ଗଞ୍ଜାମ

ମଦ ଆଡ୍ଡାରେ ଚଢ଼ାଉ

ଗଞ୍ଜାମ,୧୯।୧୧(ଡି.ଏନ୍‌.ଏ.) : ଗଞ୍ଜାମ ଥାନା ବଡ଼ ବଜାରଠାରେ ଚାଖଣl ଦୋକାନରେ ମଦ ଆଡ୍ଡା ଜମୁଥିବା ଖବର ପାଇ ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁଙ୍କ ନେତୃତ୍ୱରେ ଗୁରୁବାର ବିଳମ୍ବିତ ରାତିରେ ଚଢ଼ାଉ ହୋଇଥିଲା l ପୋଲିସକୁ ଦେଖି ମଦ...

ପିପୁଲ୍ସ କଲେଜରେ ପହଞ୍ଚିଲେ ବିଶ୍ବବିଦ୍ୟାଳୟର ଦୁଇ ଜଣିଆ ଅନୁଧ୍ୟାନକାରୀ ଦଳ

ବୁଗୁଡ଼ା,୧୮।୧୧(ଡି.ଏନ୍‌.ଏ): ସ୍ଥାନୀୟ ପିପୁଲ୍ସ କଲେଜର ବର୍ଦ୍ଧିତ ସିଟ୍‌ ପାଇଁ ସ୍ଥାୟୀ ସ୍ବୀକୃତି ପ୍ରଦାନ ପରିପ୍ରେକ୍ଷୀରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ଦୁଇ ଜଣିଆ ଏକ ଅନୁଧ୍ୟାନକାରୀ ଦଳ ଗୁରୁବାର ସେଠାରେ ପହଞ୍ଚି ଅନୁଧ୍ୟାନ କରିଥିବା ଜଣାଯାଇଛି । ଉକ୍ତ ଦଳରେ ବ୍ରହ୍ମପୁର...

ଠାକୁରାଣୀଙ୍କ ଯାତ୍ରା ବେଳେ ମୁହାଁମୁହିଁ ହେଲେ ୨ ଗୋଷ୍ଠୀ

ହିଞ୍ଜିଳିକାଟୁ,୧୭ା୧୧(ଡି.ଏନ୍‌.ଏ): ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ାଠାରେ ମା’ କାଳୁଆ ଯାତ୍ରା ଉଦ୍‌ଯାପନୀ ଦିବସରେ ବୁଧବାର ଠାକୁରାଣୀଙ୍କ ଘଟ ପରିକ୍ରମା ବେଳେ ୨ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଗୋଟିଏ ଗୋଷ୍ଠୀ ନିଜ ଅଞ୍ଚଳରେ ଠାକୁରାଣୀଙ୍କ ଘଟକୁ ଦୀର୍ଘ ସମୟ ଧରି ଅଟକ...

ପୂର୍ବତନ ସରପଞ୍ଚଙ୍କ ହତ୍ୟା ପଛରେ ପ୍ରତିଶୋଧ

ବ୍ରହ୍ମପୁର ଅଫିସ,୧୭ା୧୧: କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ଗ୍ରାମର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀ ହତ୍ୟା ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଦୁଇ ଭାଇଙ୍କୁ ବଡବଜାର ପୋଲିସ ଗିରଫ କରିଛି। ସେମାନେ ହେଲେ ଦିଗପହଣ୍ଡି ଥାନା ଅଧୀନ ବନ୍ଥପଲ୍ଲୀ ଗ୍ରାମର ବଳି ଚରଣ...

ଲଗାଣ ବର୍ଷାରେ ଭାଙ୍ଗିଲା ଘର

ଛତ୍ରପୁର,୧୫ା୧୧(ଡି.ଏନ୍‌.ଏ.): ୨ଦିନ ଧରି ଲଗାଣ ବର୍ଷାରେ ଛତ୍ରପୁର ଏନ୍‌ଏସି ୯ନମ୍ବର ୱାଡ ନୂଆସାହିରେ ରହୁଥିବା କାଳୁ ଚରଣ ନାୟକଙ୍କ ଘର ସୋମବାର ଭୁଶୁଡ଼ି ପଡ଼ିଥିଲା। ହେଲେ ଦୁଇ ଶିଶୁଙ୍କ ସମେତ ମା’ ବାପ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏପରିକି ଘରର ସମସ୍ତ...

ବାଇକ୍‌ ଚୋରି କରି ବିକୁଥିଲେ ଗ୍ୟାରେଜ୍‌ରେ

ଭଞ୍ଜନଗର/ବୁଗୁଡ଼ା,୧୫।୧୧(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡ ଅଧୀନ ଭଞ୍ଜନଗର, ବେଲଗୁଣ୍ଠା ଏବଂ ବୁଗୁଡ଼ା ପୋଲିସକୁ ନେଇ ଗଠିତ ସ୍ବତନ୍ତ୍ର ଟିମ୍‌ ସୋମବାର ଏକ ଆନ୍ତଃ ଜିଲା ବାଇକ୍‌ ଲୁଟେରା ଦଳକୁ କାବୁ କରିଛି । ପୋଲିସ ଏହି ର଼୍ୟାକେଟର ୭ଜଣଙ୍କୁ ଗିରଫ କରିଛି।...

ପାଣିରେ ଭାସିଗଲା ଅଟୋ

ବ୍ରହ୍ମପୁର ଅଫିସ,୧୫।୧୧: ପାଣିରେ ଭାସି ଯାଉଥିବା ବେଳେ ଅଟୋକୁ ଉଦ୍ଧାର କରାଯାଇଛି। ଏଭଳି ଏକ ଘଟଣା ଦେଖିବାକୁ ରମିଳିଛି ଗଞ୍ଜାମ ଜିଲା ନାରାୟଣପୁର-ହରିପୁର ରାସ୍ତାରେ। ଅଟୋରେ ଜଣେ ମହିଳା ଓ ଦୁଇଜଣ ଶିଶୁ କାଳିପଲ୍ଲୀ ଯିବା ନିମନ୍ତେ ଉକ୍ତ ରାସ୍ତାରେ...

ବାଲିଲୋକନାଥ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନାଥପୁର ଗ୍ରାମ ସ୍ଥିତ ପ୍ରସିଦ୍ଧ ଐତିହାସିକ ଶୈବପୀଠ ବାଲିଲୋକନାଥ ମନ୍ଦିରରେ ସୋମବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। କାର୍ତ୍ତିକ ମାସ ଶେଷ ସୋମବାର ଅବସରରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିର...

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ...

୫ କି.ମି. ରାସ୍ତା ପାଇଁ କଟା ଯିବ ୬୦ ଗଛ

ଛତ୍ରପୁର,୧୪।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହରିଡାଖଣ୍ଡି-ବେଲପଡ଼ା ରାସ୍ତାର ଉନ୍ନତୀକରଣ ଓ ପ୍ରଶସ୍ତୀକରଣ କରାଯିବ। ଏଥିଲାଗି ୬୦ଟି ଗଛ କଟାଯିବାକୁ ନିଷ୍ପତ୍ତି ହୋଇଛି। ତେବେ ଏତେ ସଂଖ୍ୟକ ଗଛ କଟାଯିବାକୁ ନେଇ ପରିବେଶବିତ୍‌ଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ହରିଡାଖଣ୍ଡି-ବେଲପଡା ରାସ୍ତାରେ ଟ୍ରାଫିକ୍‌ ସମସ୍ୟା...

ପୂର୍ବତନ ସରପଞ୍ଚ ହତ୍ୟା ମାମଲା: ୫ ଗିରଫ

ବ୍ରହ୍ମପୁର ଅଫିସ,୧୪ା୧୧: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀ ହତ୍ୟା ମାମଲାରେ ବ୍ରହ୍ମପୁର ବଡ଼ବଜାର ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେହିପରି ମାମଲାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଅଟକ ରଖାଯାଇଛି। ପୂର୍ବ...

ଋଷିକୂଲ୍ୟାରେ ଜଳସ୍ତର ବୃଦ୍ଧି

ଗଞ୍ଜାମ,୧୪।୧୧(ଡି.ଏନ୍‌.ଏ.): ଉପର ମୁଣ୍ଡରେ ଲଘୁଚାପ ଲଗାଣ ବର୍ଷା ଫଳରେ ଗଞ୍ଜାମ ସହର ନିକଟ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସମୁଦ୍ରରେ ମଧ୍ୟ ଉଚ୍ଚ ଲହଡି ସୃଷ୍ଟି ହେଉଥିବା ଦେଖିବାକୁ ମିଳିଛି। ଋଷିକୂଲ୍ୟା ମୁହାଁଣଟି ପୁରୁଣାବନ୍ଧ ନିକଟସ୍ଥ ମା’...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri