ଗଞ୍ଜାମ

ଘରେ ପହଞ୍ଚିବ ଟିକା

ଛତ୍ରପୁର,୧୫।୫: କରୋନା ଟିକା ପାଇଁ ବରିଷ୍ଠ ନାଗରିକ ହଇରାଣ ହେଉଛନ୍ତି। ଟିକାକରଣ କେନ୍ଦ୍ରରେ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଠିଆ ହେବାକୁ ପଡ଼ୁଛି। ଏଭଳି ଅସୁବିଧାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗରରେ ଘରେ ବରିଷ୍ଠ ନାଗରିକମାନଙ୍କୁ ଟିକା...

ଗଞ୍ଜାମରେ ମଦ ହୋମ୍‌ ଡେଲିଭରୀକୁ ଅନୁମତି ନେଇ ସୂଚନା ଦେଲେ ଜିଲାପାଳ

ଛତ୍ରପୁର,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ମଦ ହୋମ୍‌ ଡେଲିଭରୀକୁ ଅନୁମତି ଦିଆଯାଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର କହିଛନ୍ତି। ସୋମବାରଠାରୁ ଗଞ୍ଜାମରେ ମଦ ବିକ୍ରି ଆରମ୍ଭ ହେବ। ଅପରପକ୍ଷରେ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଶନିବାର,...

କରୋନା ଆକ୍ରାନ୍ତ ୧୫ ଦିନର ଶିଶୁ ମୃତ

ବ୍ରହ୍ମପୁର ଅଫିସ୍‌,୧୫ା୫: କରୋନାର ଦ୍ୱିତୀୟ ଲହରରେ ଶିଶୁ ସଂକ୍ରମିତ ହେଲେଣି। ଗତ ସୋମବାର ବ୍ରହ୍ମପୁର ହାଉସିଂ ବୋର୍ଡ଼ରେ ରହୁଥିବା ଜଣେ ୧୦ ବର୍ଷୀୟ ନାବାଳକଙ୍କ କରୋନାରେ ମୃତ୍ୟୁ ଘଟିଥିଲା। ଶୁକ୍ରବାର ପୁଣି ଏମ୍‌କେସିଜି ମେଡିକାଲରେ ୧୫ ଦିନର ଜଣେ ଶିଶୁର...

ପରୀକ୍ଷା ନ କରି ରିପୋର୍ଟ ପଜିଟିଭ୍‌

ଭଞ୍ଜନଗର,୧୩।୫: କରୋନା ଆତଙ୍କ ଜାରି ରହିଥିବା ବେଳେ ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅଞ୍ଚଳରେ କୋଭିଡ୍‌ ପରୀକ୍ଷା ନ କରି ଜଣେ ଶିଶୁଙ୍କ ରିପୋର୍ଟ ପଜିଟିଭ ଆସିବା ଓ ପରେ ଏହା ଭୁଲ ସୂଚନା ବୋଲି କୁହାଯିବା ଘଟଣା ଚର୍ଚ୍ଚାର...

ଗଞ୍ଜାମରେ ଦାୟିତ୍ୱ ନେଲେ ନୂତନ ଏଡିଏମ୍‌

ଛତ୍ରପୁର,୧୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କୋଭିଡ୍‌ ମୁକାବିଲା କାର୍ଯ୍ୟକ୍ରମରେ ନୂତନ ଅତିରିକ୍ତ ଜିଲାପାଳ ଭାବେ ଲୀନା କୁମାରୀ ଖେସ୍‌ ଯୋଗ ଦେଇଛନ୍ତି। ଏହାପୂର୍ବରୁ ସେ ସୁନ୍ଦରଗଡ଼ ଜିଲାରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଥିଲେ। ୧୯୯୭ ମସିହା ବ୍ୟାଚ୍‌ର...

ଆମ୍ବୁଲାନ୍ସ ଅଧିକ ଚାର୍ଜ କଲେ ୧୧୨କୁ ଡାଏଲ କରିବାକୁ ଗଞ୍ଜାମ ଏସ୍‌ପିଙ୍କ ଅନୁରୋଧ

ଛତ୍ରପୁର,୧୩।୫(ଡି.ଏନ୍‌.ଏ.): କୋଭିଡ୍‌ ନିୟନ୍ତ୍ରଣ ପାଇଁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ବିଭିନ୍ନ ହସ୍ପିଟାଲକୁ ରୋଗୀଙ୍କୁ ସ୍ଥାନାନ୍ତର ପାଇଁ ଆମ୍ବୁଲାନ୍ସଗୁଡ଼ିକ ଅଧିକ ଚାର୍ଜ ନେଉଥିବା ଅଧିକାଂଶ ସମୟରେ ଅଭିଯୋଗ ହେଉଛି। କୌଣସି ଆମ୍ବୁଲାନ୍ସ ଲକ୍‌ଡାଉନ୍‌ ସମୟରେ ରୋଗୀଙ୍କୁ...

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ବ୍ରହ୍ମପୁର ଅଫିସ,୧୨ା୫: ଜନୈକା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ନୂଆ ଅନନ୍ତେଇ ଗ୍ରାମର ବୋଲି ଜଣାପଡିଛି। ପୋଲିସ ଏକ ମାମଲା...

କୋଭିଡ୍‌ ଭୟ : ମୃତଦେହ ପାଖ ମାଡିଲେନି ପରିବାର ଲୋକେ , ଉପଜିଲାପାଳ କଲେ ସତ୍କାର

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ବର୍ତ୍ତମାନ ଏମିତି ଅନେକ ଘଟଣା ଦେଖିବାକୁ ମିଳୁଛି, କୋଭିଡ୍‌ କିମ୍ବା କୋଭିଡ ସନ୍ଦିଗ୍ଧଙ୍କ ମୃତ୍ୟୁ ପରେ ପରିବାର ଲୋକ ମୁହଁ ଫେରାଇ ନେଉଛନ୍ତି। ମଙ୍ଗଳବାର ସେମିତି ଏକ ଘଟଣା ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ସର୍ଗୀକୃତ କୋଭିଡ୍‌ କେୟାର ସେଣ୍ଟର...

ବୁଲା ଗୋରୁଙ୍କୁ ଖାଦ୍ୟ ପ୍ରଦାନ ଲୋକଦେଖାଣିଆ

ପୁରୁଷୋତ୍ତମପୁର,୧୨।୫(ଡି.ଏନ୍‌.ଏ.): ମହାମାରୀ କରୋନାକୁ ନେଇ ଲକ୍‌ଡାଉନ୍‌ ଯୋଗୁ ବୁଲା ଗୋରୁଗାଈଙ୍କୁ ଖାଦ୍ୟ ଯୋଗାଣ ଲାଗି ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପ୍ରଶାସନ ପକ୍ଷରୁ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାକୁ ନେଇ...

ବାହାଘର ପାଇଁ ଦରକାର ପରିବାରବର୍ଗଙ୍କ କରୋନା ଟେଷ୍ଟ ରିପୋର୍ଟ

ଛତ୍ରପୁର,୧୦ା୫: କରୋନା ସଂକ୍ରମଣ ବଢ଼ୁଥିବାରୁ କଟକଣା ମଧ୍ୟରେ ବିବାହ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିବାହରେ ୫୦ ଲୋକ ଏକାଠି ହୋଇପାରିବେ। ଏଥିପାଇଁ ସ୍ଥାନୀୟ ପ୍ରଶାସନଠାରୁ ଅନୁମତି ନେବାକୁ ପଡ଼ିବ। ବାହାଘରରେ ଯୋଗଦେବାକୁ...

କରୋନାରେ ଆଉ ଜଣେ ଖବରଦାତାଙ୍କ ପରଲୋକ

ପୋଲସରା,୧୦।୫(ଡି.ଏନ୍‌.ଏ.): କରୋନାରେ ଆଉ ଜଣେ ଖବରଦାତାଙ୍କ ପରଲୋକ ଘଟିଛି। ସେ ଗଞ୍ଜାମ ଜିଲା ପୋଲସରା ସହରର କିଶୋର ଚନ୍ଦ୍ର ଦାସ। କିଶୋର ଦୈନିକ ଖବର କାଗଜ ସମାଜର ଖବରଦାତା ଭାବେ କାର୍ଯ୍ୟ ସମ୍ପାଦନ କରୁଥିଲେ। ସେ ଅସୁସ୍ଥ ଅନୁଭବ କରିବାରୁ...

ଅନ୍ତର୍ଜାତୀୟ ମାତୃ ଦିବସରେ ବାଲୁକା କଳାକୃତି: ଦୁଇ ଯୁବ ବାଲୁକା ଶିଳ୍ପୀଙ୍କୁ ଛୁଟୁଛି ପ୍ରଶଂସାର ସୁୁଅ

ଗଞ୍ଜାମ,୯।୫(ଡି.ଏନ୍‌.ଏ.): ମେ ୯ ତାରିଖକୁ ଅନ୍ତର୍ଜାତୀୟ ମାତୃ ଦିବସ ଭାବେ ପାଳନ କରାଯାଏ। ଏହି ଅବସରରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ସ୍ଥାନୀୟ ଅଞ୍ଚଳର ଦୁଇ ଯୁବ ବାଲୁକା ଶିଳ୍ପୀ କଣ୍ଟିଆଗଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri