ଗଞ୍ଜାମ

ଜମି ହଡ଼ପ ମାମଲା: ତତ୍କାଳୀନ ଏସ୍‌ଡିପିଓଙ୍କ ସାକ୍ଷ୍ୟ ଗ୍ରହଣ

ବ୍ରହ୍ମପୁର ଅଫିସ,୯।୩: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ୍‌ ପିଣ୍ଟୁ ଓ ତାଙ୍କ ସହଯୋଗୀ ସିଏଚ. ତ୍ରିନାଥଙ୍କୁ କଡ଼ା ସୁରକ୍ଷାରେ ବ୍ରହ୍ମପୁର ଜେଲରୁ ଏଡିଜେ-୨ ରାଜଶ୍ରୀ ମହାପାତ୍ରଙ୍କ କୋର୍ଟରେ ହାଜର କରାଯାଇଥିଲା। ଗୋଳନ୍ଥରା...

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୯।୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ(ବୈଦ୍ୟୁତିକ) ବିଭାଗର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି । ଯନ୍ତ୍ରୀଙ୍କ ବ୍ରହ୍ମପୁର ଆମ୍ବପୁଅସ୍ଥିତ କାର୍ଯ୍ୟାଳୟ ସମେତ, ବ୍ରହ୍ମପୁର...

କଂଗ୍ରେସକୁ ମିଳିଲା ନାହିଁ ପ୍ରାର୍ଥୀ

ବ୍ରହ୍ମପୁର ଅଫିସ,୮ା୩: ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) କଂଗ୍ରେସର ମେୟର ପ୍ରାର୍ଥୀ ହୋଇଛନ୍ତି ମଞ୍ଜୁ ରଥ। ପୌର ନିର୍ବାଚନ ପାଇଁ ନାମାଙ୍କନର ଶେଷ ଦିନ ସୋମବାର ପ୍ରଦେଶ କଂଗ୍ରେସ କମିଟି (ପିସିସି) ପକ୍ଷରୁ ତାଙ୍କ ନାମ ଘୋଷଣା ହୋଇଛି। ସେ ନିର୍ବାଚନ...

ଶେଷଦିନରେ ରମ୍ଭା ଏନ୍‌ଏସିର ୨ଅଧ୍ୟକ୍ଷା-୨୧ କାଉନସିଲରଙ୍କ ନାମାଙ୍କନ ପତ୍ର ଦାଖଲ

ରମ୍ଭା,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭାରେ ସ୍ଥାନୀୟ ନିର୍ବାଚନ କାର୍ଯ୍ୟାଳୟ ପରିସରରେ ଶେଷଦିନରେ ୨ ଅଧ୍ୟକ୍ଷା ଓ ୨୧ଜଣ କାଉନସିଲର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏନେଇ ସୋମବାର ନିର୍ବାଚନ ଅଧିକାରୀ ଜ୍ୟୋର୍ତିମୟ ଦାସ ସୂଚନା ଦେଇଛନ୍ତି। ଭାଜପା ପକ୍ଷରୁ ଆଖଣ୍ଡଳମଣି...

ଶେଷ ଦିନରେ ନାମାଙ୍କନ ଦାଖଲ କଲେ ଭାଜପା, କଂଗ୍ରେସ

ଗଞ୍ଜାମ,୭।୩(ଡି.ଏନ୍‌.ଏ.) : ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସୋମବାର ଶେଷ ହୋଇଛି l ଏହି ପ୍ରକ୍ରିୟା ୨ତାରିଖରୁ ଆରମ୍ଭ ହୋଇଥିଲା। ଶେଷ ଦିନରେ ଅଧକ୍ଷା ପଦ ପାଇଁ ଭାଜପାରୁ ଡି.ସାଇ ପ୍ରମିଳା,...

ପୌର ନିର୍ବାଚନ: ରାସ୍ତାରେ ମଦ ପିଇଲେ ଜରିମାନା

ବ୍ରହ୍ମପୁର ଅଫିସ,୭।୩: ରାସ୍ତାରେ କିମ୍ବା ସର୍ବସାଧାରଣ ସ୍ଥାନରେ ମଦ ପିଇବା ଉପରେ ବ୍ରହ୍ମପୁର ପୋଲିସ ପକ୍ଷରୁ କଟକଣା କରାଯାଇଛି। ଏହି କଟକଣା ସୋମବାରଠାରୁ ଲାଗୁ କରାଯାଇଛି। ପୌର ନିର୍ବାଚନକୁ ଶୃଙ୍ଖିଳିତ କରିବା ପାଇଁ ପୋଲିସ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା...

ରମ୍ଭା ଏନ୍‌ଏସିର ୧୨ଟି ୱାର୍ଡରେ କାଉନସିଲର, ଅଧ୍ୟକ୍ଷା ପାଇଁ ପାର୍ଥିପତ୍ର ଦାଖଲ

ରମ୍ଭା,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭାରେ ଏନ୍‌ଏସି ନିର୍ବାଚନ ପାଇଁ ରବିବାର ନାମାଙ୍କନ ପତ୍ର ଦାଖଲ କରାଯାଇଛି। ପଞ୍ଚମ ଦିନରେ ରମ୍ଭା ଏନ୍‌ଏସି କାର୍ଯ୍ୟାଳୟରେ ବିଜେଡି ପକ୍ଷରୁ ଅଧ୍ୟକ୍ଷା ପାର୍ଥୀନି କୁମାରୀ ବିଶାଳ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ୱାର୍ଡ...

ବିଜେଡିର ୩ କାଉନସିଲରଙ୍କ ନାମାଙ୍କନପତ୍ର ଦାଖଲ

ଗଞ୍ଜାମ,୭ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷଦିନରେ ବିଜେଡିର ଓ୍ବାର୍ଡ ନଂ ୧୦ର ସୁଜାତା କୁମାରୀ ମହାନ୍ତି, ଓ୍ବାର୍ଡ ନଂ ୧୧ ପି. ମୋହନ ରେଡ୍ଡି ଏବଂ ଓ୍ବାର୍ଡ ନଂ. ୧୨ ପାଇଁ...

ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥୀ

ଛତ୍ରପୁର,୭।୩(ଡି.ଏନ.ଏ.) – ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ପୌର ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ର୍ରିୟା ଚାଲିଛି  । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଶନିବାର ଏନ୍‌ଏସି ଅଧ୍ୟକ୍ଷା ଓ କାଉନସିଲର ବିଜେଡି ପ୍ରାର୍ଥିମାନେ ପ୍ରାର୍ଥତ୍ପତ୍ର ଦାଖଲ...

ବ୍ରହ୍ମପୁର ମେୟର ପଦବୀ ପାଇଁ ପ୍ରାର୍ଥୀ ଦେଲା କଂଗ୍ରେସ

ବ୍ରହ୍ମପୁର ଅଫିସ,୭ା୩: ପୌର ନିର୍ବାଚନ ପାଇଁ ଆଜି ହେଉଛି ନାମାଙ୍କନପତ୍ର ଦାଖଲର ଶେଷ ଦିନ। ଆଜି ଶେଷ ଦିନରେ କଂଗ୍ରେସ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବ୍ରହ୍ମପୁର ମେୟର ପଦବୀ ପାଇଁ କଂଗ୍ରେସ ମଞ୍ଜୁ ରଥଙ୍କୁ...

ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେବି: ସବିତା

ବ୍ରହ୍ମପୁର ଅଫିସ,୭ା୩: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପାଇଁ ଭାଜପାର ମେୟର ପ୍ରାର୍ଥୀ ହେଲେ ଡ.ସବିତା ସୁଆର। ରାଜ୍ୟ କାର୍ଯ୍ୟାଳୟରୁ ତାଙ୍କ ନାମ ରବିବାର ଘୋଷଣା କରାଯାଇଛି। କାହାକୁ ପ୍ରାର୍ଥୀ ଚୟନ କରାଯିବ, ସେନେଇ ଭାଜପାରେ ଯେଉଁ କଳ୍ପନା ଜଳ୍ପନା...

ବିଏମ୍‌ସି ପାଇଁ ବିଜେଡି ପ୍ରାର୍ଥୀ ତାଲିକା ଘୋଷଣା

ବ୍ରହ୍ମପୁର ଅଫିସ,୭ା୩: ବ୍ରହ୍ମପୁର ପୌର ନିର୍ବାଚନ ପାଇଁ ରବିବାର କର୍ପୋରେଟର ପାଇଁ ୫୬ ଓ ମେୟର ଲାଗି ଜଣେ ମହିଳା ନିତା କୁମାରୀ ପଣ୍ଡା ନାମାଙ୍କନ ଦାଖଲ କରିଛନ୍ତି। କର୍ପୋରେଟର ପ୍ରାର୍ଥୀଙ୍କ ମଧ୍ୟରେ ବିଭିନ୍ନ ଦଳ ଓ ସ୍ବାଧୀନ ଅଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri