ଧ୍ୟାରେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେ ହେଲେ ରମ୍ଭା ଥାନା ଅଧୀନ ବୋରିଗାଁର ବାଦଲ ସାହୁ। ମିଳିଥିବା ସୂଚନାନୁସାରେ ବାଦଲ ଏସ୍‌ପିଙ୍କୁ ଭେଟିବା ପାଇଁ ଯାଇଥିଲେ। ଏସ୍‌ପିଙ୍କ ଅନୁପସ୍ଥିତିରେ...

ବିଫଳ ପ୍ରେମିକଙ୍କ ଚରମ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୧୪।୫: ବଡ଼ବଜାର ଥାନା ଅଧୀନ ଲକ୍ଷ୍ମୀନୃସିଂହ ସାହିରେ ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶରତ ଜେନାଙ୍କ ପୁଅ ପ୍ରମୁଖ ଜେନା(୨୧)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ...

ପୁଇଁତୋଳା ନୃସିଂହ ମନ୍ଦିର ପରିଦର୍ଶନ କଲେ ବିଧାୟକ

ଗଞ୍ଜାମ,୧୪।୫(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନୃସିଂହ ମନ୍ଦିରରେ ନୃସିଂହ ଚତୁର୍ଦ୍ଦଶୀ ଶନିବାର ପାଳିତ ହେଉଛି। ଏହି ଅବସରରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ନୃସିଂହ ମନ୍ଦିରରେ ପହଞ୍ଚତ୍ ଆଶୀର୍ବାଦ ଭିକ୍ଷା...

ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ: ୧୮ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୪।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୮ତାରିଖରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ଏହି ପ୍ରତିଷ୍ଠା ଉତ୍ସବ ୧୫ରୁ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri