ଗଞ୍ଜାମ

କମେଣ୍ଟମରାକୁ କେନ୍ଦ୍ରକରି ବୀଭତ୍ସ କାଣ୍ଡ: ୪ ମୃତ

ବହ୍ମପୁର ଅଫିସ,୨୩।୩: ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପିତ୍ତଳ ନିକଟ ରାମଚନ୍ଦ୍ରପୁର ଛକରେ ଥିବା ମା’ଖମ୍ବେଶ୍ୱର ଫାଷ୍ଟଫୁଡ୍‌ ଦୋକାନରେ ହୋଇଥିବା ଗୋଷ୍ଠୀସଂଘର୍ଷରେ ଜଣେ ନାବାଳକ ସମେତ ୪ ଭାଇଙ୍କ ମୃତ୍ୟୁ ଘଟିଛି। ଏହି ବୀଭତ୍ସ ହତ୍ୟାକାଣ୍ଡରେ ନରେନ୍ଦ୍ରପୁରର ମଙ୍ଗୁଳୁ...

ମା’ ତାରା ତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

ପୁରୁଷୋତ୍ତମପୁର,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହୋଇଯାଇଛି। କରୋନା କଟକଣାରେ ଯାତ୍ରା ପରିଚାଳନା କରାଯାଉଛି। ଅସୁସ୍ଥ ଥିବା ବ୍ୟକ୍ତିଙ୍କୁ ଗହଳିକୁ ନ ଆସିବାକୁ ଜିଲାପାଳ ଅନୁରୋଧ କରିଛନ୍ତି। ସୋମବାର ରାତି ସାଢେ...

ସହରାଞ୍ଚଳ ନିର୍ବାଚନ ପାଇଁ ପ୍ରଶାସନର ପ୍ରସ୍ତୁତି

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାର ସହରାଞ୍ଚଳ ନିର୍ବାଚନର ସୁପରିଚାଳନା ଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି। ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ଓସ୍ବାନ ହଲ୍‌ଠାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତାକରି ଜଣାଇଥିଲେ ଯେ,...

‘ସରକାରୀ ଯୋଜନା ଲୋକଙ୍କ ପାଖେ ପହଞ୍ଚାଇବି’

ଗଞ୍ଜାମ, ୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ନବ ନିର୍ବାଚିତ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି l ଏହି ଅବସରରେ ସେ ଅଞ୍ଚଳର ସହ ସରକାରୀ ଯୋଜନା କିପରି ଲୋକଙ୍କ ପାଖେ ପହଞ୍ଚି ପାରିବ ସେଥିପ୍ରତି ଗୁରୁତ୍ୱ ଦେବେ...

ଟାଏକୋଣ୍ଡୋରେ ୧୮ ସ୍ବର୍ଣ୍ଣ, ୭ ରୌପ୍ୟ, ୫ ବ୍ରୋଞ୍ଜ ପଦକ ହାସଲ

ଛତ୍ରପୁର,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଟାଏକୋଣ୍ଡୋ କ୍ରୀଡାବିତ୍‌ମାନେ ଆନ୍ତର୍ଜାତିକ ସ୍ତରରେ ପ୍ରଭାବଶାଳୀ ପ୍ରଦର୍ଶନ କରିଛନ୍ତି। ଛତ୍ରପୁରସ୍ଥିତ କେଏମ୍‌ପି ସ୍ପୋଟର୍‌ସ ଏକାଡେମୀର ମୁଖ୍ୟ ପ୍ରଶିକ୍ଷକ ତଥା ୫ମ ଡାନ୍‌ ବ୍ଲାକ ବେଲ୍ଟଧାରୀ ଆନ୍ତର୍ଜାତିକ କୋଚ ତଥା ରେଫରୀ କେ. ମନୋଜ ପ୍ରଧାନଙ୍କ ପ୍ରତ୍ୟକ୍ଷ ମାର୍ଗଦର୍ଶନ...

ପ୍ରଚାରରେ ଷ୍ଟାର ପ୍ରଚାରକ ଜିନା, ଶୁଭାଶିଷ

ଗଞ୍ଜାମ,୨୧।୩(ଡି.ଏନ.ଏ.): ପୌର ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଗଞ୍ଜାମ ସହାରାଞ୍ଚଳରେ ଶକ୍ତି ପ୍ରଦର୍ଶନ କରାଯାଇଛି। ଷ୍ଟାର ପ୍ରଚାରକ ତଥା ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଜିନା ଓ ସିରିଏଲ ଅଭିନେତା ଶୁଭାଶିଷ ଶର୍ମା ପ୍ରମୁଖଙ୍କୁ ନେଇ ବିଜେଡି ଏନ୍‌ଏସି ଯୁବ ସଭାପତି ସୁଧୀର...

ସ୍କୁଟି ଡିକିରୁ ୧୫ ଲକ୍ଷ ଜବତ

ବ୍ରହ୍ମପୁର ଅଫିସ,୨୧।୩: ବ୍ରହ୍ମପୁର ବଡବଜାର ଥାନା ପୋଲିସ ଗଞ୍ଜେଇ ଚାଲାଣ ମାମଲାରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଜପତି ଜିଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ସିନ୍ଦୁରଡ଼ାଙ୍ଗ ଗ୍ରାମର ସୁଦୀପ ପାଇକ ଓ ମୋହନା ଥାନା ଅନ୍ତର୍ଗତ କେସରିଆଗୁଡାର କୈଳାସ...

ଜିଲା ପ୍ରଶାସନର ଭୋଟରଙ୍କ ନିମନ୍ତେ ସାଫା ଆପ

ବ୍ରହ୍ମପୁର ଅଫିସ,୨୧।୩: ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଚୁଡାନ୍ତ ବୁଥ ତାଲିକା ଓ ପିଙ୍କ ବୁଥ ତାଲିକା ପ୍ରକାଶ ପାଇଛି। ବ୍ରହ୍ମପୁରରେ ସହରରେ ୨୫୦ବୁଥ ହୋଇଥିବା ବେଳେ ୯୬ ବୁଥ ସମ୍ବେଦନଶୀଳ ଓ...

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ବିଜେଡି ପକ୍ଷରୁ ଭିନ୍ନ ଢଙ୍ଗରେ ନିର୍ବାଚନୀ ପ୍ରଚାର କରାଯାଇଛି। ବିଜେଡି ଅଧ୍ୟକ୍ଷା ପ୍ରାର୍ଥିନୀ, କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ ନିମନ୍ତେ ଖୋଦ୍‌ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡଃ.ଗୋପବନ୍ଧୁ ଦାସ ଓ ସ୍ଥାନୀୟ ବିଧାୟକ...

ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାରରେ ବୁଲୁଛନ୍ତି ଭାଜପା ନେତା

ଗଞ୍ଜାମ,୨୧ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଗଞ୍ଜାମ ସହର। ନିଜ ଦଳୀୟ ପାର୍ଥୀଙ୍କୁ ଜିତାଇବାକୁ ଲାଗିପଡ଼ିଛନ୍ତି ଆଗଧାଡ଼ିର ନେତା। ଏହି ଏନ୍‌ଏସିରେ ଅଧ୍ୟକ୍ଷା ପାଇଁ ବିଜେଡି, ଭାଜପା, କଂଗ୍ରେସ ଏବଂ ସ୍ବାଧୀନ...

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ମାରାଥନ ପ୍ରଚାର

ଗଞ୍ଜାମ,୨୦।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି l ରବିବାର ଏନ୍‌ଏସି ଅଧ୍ୟକ୍ଷା ପାର୍ଥିନୀ ଝୁଲି ପାତ୍ର ଏବଂ ୬ ନମ୍ବର ୱାର୍ଡ କାଉନସିଲର ପ୍ରାର୍ଥୀ ଦଣ୍ଡପାଣି ପରିଡ଼ା ଘରକୁ ଘର ବୁଲି ମାରାଥନ...

ପୁଅ ଆଗରେ ବାପାଙ୍କ ଜୀବନ ଗଲା

ଧରାକୋଟ,୨୦ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ଦସମାଇଲ ନିକଟରେ ରବିବାର ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବହାରପୁର ଗ୍ରାମର ନରହରି ମହାରଣା। ନରହରି ତାଙ୍କ ପୁଅ ଦିଲୀପଙ୍କ ସହ ବାଇକ୍‌ରେ ଗ୍ରାମକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri