ଗଞ୍ଜାମ

ପୌର ନିର୍ବାଚନ: ଘରକୁ ଘର ବୁଲି ଭୋଟ ଭିକ୍ଷା

ଗଞ୍ଜାମ,୧୦।୩(ଡି.ଏନ.ଏ.): ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ପାର୍ଥୀପତ୍ର ଯାଞ୍ଚ ସରିବା ପରେ ବିଜେଡି ପ୍ରଚାରରେ ଆଗୁଆ ରହିଥିବା ଜଣାପଡିଛିl ଗୁରୁବାର ପୁଇଁତୋଳା ୱାର୍ଡ ନଂ-୮ ଓ୯ ରେ ବିଜେଡି ଚେୟାରମ୍ୟାନ ପାର୍ଥିନୀ ଝୁଲି ପାତ୍ର ଓ ୱାର୍ଡ...

ବୁଗୁଡ଼ା ଏନ୍‌ଏସି: ସରିଲା ଯାଞ୍ଚ, ରହିଲେ ୩୩ ପ୍ରାର୍ଥୀ

ବୁଗୁଡ଼ା,୧୦ା୩(ଡି.ଏନ.ଏ.):ବୁଗୁଡ଼ା ଏନଏସି ଅଧ୍ୟକ୍ଷ ପଦବୀ ପାଇଁ ୭ ଜଣ ଏବଂ ୧୩ ୱାର୍ଡର କାଉନଶିଲର ପଦବୀ ପାଇଁ ୨୬ ଜଣ ଏପରି ମୋଟ ୩୩ ଜଣ ପ୍ରାର୍ଥୀ ବୁଧବାର ଯାଞ୍ଚ ପରେ ରହିଥିବା ନେଇ ନିର୍ବାଚନ ଅଧିକାରୀ ସଂଗ୍ରାମ କେଶରୀ...

ଶ୍ମଶାନ ନିକଟରେ ଶିଶୁ ଉଦ୍ୟାନକୁ ନେଇ ଅସନ୍ତୋଷ

ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହର ବିଭିନ୍ନ ୱାର୍ଡରେ ଥିବା ଖାଲି ସ୍ଥାନ ଗୁଡିକରେ ଶିଶୁ ଉଦ୍ୟାନ ନିର୍ମାଣ କରାଯାଇଛି। ତେବେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶିଶୁ ଉଦ୍ୟାନଗୁଡିକର...

ଚିକିଟି ଏନ୍‌ଏସି : ୧୯ ନାମାଙ୍କନ ପତ୍ର କାଏମ

ଚିକିଟି,୧୦ା୩(ଡି.ଏନ.ଏ.):ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ପୌର ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ଅନୁଷ୍ଠିତ ହୋଇଥିଲା। ଚିକିଟି ପୌର ପରିଷଦର ବିଭିନ୍ନ ୱାର୍ଡରେ ୧୯ ଜଣ ନାମାଙ୍କନ ପ୍ରାର୍ଥୀ ଦାଖଲ କରିଥିବା ବେଳେ ସମସ୍ତ କାଏମ ରହିଥିବା ନିର୍ବାଚନ ଅଧିକାରୀ...

ଆଇଟିଆଇ ସ୍ଥାପନ କରିବ ଦେଶର ସର୍ବବୃହତ୍‌ ଟାୟାର ଆର୍ଟ ପାର୍କ

ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଆଇଟିଆଇ ବିଭିନ୍ନ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସଫଳତା ପରେ ବର୍ତ୍ତମାନ ଦେଶର ବୃହତ୍ତମ ଟାୟାର ଆର୍ଟ ପାର୍କ ସ୍ଥାପନ କରିବାକୁ ଯାଉଛି। ଏ ନେଇ ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ ବୁଧବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ଆଇଟିଆଇ...

ଭଞ୍ଜନଗର, ବେଲଗୁଣ୍ଠାରେ ୧୧ କାଉନ୍‌ସିଲର ନିର୍ଦ୍ୱନ୍ଦ୍ୱ

ଭଞ୍ଜନଗର,୧୦ା୩(ଡି.ଏନ୍‌.ଏ.) ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ବେଲଗୁଣ୍ଠା ବ୍ଲକରେ ବିଜେଡି ଅଧ୍ୟକ୍ଷ ଆସନ ଦଖଲ କରିବାକୁ ଯାଉଛି। ବେଲଗୁଣ୍ଠାରେ ବ୍ଲକ ବିଜେଡି ସଭାପତି ପ୍ରଶାନ୍ତ ନାୟକ ଅଧ୍ୟକ୍ଷ ଆସନରେ ବସିବା ସମ୍ଭାବନା ରହିଥିବା ବେଳେ ଭଞ୍ଜନଗର ଓ ଜଗନ୍ନାଥପ୍ରସାଦରେ କିଏ ଅଧ୍ୟକ୍ଷା ହେବେ...

ପୌର ନିର୍ବାଚନ ଲାଗି ୨ ପର୍ଯ୍ୟବେକ୍ଷକ ନିଯୁକ୍ତ

ଛତ୍ରପୁର,୧୦ା୩(ଡି.ଏନ୍‌.ଏ.)  ପୌର ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସରିଛି। ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ, ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଓ ୧୬ଟି ଏନ୍‌ଏସିରେ ନିର୍ବାଚନ ପରିଚାଳନା ପାଇଁ ୨ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ବ୍ରହ୍ମପୁର ମହାନଗର ନିଗମ ନିର୍ବାଚନ...

୫୨୭ ବୁଥ୍‌ରେ ମତ ସାବ୍ୟସ୍ତ କରିବେ ୪.୮୧ ଲକ୍ଷ

ଗଞ୍ଜାମ ଜିଲାରେ ହେବାକୁ ଥିବା ପୌର ନିର୍ବାଚନ ଭୋଟ ଗ୍ରହଣ ପାଇଁ ୫୨୭ଟି ବୁଥ୍‌ ପ୍ରସ୍ତୁତ କରାଯାଇଛି ା ଏଥିରେ ସମସ୍ତ ୧୮ ସହରାଞ୍ଚଳର ୪ ଲକ୍ଷ ୮୧ ହଜାର ୭୦ ଜଣ ଭୋଟର ନିଜ ମତ ସାବ୍ୟସ୍ତ କରିବେ...

ଘରଘର ବୁଲି ଭୋଟ୍‌ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଗଞ୍ଜାମ,୯ା୩(ଡି.ଏନ୍‌.ଏ.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି l ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ବିଜେଡି ପ୍ରଥମେ ଦାମୋଦରପୁରରୁ ପ୍ରଚାର ଆରମ୍ଭ କରିଛି l ବିଜେଡି ଚେୟାରମ୍ୟାନ ପାର୍ଥିନୀ ଝୁଲି ପାତ୍ର ଓ୍ବାର୍ଡ ନଂ.୧୧...

ସରିଲା ପ୍ରାର୍ଥିପତ୍ର ଯାଞ୍ଚ ପ୍ରକିୟା

ଗଞ୍ଜାମ,୯ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ବୁଧବାର ଥିଲା ପାର୍ଥିପତ୍ର ଯାଞ୍ଚ l ନିର୍ବାଚନ ମଇଦାନରେ ଥିବା ବିଭିନ୍ନ ଦଳର ୩୧ କାଉସିଲର ଓ ୪ ଜଣ ଚେୟାରମ୍ୟାନ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଯାଞ୍ଚ କରିଥିଲେ ନିର୍ବାଚନ...

ନିର୍ବାଚନ ମଇଦାନରେ ବାପା-ପୁଅ: ଚାଲିଛି କଡ଼ା ଟକ୍କର

ପୋଲସରା,୯।୩(ଡି.ଏନ୍‌.ଏ.): କୁହାଯାଏ, ବାପ ଥିବା ପୁଅ ସଭାରେ ହାରେନି। ହେଲେ, ପୁଅକୁ ହରାଇବା ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ଜଣେ ବାପା। ନିର୍ବାଚନ ରଣାଙ୍ଗନରେ ଉଭୟ ବାପା ପୁଅଙ୍କ ମଧ୍ୟରେ ଲଢ଼େଇ । ଚାଲିଛି କଡ଼ା ଟକ୍କର। ଏଭଳି ନିଆରା...

ଗୁଣିଗାରେଡିରୁ ମହିଳାଙ୍କ ପ୍ରତି ହିଂସା: ସୂଚନା ପ୍ରଦାନକାରୀଙ୍କୁ ପୁରସ୍କାର

ଛତ୍ରପୁର,୯।୩(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଗୁଣି ଗାରେଡିକୁ ନେଇ ମହିଳାମାନଙ୍କ ପ୍ରତି ହେଉଥିବା ହିଂସା ସମ୍ପର୍କରେ ଯେଉଁ ଖବରଦାତା ଜିଲା ପ୍ରଶାସନକୁ ପ୍ରଥମେ ଜଣାଇବେ ତାଙ୍କୁ ୫୦ ହଜାର ଟଙ୍କା ପୁରସ୍କାର ଦିଆଯିବ। ମଙ୍ଗଳବାର ଗଞ୍ଜାମ ଜିଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri