ଗଞ୍ଜାମ

ଭଉଣୀର ସୁନା ଚେନ୍‌ ଚୋରି କରି ଜେଲ ଗଲା ଭାଇ

ଗଞ୍ଜାମ,୧୬ା୯(ଡି.ଏନ.ଏ.): ଭଉଣୀର ସୁନାଚେନ ଚୋରି କରିବା ଅଭିଯୋଗରେ ଭାଇକୁ ଜେଲ ଯିବାକୁ ପଡିଛି। ଗଞ୍ଜାମ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ଚୋରି ଅଭିଯୋଗରେ ଭାଇଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ମୁତାବକ, ବାପ...

ଭଉଣୀଙ୍କ ସୁନା ଚୋରି କରି ଜେଲ ଗଲେ ଭାଇ, ବନ୍ଧା ରଖି ଆଣିଥିଲେ ଟଙ୍କା

ଗଞ୍ଜାମ,୧୬।୯(ଡି.ଏନ୍‌.ଏ.): ଭାଇ ସାଜିଲା ଭଉଣୀର ଭଗାରୀ । ନିଜ ଭଉଣୀର ସୁନା ନାନୁ ଓ ଚେନ ଚୋରି କରି ଧରା ପଡିବା ପରେ ଭାଇକୁ ଜେଲ୍‌ ଯିବାକୁ ପଡିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଥାନା...

ମୋବାଇଲ ଲାଇଟ୍‌ରେ ଚିକିତ୍ସା

ବ୍ରହ୍ମପୁର ଅଫିସ,୧୫ା୯:ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଦ୍ୟୁତ ବିଭ୍ରାଟ ଯୋଗୁ ମଙ୍ଗଳବାର କ୍ୟାନସର ୱାର୍ଡ଼ ଆଉଟ୍‌ଡୋରରେ ମୋବାଇଲ ଲାଇଟ୍‌ରେ ରୋଗୀ ସେବା କରାଯାଇଛି। ମୋବାଇଲ ଫୋନ୍‌ ଟର୍ଚ୍ଚ ଲଗାଇ ଡାକ୍ତର ରୋଗୀଙ୍କୁ ଦେଖି ଔଷଧ ଲେଖିବା...

ଟିକାକେନ୍ଦ୍ରରେ ଅସମ୍ଭାଳ ଭିଡ଼:ଗର୍ଜିଲେ ଲୋକେ

ଦିଗପହଣ୍ଡି,୧୪।୯(ଡି.ଏନ.ଏ): କରୋନା ବିରୋଧରେ ଚାଲିଥିବା ଟିକାକରଣ ଅଭିଯାନକୁ ୨୦୦ ଦିନ ବିତିଯାଇଥିଲେ ମଧ୍ୟ ଦିଗପହଣ୍ଡି ସହରରେ ଲୋକଙ୍କୁ ମିଳୁନି କରୋନା ଟିକା। ଗତ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ ଶୁଭାରମ୍ଭ କରାଯାଇଥିଲେ ସୁଦ୍ଧା ସ୍ଥାନୀୟ ପ୍ରଶାସନିକ ଅବ୍ୟବସ୍ଥା କାରଣରୁ ସହରର...

ମୋ ଝିଅକୁ ତଣ୍ଟିଚିପି ମାରିଦେଲେ

ଦିଗପହଣ୍ଡି,୧୩ା୯(ଡି.ଏନ.ଏ.): ସ୍ତ୍ରୀ ହତ୍ୟା ଅଭିଯୋଗରେ ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଲକ୍ଷ୍ମଣ ନାଇକଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଏ ନେଇ ପୋଲିସ ଏକ ମାମଲା (ନଂ ୨୩୩/୨୧ ) ରୁଜୁ କରିଛି। ସୂଚନା ଅନୁସାରେ,...

ଭାସିଗଲା ବୋଡ଼ାନଦୀ କଲଭର୍ଟ

ଭଞ୍ଜନଗର,୧୩।୯(ଡି.ଏନ.ଏ): ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ୩ ଦିନ ହେଲା ବର୍ଷା ହେଉଛି। ସୋମବାର ଦିନତମାମ ଲଗାଣ ବର୍ଷା ହୋଇଛି। ଫଳରେ ବୋଡ଼ାନଦୀ ବନ୍ୟାଜଳରେ ବେଲଗୁଣ୍ଠା ନିକଟ ଚଢ଼େୟାପଲ୍ଲୀଠାରେ ହୋଇଥିବା ଅସ୍ଥାୟୀ କଲଭର୍ଟ ଭାସିଯାଇଛି। ଏଥିଯୋଗୁ ବେଲଗୁଣ୍ଠା-ବୁଗୁଡ଼ା,...

ଭୁଶୁଡ଼ିଲା ଆନ୍ଧ୍ର ମହିଳା ସମାଜମ୍‌ କୋଠା

ବ୍ରହ୍ମପୁର ଅଫିସ୍‌,୧୩ା୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହରର ଗିରି ମାର୍କେଟରେ ଥିବା ବହୁ ପୁରାତନ ଆନ୍ଧ୍ର ମହିଳା ସମାଜମ୍‌ କୋଠା ଭୁଶୁଡି ପଡ଼ିଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। କିନ୍ତୁ କୋଠାରେ...

ଲଗାଣ ବର୍ଷାରେ ଭୁଶୁଡ଼ିଲା ୧୦୦ ବର୍ଷ ପୁରୁଣା କୋଠା

ବ୍ରହ୍ମପୁର ଅଫିସ,୧୨।୯: ରାଜ୍ୟରେ ତିନିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବ୍ରହ୍ମପୁରର ୧୦୦ ବର୍ଷର ପୁରୁଣା ତେଲୁଗୁ ସମାଜମ କୋଠା ରବିବାର ବିଳମ୍ବିତ ରାତ୍ରିରେ ଭୁଶୁଡ଼ି ପଡିଛି। ତେବେ ଏଥିରେ କାହାର କିଛି କ୍ଷତି ହୋଇ ନାହିଁ।...

ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ: ବଢ଼ୁଛି ଋଷିକୁଲ୍ୟା

ପୁରୁଷୋତ୍ତମପୁର,୧୩।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ହେଲା ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ଚାଷ ଜମିଗୁଡ଼ିକ ଜଳମଗ୍ନ ହୋଇଛି। ତିନିଦିନ ମଧ୍ୟରେ ସୋମବାର ସକାଳ ୧୧ଟା ୩୦ ସୁଧା...

ନକଲି ଡାକ୍ତର ଗିରଫ

ଗଞ୍ଜାମ,୧୨।୯: ଗଞ୍ଜାମର ଏକ ମେଡିକାଲ ଷ୍ଟୋରକୁ ସିଲ୍‌ କରିବା ସହ ନକଲି ଡାକ୍ତର ଗିରଫ ହୋଇଛନ୍ତି । କୁମୁଦାପଦାର ବାହାଦୁର ନାୟକ ନାମକ ଜଣେ ବ୍ୟକ୍ତି ସୁରଟର ସୂତାକଳରେ ଶ୍ରମିକ ଭାବେ କାମ କରୁଥିଲେ। ଗତବର୍ଷ ଲକଡାଉନ ହେବାରୁ ସେ...

ଦିଗପହଣ୍ଡିରେ ଭାଜପାର ସାଙ୍ଗଠନିକ ନିର୍ବାଚନ

ଦିଗପହଣ୍ଡି,୧୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଭାଜପାର ସାଙ୍ଗଠନିକ ନିର୍ବାଚନୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶ୍ରୀ ଚନ୍ଦ୍ରଚୂଡ଼େଶ୍ୱର ଶୈବପୀଠ ପରିସରରେ ଆୟୋଜିତ ବୈଠକରେ ଭାଜପା ଦିଗପହଣ୍ଡି ନଗର କମିଟିର ବହୁସଂଖ୍ୟକ କାର୍ଯ୍ୟକର୍ତ୍ତା ଓ କର୍ମୀ ଉପସ୍ଥିତ ଥିଲେ। ଭାଜପା ଗଞ୍ଜାମ...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ଗଞ୍ଜାମ ପୁଇଁତୋଳାର ଭୂପେଶ

ଗଞ୍ଜାମ,୧୨ା୯(ଡି.ଏନ.ଏ.): ଗଞ୍ଜାମ ଜିଲା ପୁଇଁତୋଳା ଗ୍ରାମର ଭୂପେଶ କୁମାର ପଲାଇ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ୨୦୦ ବୈଷୟିକ ପ୍ରମାଣପତ୍ର ପାଇ ୨୦୨୧ ପାଇଁ ଇଣ୍ଡିଆ ବୁକ୍‌ ଅଫ ରେକର୍ଡସରେ ସ୍ଥାନ ପାଇଛନ୍ତି। ସାଇବର ଅପରାଧକୁ ରୋକିବା ପାଇଁ ସେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri