ଗଞ୍ଜାମ

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ ହୋଇପଡିଛି। ଚଳିତ ନିର୍ବାଚନରେ ସୋସିଆଲ ମିଡିଆ ତଥା ଡିଜିଟାଲ ପ୍ଲାଟଫର୍ମ ଉପରେ ବିଭିନ୍ନ...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ମଙ୍ଗଳବାର ରମେଶ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାୟକ ରମେଶ ନିଜ ସମର୍ଥକଙ୍କ...

ପ୍ରାର୍ଥତ୍ପତ୍ର ଦାଖଲକୁ ଆଉ ୩ ଦିନ ବାକି: ଖଲ୍ଲିକୋଟ ବିଧାନସଭା ଲାଗି ଛିଣ୍ଡୁନି ବିଜେଡିର ଅଙ୍କ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର): ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ସୋମବାର ନାମାଙ୍କନ ଦାଖଲ କରିଥିବା ବେଳେ...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆଶିର୍ବାଦ ଲୋଡିଛନ୍ତି। ଏହି ଅବସରରେ ତାଙ୍କ ସହ ବିଜେଡି...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ ପେପର ରୋଲ୍‌ ବୋଝେଇ ଟ୍ରକ୍‌ ଓଲଟି ପଡ଼ିଥିବା ବେଳେ ଅଳ୍ପକେ ଡ୍ରାଇଭର ଓ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି ନାମାଙ୍କନ ପୂର୍ବରୁ ରାଲିରେ ଯୋଗ ଦେବା ନିମନ୍ତେ ରବିବାର ହିଞ୍ଜିଳିକାଟୁ ବ୍ଲକ କୁରେଇଶୁଣୀ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ ମହିଳାଙ୍କ ଶନିବାର ମୃତ୍ୟୁ ଘଟିଛି। ପଣ୍ଡିତରା ସାହିର ଅନୁସାୟା ସାହୁ (୭୦) କେତେଜଣ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ ନାୟକଙ୍କ ସ୍ତ୍ରୀ ତୁଳସା ନାୟକ। ରବିବାର ଅପରାହ୍ନରେ ତୁଳସା ନିକଟସ୍ଥ ତୋଟାକୁ ଆମ୍ବ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri