ଗଞ୍ଜାମ

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ଆଜି ଆସିବ ଆଜ୍ଞାମାଳ

ବ୍ରହ୍ମପୁର ଅଫିସ୍‌,୯।୪: ବ୍ରହ୍ମପୁର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନେଇ ଜିଲା ପ୍ରଶାସନ ଓ ଯାତ୍ରା ପରିଚାଳକଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବୁଧବାର ପ୍ରଶାସନ ଓ ଯାତ୍ରା ପରିଚାଳକଙ୍କ ମଧ୍ୟରେ ସମନ୍ବୟ ବୈଠକ...

ଗଞ୍ଜାମରେ କରୋନା ସଚେତନତା ରାଲି

ଗଞ୍ଜାମ,୮।୪(ଡି.ଏନ୍‌.ଏ): ମହାମାରୀ କରୋନା ଦିନକୁ ଦିନ ରାଜ୍ୟରେ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। କରୋନାର ନୂଆ ଷ୍ଟ୍ରେନ୍‌ ଅତି ଭୟଙ୍କର ହୋଇଥିବା ବେଳେ ଏଥିପାଇଁ ଲୋକେ ସଚେତନ ହେବାର ଆବଶ୍ୟକତା ରହିଛି l ଏହାକୁ ଦୃଷ୍ଟିରେ ରଖି ଜିଲାପ୍ରଶାସନ...

ପୋଲିସ ପକ୍ଷରୁ କରୋନା ସଚେତନତା ଶୋଭାଯାତ୍ରା

ବୁଗୁଡ଼ା,୮।୪: ରାଜ୍ୟ ତଥା ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରୋନା ମୁକାବିଲା ପାଇଁ ବୁଧବାର ବୁଗୁଡ଼ା ସହରରେ ସ୍ଥାନୀୟ ପୋଲିସ ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲାପ୍ରଶାସନର...

ଲାଞ୍ଚ ନେଇଥିବା ଆର୍‌ଆଇଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୁବ୍ରତ ମହାନ୍ତି ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ସମସ୍ତ ପ୍ରମାଣକୁ ଭିତ୍ତି କରି ହିଞ୍ଜିଳିକାଟୁ ତହସିଲ ବୁରୁପଡ଼ାର ପୂର୍ବତନ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ମନମୋହନ ତ୍ରିପାଠୀଙ୍କୁ...

ଚିଟ୍‌ଫଣ୍ଡ ଠକେଇ ମାମଲା: କମ୍ପାନୀ ଏମ୍‌ଡି, ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସ୍ବତନ୍ତ୍ର ଚିଟଫଣ୍ଡ୍‌ କୋର୍ଟ ଜଜ୍‌ ଏକ ଟଙ୍କା ଠକେଇ ମାମଲାର ଶୁଣାଣି କରି ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍‌ ଲିମିଟେଡ୍‌ ନାମକ ଅର୍ଥଲଗାଣକାରୀ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ ଓ ମ୍ୟାନେଜରଙ୍କୁ ୭ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।...

କୋଭିଡ୍‌ ଟିକା ପାଇଁ ଲୋକଙ୍କ ଭିଡ଼

ଗଞ୍ଜାମ,୬।୪(ଡି.ଏନ୍‌.ଏ.): ଗତ ୧ ତାରିଖରୁ ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କରୋନା ଟିକା ନେବା ପାଇଁ ସରକାର ଘୋଷଣା କରିଥିଲେ। ଏହା ପରଠାରୁ ଦୈନଦିନ ସରକାରୀ ମେଡିକାଲ ଗୁଡିକରେ ଭିଡ଼ ଜମୁଥିବା ଦେଖିବାକୁ ମିଳୁଛି । ମଙ୍ଗଳବାର ଗଞ୍ଜାମ ସ୍ବାସ୍ଥ୍ୟ କେନ୍ଦ୍ରଠାରେ...

ତାରାତାରିଣୀଙ୍କ ଚୈତ୍ର ଦିତୀୟପାଳି ମଙ୍ଗଳବାର: ମା’ଙ୍କ ଦର୍ଶନ କଲେ ୫ଟି ସଚିବ, କଟକଣା ସତ୍ତ୍ୱେ ମୁଣ୍ଡନ ହେଲେ ଶହ ଶହ ଶିଶୁ

ପୁରୁଷୋତ୍ତମପୁର, ୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଦ୍ୱିତୀୟ ପାଳି ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ହୋଇଛି। ରାତ୍ର ସାଢ଼େ ୨ଟାରୁ ମନ୍ଦିର ଦ୍ୱାର ଫିଟାଯାଇ ପରମ୍ପରା ଅନୁସାରେ ଅବକାଶ ନୀତି, ମାଜଣା, ଅଭିଶେକ,...

ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି, ୭ ଗିରଫ

ଗୋପାଳପୁର,୬।୪: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଗୋଳାବନ୍ଧସ୍ଥିତ ଆର୍ମି ଏଡି କଲେଜରେ ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ସୋମବାର ୭ ଯୁବକଙ୍କୁ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ନରେନ୍ଦ୍ରପୁରର କେ.ଭିମରାଜୁ ରେଡ୍ଡୀ,...

ପୋଲିସ, କଏଦୀ ପୋଷାକରେ ଦଣ୍ଡୁଆଙ୍କୁ ସଚେତନ

ସୋରଡ଼ା,୫।୪(ଡି.ଏନ୍‌.ଏ): ଗଞ୍ଜାମ ଜିଲା ସୋରଡ଼ା ବଡଦଣ୍ଡପୁଞ୍ଜାରେ ଦଣ୍ଡୁଆମାନଙ୍କୁ କରୋନା ନେଇ ସଚେତନତା କରାଯାଇଛି। ପୋଲିସ ଓ କଏଦୀ ପୋଷାକରେ ଦୁଇ ଯୁବ କଳାକାର ସଚେତନ କରୁଛନ୍ତି । ପ୍ରତ୍ୟେକ ଦଣ୍ଡୁଆ ଯେପରି ସାମାଜିକ ଦୂରତା ରକ୍ଷା, ମାସ୍କ ବ୍ୟବହାର କରିବେ...

ତାରାତାରିଣୀ ଯାତ୍ରାରେ ଦର୍ଶନକୁ ଅନୁମତି: ଭୋଜିଭାତ, ମୁଣ୍ଡନ ବନ୍ଦ

ଛତ୍ରପୁର,୫।୪(ଡି.ଏନ୍‌.ଏ.): ଗଞ୍ଜାମର ଆରାଧ୍ୟା ଦେବୀ ଜଗତ୍‌ଜନନୀ ମା’ ତାରାତାରିଣୀଙ୍କ ପବିତ୍ର ଚୈତ୍ର ମଙ୍ଗଳବାର ପର୍ବ ନେଇ କଟକଣା ଜାରି ହୋଇଛି। ଏହି ଦିନରେ ଦର୍ଶନଭିଳାଷୀ ସମସ୍ତ ଭକ୍ତ ଏବଂ ଶ୍ରଦ୍ଧାଳୁମାନେ ମନ୍ଦିର ପରିସର ଓ ଏହାର ଆଖପାଖରେ କୌଣସି ପ୍ରକାର...

ଗଞ୍ଜାମ ସହରରୁ ୩ କରୋନା ପଜିଟିଭ ଚିହ୍ନଟ: ସୂଚନା ଦେଲେ ଜିଲାପାଳ

ଗଞ୍ଜାମ,୫।୪(ଡି.ଏନ୍‌.ଏ.): ଗତ କିଛି ମାସ ବ୍ୟବଧାନ ପରେ ଗଞ୍ଜାମ ସହରରେ ପୁଣି ମହାମାରୀ କରୋନା ଆତଙ୍କ ସୃଷ୍ଟି କରିଛି l ଏହି ସହରରେ ୩ଜଣ କରୋନା ଆକ୍ରାନ୍ତ ହୋଇଥିବା ଖୋଦ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସୋମବାର ସୂଚନା ଦେଇଛନ୍ତି...

ଏଥର ବିବାହ ଭୋଜିରେ ପ୍ୟାକେଟ ଖାଦ୍ୟ: ଗଞ୍ଜାମ ଜିଲାପାଳ

ଗଞ୍ଜାମ, ୫।୪(ଡି.ଏନ୍‌.ଏ): କରୋନା ଦିନକୁ ଦିନ ନିଜର କାୟା ବିସ୍ତାର କରିଚାଲିଛି। ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମ୍ନାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri