ଗଞ୍ଜାମ

ବୋହୂ ଆସିଲେ, ଶ୍ୱଶୁର ଘର ଛାଡ଼ିଲେ

ବ୍ରହ୍ମପୁର ଅଫିସ,୮ା୧: ଡାକ୍ତର ସୁମିତ ସାହୁ-ତପସ୍ବିନୀ ଦାଶ ପାରିବାରିକ ବିବାଦ ନୂଆମୋଡ଼ ନେଇଛି। ଜିଲାଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ରାତିରେ ତପସ୍ବିନୀ ବ୍ରହ୍ମାନଗର ଦ୍ୱିତୀୟ ଲାଇନ୍‌ସ୍ଥିତ ଶାଶୁଘରେ ପ୍ରବେଶ କରିଥିଲେ। ଏହାର କିଛି ସମୟ ପରେ ଶ୍ୱଶୁର ପ୍ରମୋଦ ସାହୁ ଘର...

ଜେଲ ଗଲେ ଦୁର୍ଦ୍ଦାନ୍ତ ଅପରାଧୀ ରାନୀ ପଣ୍ଡା

ବ୍ରହ୍ମପୁର ଅଫିସ,୭।୧: ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ କୁଖ୍ୟାତ ଗଞ୍ଜେଇ ଚାଲାଣକାରୀ ରାନୀ ପଣ୍ଡାଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।...

ଆବାସ ଗୃହ ନିର୍ମାଣକୁ ସାହି ବାସିନ୍ଦାଙ୍କ ବିରୋଧ

ଗଞ୍ଜାମ,୭।୧(ଡି.ଏନ୍‌.ଏ.): ଗଞ୍ଜାମ ସହର ୱାର୍ଡ ନଂ ୫ ମେଡିକାଲ ଗଳି ସ୍ଥିତ ରାମେୟା ବନ୍ଧ ହିଡ଼ରେ ଦୀର୍ଘ ବର୍ଷ ହେବ କିଛି ଭୂମିହୀନ ଲୋକ ବାସ କରି ଆସୁଛନ୍ତି । ସେମାନଙ୍କ ଥଇଥାନ ପାଇଁ ଏନ୍‌ଏସି ପ୍ରଶାସନ ବାଲିସାହିଠାରେ ଆବାସ...

ଶାଶୁଘର ଭିତରକୁ ଗଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୬ା୧: ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦର ଅନ୍ତ ଘଟିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତପସ୍ବିନୀ ଗୁରୁବାର ରାତିରେ ଶାଶୁଘରେ ପ୍ରବେଶ କରିଛନ୍ତି । ତପସ୍ବିନୀ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁଘରେ ରହିବେ ଓ ଡା. ସୁମିତ...

ସୁମିତଙ୍କ ବେଡ୍‌ରୁମ୍‌ରେ ରହିବାକୁ ଅଡ଼ି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୫।୧: ଗଞ୍ଜାମ ଜିଲା ଜଜ କୋର୍ଟ ତପସ୍ବିନୀଙ୍କୁ ଶାଶୁଘର ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ରହିବାକୁ ମଙ୍ଗଳବାର ରାୟ ଶୁଣାଇଥିଲେ। କୋର୍ଟଙ୍କ ରାୟ ପରେ ବି ମଙ୍ଗଳବାର ରାତିରେ ତପସ୍ବିନୀ ସୁମିତଙ୍କ ଘରର ଗ୍ୟାରେଜରେ ରାତି କାଟିଛନ୍ତି ।...

ରାୟକୁ ନେଇ ସନୁଷ୍ଟ ନୁହଁନ୍ତି ସୁମିତ, ହାଇକୋର୍ଟ ଯିବେ

ବ୍ରହ୍ମପୁର ଅଫିସ,୪।୧: ହାଇକୋର୍ଟ ଯିବେ ଡାକ୍ତର ସୁମିତ ସାହୁ। ତପସ୍ବିନୀ ଦାଶ ଏବଂ ତାଙ୍କ ମଧ୍ୟରେ ଚାଲିଥିବା ବିବାହ ବିବାଦ ମାମଲାରେ ଜିଲା ଜଜ୍‌ କୋର୍ଟ ଦେଇଥିବା ରାୟକୁ ଉପର କୋର୍ଟରେ ଚ୍ୟାଲେଞ୍ଜ କରିବେ ସେ। ଏନେଇ ସୁମିତଙ୍କ ଓକିଲ...

ଆପଣ-ଶାଶୁ ଯେମିତି ଭଲରେ ଅଛନ୍ତି, ଆମକୁ ସେମିତି ରହିବାକୁ ଦିଅନ୍ତୁ: ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଯାହା ଚାହୁଁଥିଲେ ତାହା ହିଁ ହେଲା। ଦୀର୍ଘ ୪୪ ଦିନ ଧାରଣାରେ ବସିବା ପରେ ଛତ୍ରପୁର କୋର୍ଟଙ୍କ ରାୟ ତପସ୍ବିନୀ ଦାଶଙ୍କ ସପକ୍ଷରେ ଆସିଛି। ଏହା ଶୁଣିବା ପରେ ଖୁସିରେ କାନ୍ଦି ପକାଇଛନ୍ତି ସେ। ପ୍ରତିକ୍ରିୟା ଦେଇ...

୯ ମାସ ଶିଶୁର ବଢ଼ୁଛି ମୁଣ୍ଡ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଛତ୍ରପୁର,୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପ୍ରତାପପୁର ଗାଁର ପୁଷ୍ପାଞ୍ଜଳି ନାହାକଙ୍କ ୯ ମାସର ଶିଶୁ ପୁତ୍ରଙ୍କ ଦିନକୁ ଦିନ ମୁଣ୍ଡ ବଡ଼ ହେବାରେ ଲାଗିଛି। ତାଙ୍କର ଚିକିତ୍ସା ଲାଗି ଅର୍ଥ ବାଧକ ସାଜିଛି। ଶିଶୁ ପୁତ୍ରଙ୍କୁ ନେଇ ପୁଷ୍ପାଞ୍ଜଳି...

୪୪ ଦିନ ଧାରଣାରେ ପୂର୍ଣ୍ଣଚ୍ଛେଦ: ସୁମିତଙ୍କ ଘରେ ରହିବେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଶେଷରେ ୪୪ ଦିନ ଧାରଣାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁ ବୈବାହିକ ଜୀବନରେ ବିବାଦ ମାମଲାରେ ଛତ୍ରପୁର ଜିଲା କୋର୍ଟ ମଙ୍ଗଳବାର ବଡ଼ ରାୟ ଦେଇଛନ୍ତି। ସୁମିତଙ୍କ ବ୍ରହ୍ମାନଗରସ୍ଥିତ ଘରେ ତପସ୍ବିନୀ ରହିବେ। ଏହାଛଡ଼ା...

ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ

ଛତ୍ରପୁର,୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ ଘୋଷଣା ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ଘୋଷଣା କରିଛନ୍ତି। ଏଥିପାଇଁ କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଜିଲାପାଳ ଶୁଭେଚ୍ଛା ଜଣାଇବା ସହ ଧନ୍ୟବାଦ ଦେଇଛନ୍ତି। ଏଥିସହ ଏଣିକି ବାଲ୍ୟବିବାହ ପ୍ରଥମ...

ସୁମିତ-ତପସ୍ବିନୀ ମାମଲାର ଚୂଡ଼ାନ୍ତ ରାୟ ଆଜି

ବ୍ରହ୍ମପୁର ଅଫିସ,୪।୧: ଡା.ସୁମିତ ସାହୁ-ତପସ୍ବିନୀ ଦାଶ ମାମଲାକୁ ନେଇ ଜିଲାଜଜ୍‌ କୋର୍ଟରେ ଦାଏର ହୋଇଥିବା ଅପିଲର ଚୂଡ଼ାନ୍ତ ରାୟ ମଙ୍ଗଳବାର ପ୍ରକାଶ ପାଇବ। ଗଞ୍ଜାମ ଜିଲା ଜଜ୍‌ କୋର୍ଟରେ ଏସ୍‌ଡିଜେଏମ୍‌ଙ୍କ ରାୟକୁ ଚ୍ୟାଲେଞ୍ଜ କରି ଉଭୟ ପକ୍ଷଙ୍କ ଓକିଲ ଅପିଲ...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ମନସ୍ବିନୀ

ଦିଗପହଣ୍ଡି,୩ା୧(ଡି.ଏନ.ଏ.): ମହାଭାରତ ଯୁଦ୍ଧର ବିଭିନ୍ନ କଥାବସ୍ତୁର ପେନ୍‌ସିଲ ଆର୍ଟ କରି ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜର ଛାତ୍ରୀ ମନସ୍ବିନୀ ନାହାକ ଇଣ୍ଡିଆ ବୁକ୍‌ ଅଫ ରେକର୍ଡ -୨୦୨୧ରେ ଟାଇଟଲ ହାସଲ କରିଛନ୍ତି। ଦିଗପହଣ୍ଡି ସହର ଆସିକା ରୋଡ୍‌ ସ୍ଥିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri